ଶ୍ମଶାନକୁ ରାସ୍ତା ନାହିଁ, କେନାଲ ପାର୍ ହୋଇ ଶବଦାହ କଲେ ଗ୍ରାମବାସୀ ଗଞ୍ଜାମ,୧୬ା୮(ବିଦ୍ୟାଧର ସାହୁ): ଗଞ୍ଜାମ ବ୍ଲକ ଅନ୍ତର୍ଗତ ହୁମ୍ମା ପଞ୍ଚାୟତର ଗଡ଼ହୁମ୍ମା ଗ୍ରାମ ନିକଟରେ ରହିଛି ବାଉଁସିଆ ପଡ଼ା ଗ୍ରାମ। ଶବଦାହ ପାଇଁ ଗ୍ରାମବାସୀ ନାହିଁ ନ ଥିବା ଅସୁବିଧାର ସମ୍ମୁଖୀନ ହୋଇଥାନ୍ତି। ଶବଦାହ କରିବା ପାଇଁ ଶ୍ମଶାନ ନାହିଁ। ଶବଦାହ କରିବାକୁ…