ଗର୍ଭବତୀ ବୋହୂଙ୍କୁ ନିଆଁ ଲଗାଇ ମାରିଦେଲେ ଶାଶୁଘର ଲୋକେ, ସୁନା ଚେନ୍ ଦେଇନଥିଲେ ବୋଲି.. ପାଟନା, ୨୭।୧: ବିହାରର ନାଳନ୍ଦା ଜିଲାରୁ ଏକ ଆଶ୍ଚର୍ଯ୍ୟଜନକ ଘଟଣା ସାମ୍ନାକୁ ଆସିଛି । ଜଣେ ଗର୍ଭବତୀ ମହିଳାଙ୍କୁ ଜୀଅନ୍ତା ଜାଳି ଦେଇଥିବା ନେଇ ଅଭିଯୋଗ ହୋଇଛି। ଶ୍ୱଶୁର ଘର ଲୋକଙ୍କ ନାଁରେ ଅଭିଯୋଗ ହୋଇଥିବା ବେଳେ ସେମାନେ ଫେରାର ଥିବା…