ବସ୍ ଦୁର୍ଘଟଣାରେ ଚାଲିଗଲା ୧୦ ଜୀବନ, ୩୦ ଆହତ ମୁମ୍ବାଇ,୨୯ା୧୧: ମହାରାଷ୍ଟ୍ରର ଗୋଣ୍ଡିଆରେ ଏକ ଭୟଙ୍କର ବସ୍ ଦୁର୍ଘଟଣା ଘଟିଛି। ଏହି ଦୁର୍ଘଟଣାରେ ୧୦ ଜଣଙ୍କର ମୃତ୍ୟୁ ଘଟିଥିବାବେଳେ ୩୦ ଜଣ ଆହତ ହୋଇଛନ୍ତି। ଏହି ମୃତ୍ୟୁସଂଖ୍ୟା ବଢ଼ିବାର ସମ୍ଭାବନା ରହିଛି। ମୁଖ୍ୟମନ୍ତ୍ରୀ ଏକନାଥ ସିନ୍ଦେ ଦୁର୍ଘଟଣାର ଶିକାର ହୋଇଥିବା ଲୋକଙ୍କୁ…