ସେନାକୁ ମିଳିବ ଶକ୍ତି: ପାକ୍ ସୀମାରେ ବୁଲେଟ୍ପ୍ରୁଫ୍ ଘାଟି ନିର୍ମାଣ କରିବ ଭାରତ ନୂଆଦିଲ୍ଲୀ,୨୯ା୯: ଜମ୍ମୁ ଅଞ୍ଚଳରେ ଆତଙ୍କବାଦୀ ହିଂସା ବଢ଼ିଥିବାରୁ କେନ୍ଦ୍ର ସରକାର ଭାରତ-ପାକ୍ ସୀମାରେ ଥିବା ତାରବାଡ଼ର ଉନ୍ନତୀକରଣ ପାଇଁ ନିଷ୍ପତ୍ତି ନେଇଛନ୍ତି। ଅନୁପ୍ରବେଶ ଉପରେ ନଜର ରଖିବା ପାଇଁ ସୀମାରେ ଅଧିକ ଘାଟି ନିର୍ମାଣ କରାଯିବା ସହ ସେଗୁଡ଼ିକୁ ବୁଲେଟ୍ପ୍ରୁଫ୍...