Tag Archives: Bus Accident

ଡିଭାଇଡରରେ ପିଟିହେଲା ବସ୍‌

ଜଳେଶ୍ୱର,୧୮ା୧୧: ବାଲେଶ୍ୱର ଜିଲା ଜଳେଶ୍ୱରର ଲକ୍ଷ୍ମଣନାଥ ଟୋଲ୍‌ଗେଟ୍‌ ନିକଟରେ ସୋମବାର ଏକ ବସ୍‌ ଦୁର୍ଘଟଣାଗ୍ରସ୍ତ ହୋଇଛି। ଏହି ବସ୍‌ରେ ୫୦ ଜଣ ଯାତ୍ରୀ ଥିବାବେଳେ କେହି ମୃତାହତ ହୋଇ ନ ଥିବା ଜଣାପଡ଼ିଛି। ବସ୍‌ଟି କୋଲକାତାରୁ ଆସୁଥିବାବେଳେ ୧୬ ନଂ...

ତପ୍ତପାଣି ଘାଟିରେ ଦୁର୍ଘଟଣା: ଗଛରେ ପିଟିହେଲା ଯାତ୍ରୀବାହୀ ବସ୍‌

ଦିଗପହଣ୍ଡି,୧୬ା୯(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକ ପାଟପୁର ଥାନା ତପ୍ତପାଣି ଘାଟି ତଳେ ଥିବା ମା’ କନ୍ଧୁଣି ଦେବୀଙ୍କ ମନ୍ଦିର ନିକଟରେ ଘଟିଛି ଦୁର୍ଘଟଣା। ସୋମବାର ଗଜପତି ଜିଲା ମୋହନାରୁ ବ୍ରହ୍ମପୁର ଅଭିମୁଖେ ଆସୁଥିବା ପଦ୍ମାଳୟା ନାମକ...

ନଦୀକୁ ଖସିଲା ବସ୍‌: ୧୪ ଜଣଙ୍କ ଜୀବନ ଗଲା, ଉଦ୍ଧାର କାର୍ଯ୍ୟ ଜାରି

କାଠମାଣ୍ଡୁ,୨୩ା୮: ନେପାଳର ପୋଖରାରୁ କାଠମାଣ୍ଡୁ ଯାଉଥିବା ଏକ ଭାରତୀୟ ଯାତ୍ରୀବାହୀ ବସ୍‌ ଶୁକ୍ରବାର ନଦୀରେ ଖସି ପଡ଼ିଛି। ଫଳରେ ବସ୍‌ରେ ୪୦ ଜଣ ଭାରତୀୟ ଥିଲେ। ଏହି ଦୁର୍ଘଟଣାରେ ୧୪ ଜଣଙ୍କର ମୃତ୍ୟୁ ହୋଇଥିବା ବେଳେ ମୃତ୍ୟୁସଂଖ୍ୟା ବଢ଼ିପାରେ ବୋଲି...

ଭକ୍ତଙ୍କୁ ନେଇ ଯାଉଥିବା ବସ୍‌ ଦୁର୍ଘଟଣାଗ୍ରସ୍ତ, ୩ ଜଣଙ୍କ ମୃତ୍ୟୁ

ମିର୍ଜାପୁର, ୨୮।୦୭: ଉତ୍ତରପ୍ରଦେଶର ମିର୍ଜାପୁରରେ ଏକ ମାଲବାହୀ ଗାଡି ଏବଂ ବସ ମଧ୍ୟରେ ଏକ ବଡ଼ ଦୁର୍ଘଟଣା ଘଟିଛି । ଏହି ଦୁର୍ଘଟଣାରେ ତିନି ଜଣଙ୍କର ମୃତ୍ୟୁ ହୋଇଛି। ବିନ୍ଦୁଚାଲ ପୋଲିସ ଷ୍ଟେସନ ଅଞ୍ଚଳର ମହୋଖର ଗ୍ରାମ ନିକଟରେ ଏହି...

ଗୋପାଳପୁର ଛକରେ ଓଲଟିଲା ଯାତ୍ରୀବାହୀ ବସ୍‌

କଟକ,୧୪ା୨: କଟକ ଗୋପାଳପୁର ଛକରେ ବୁଧବାର ସନ୍ଧ୍ୟାରେ ଏକ ଯାତ୍ରୀବାହୀ ବସ୍‌ ଓଲଟି ପଡ଼ିଛି। ଫଳରେ ଅନେକ ଯାତ୍ରୀ ଆହତ ହୋଇଛନ୍ତି। ଚନ୍ଦନ ନାମକ ବସ୍‌ଟି ଭୁବନେଶ୍ୱରରୁ ବାଲେଶ୍ୱର ଅଭିମୁଖେ ଯାଉଥିବା ବେଳେ ଗୋପାଳପୁର ଛକରେ ଭାରସାମ୍ୟ ହରାଇ ଓଲଟି...

ଭାରସାମ୍ୟ ହରାଇ ଓଲଟିଲା ବସ୍‌: ୩୦ ଆହତ

ରାଉରକେଲା,୧୧।୨(ଆଲୋକ ସ୍ବାଇଁ): ସୁନ୍ଦରଗଡ ଜିଲା ବ୍ରାହ୍ମଣୀତରଙ୍ଗ ଥାନା କଲୁଙ୍ଗା ନିକଟରେ ଭାରସାମ୍ୟ ହରାଇ ଏକ ବସ୍‌ ଓଲଟି ପଡିଛି। ଏହି ଦୁର୍ଘଟଣାରେ ୩୦ ଜଣ ଯାତ୍ରୀ ଆହତ ହୋଇଥିବା ଜଣାପଡିଛି। ସମସ୍ତ ଆହତଙ୍କୁ ରାଉରକେଲା ସରକାରୀ ମେଡିକାଲ୍‌ରେ ଭର୍ତ୍ତି କରାଯାଇଛି।...

ମାତାଲ ଟ୍ରକ୍ ଡ୍ରାଇଭର ନୟାଗଡ଼ର ବସ୍ ଦୁର୍ଘଟଣାର କାରଣ: ପରିବହନ କମିଶନ

ନୟାଗଡ଼,୨୭।୧: ନୟାଗଡ଼ର ଦଶପଲ୍ଲା ଅଞ୍ଚଳରେ ପିକନିକ୍ ବସ୍ ଏବଂ ଏକ ଟ୍ରକ୍ ଦୁର୍ଘଟଣା ମାମଲାରେ ସାଂଘାତିକ ତ୍ରୁଟି ସାମ୍ନାକୁ ଆସିଛି। ଦୁର୍ଘଟଣା ସମୟରେ ଡ୍ରାଇଭର ଟ୍ରକ୍ ଚଲାଉ ନ ଥିବା କହିଛନ୍ତି ରାଜ୍ୟ ପରିବହନ ବିଭାଗର ଯୁଗ୍ମ କମିଶନର ପ୍ରଦୀପ...

Advertisement
Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri