ବାଇକ୍କୁ ଧକ୍କା ଦେଇ ରାସ୍ତାରେ ଜଳିଗଲା ବସ୍, ଜଣଙ୍କ ଜୀବନ ଗଲା ଯାଜପୁର,୧୪ା୧୦(ହର୍ଷବର୍ଦ୍ଧନ ବେହେରା): ଯାଜପୁରର ଏନ୍ଏଚ୍ ୧୬ ଛତିଆ ନିକଟରେ ଏକ ବାଇକ୍କୁ ଧକ୍କା ଦେଇ ବସ୍ଟି ଜଳିଯାଇଛି। ଏଥିରେ ଜଣଙ୍କର ମୃତ୍ୟୁ ଘଟିଥିବାବେଳେ ୨ ଜଣ ଗୁରୁତର ହୋଇଥିବା ସୂଚନା ମିଳିଛି। ଚକାଡୋଳା ନାମକ ବସ୍ଟି ବାରିପଦାରୁ ଭୁବନେଶ୍ବର ଅଭିମୁଖେ...