ରାସ୍ତାତଳକୁ ଖସିଲା ବସ୍, ଯାତ୍ରୀମାନେ ଭୟରେ ଚିତ୍କାର କରିବାରୁ… ପଟ୍ଟାମୁଣ୍ଡାଇ,୯ା୯(କଳ୍ପତରୁ ନାୟକ): କେନ୍ଦ୍ରାପଡ଼ା ଜିଲା ପଟ୍ଟାମୁଣ୍ଡାଇ-ରାଜନଗର ତଳ ରାସ୍ତା ନିକଟସ୍ଥ ଦୋଶିଆ କେନାଲ ରାସ୍ତାରେ ଏକ ସଡ଼କ ଦୁର୍ଘଟଣା ଘଟିଛି। ୪୨ ଜଣ ଯାତ୍ରୀଙ୍କୁ ନେଇ ଦ୍ରୁତଗତିରେ ଯାଉଥିବା ଏକ ଘରୋଇ ଯାତ୍ରୀବାହୀ ବସ ଭାରସାମ୍ୟ ହରାଇ ରାସ୍ତାକଡ଼କୁ ଓଲଟି ପଡ଼ିଛି।…