ସାମ୍ନାକୁ ଆସିଲା ବଡ଼ କାରଣ, ଯୁବକ କାହିଁକି କାଟିଲେ ନାବାଳିକାଙ୍କ ତଣ୍ଟି ବଲାଙ୍ଗୀର,୨୨ା୮(ସୁନୀଲ କୁମାର ମହାନ୍ତି): ବଲାଙ୍ଗୀର ସଦର ଥାନା ଅନ୍ତର୍ଗତ ମାୟାବର୍ହା ଗାଁରେ ଶୁକ୍ରବାର ଏକ ଅଭାବନୀୟ ଘଟଣା ଘଟିଛି। ମାୟାବର୍ହା ଗାଁର ଜଣେ ନାବାଳିକା ଝିଅର ତଣ୍ଟି କାଟି ଜଣେ ଯୁବକ ଫେରାର ହୋଇଯାଇଛନ୍ତି। ନାବାଳିକାଙ୍କୁ ରକ୍ତାକ୍ତ ଅବସ୍ଥାରେ ତାଙ୍କୁ...