ତାଣ୍ଡବ ରଚିଲା ବର୍ଷା! ରାଜଧାନୀରେ ଭୁଶୁଡ଼ିଲା କୋଠା; ଅନେକ ଲୋକ ଭଗ୍ନାବଶେଷ ତଳେ ଫସି ରହିଥିବା ଆଶଙ୍କା ନୂଆଦିଲ୍ଲୀ,୬।୯: ରାଜଧାନୀ ଦିଲ୍ଲୀରେ ପୁଣି ଥରେ ପ୍ରବଳ ବର୍ଷା ଯୋଗୁ ତାଣ୍ଡବ ସୃଷ୍ଟି ହୋଇଛି। ଦକ୍ଷିଣ ଦିଲ୍ଲୀର ସତ୍ୟ ନିକେତନ ଅଞ୍ଚଳରେ ରବିବାର ହଠାତ ଏକ କୋଠା ଭୁଶୁଡ଼ି ପଡ଼ିଛି। ଏହି ଦୁଃଖଦ ଘଟଣା ପରେ ଅନେକ ଲୋକ ଭଗ୍ନାବଶେଷ ତଳେ…