କୋଲ୍ ଓ୍ବାସେରିରେ ଲିଭୁନି ନିଆଁ: ପ୍ରଦୂଷଣରେ ଅତିଷ୍ଠ ଅଞ୍ଚଳବାସୀ ଝାରସୁଗୁଡ଼ା,୬ା୧୧(ଆଶିଷ ରଞ୍ଜନ ଦାଶ): ଝାରସୁଗୁଡ଼ା ଜିଲା ଲଖନପୁର ବ୍ଲକ ଅଧୀନ ବନ୍ଧବାହାଲ ଅଞ୍ଚଳର ଗ୍ଲୋବାଲ କୋଲ୍ ୱାସେରିରେ ପ୍ରାୟ ୧ ସପ୍ତାହ ହେବ ନିଆଁ ଲାଗିଛି। ଏଥିରେ ହଜାର ହଜାର ଟନ୍ର କୋଇଲା ପୋଡ଼ି ନଷ୍ଟ ହେଉଛି। ଏଥିଯୋଗୁ ସରକାରଙ୍କ ବହୁ…