Tag Archives: Bus Accident

ଗୋପାଳପୁର ଛକରେ ଓଲଟିଲା ଯାତ୍ରୀବାହୀ ବସ୍‌

କଟକ,୧୪ା୨: କଟକ ଗୋପାଳପୁର ଛକରେ ବୁଧବାର ସନ୍ଧ୍ୟାରେ ଏକ ଯାତ୍ରୀବାହୀ ବସ୍‌ ଓଲଟି ପଡ଼ିଛି। ଫଳରେ ଅନେକ ଯାତ୍ରୀ ଆହତ ହୋଇଛନ୍ତି। ଚନ୍ଦନ ନାମକ ବସ୍‌ଟି ଭୁବନେଶ୍ୱରରୁ ବାଲେଶ୍ୱର ଅଭିମୁଖେ ଯାଉଥିବା ବେଳେ ଗୋପାଳପୁର ଛକରେ ଭାରସାମ୍ୟ ହରାଇ ଓଲଟି...

ଭାରସାମ୍ୟ ହରାଇ ଓଲଟିଲା ବସ୍‌: ୩୦ ଆହତ

ରାଉରକେଲା,୧୧।୨(ଆଲୋକ ସ୍ବାଇଁ): ସୁନ୍ଦରଗଡ ଜିଲା ବ୍ରାହ୍ମଣୀତରଙ୍ଗ ଥାନା କଲୁଙ୍ଗା ନିକଟରେ ଭାରସାମ୍ୟ ହରାଇ ଏକ ବସ୍‌ ଓଲଟି ପଡିଛି। ଏହି ଦୁର୍ଘଟଣାରେ ୩୦ ଜଣ ଯାତ୍ରୀ ଆହତ ହୋଇଥିବା ଜଣାପଡିଛି। ସମସ୍ତ ଆହତଙ୍କୁ ରାଉରକେଲା ସରକାରୀ ମେଡିକାଲ୍‌ରେ ଭର୍ତ୍ତି କରାଯାଇଛି।...

ମାତାଲ ଟ୍ରକ୍ ଡ୍ରାଇଭର ନୟାଗଡ଼ର ବସ୍ ଦୁର୍ଘଟଣାର କାରଣ: ପରିବହନ କମିଶନ

ନୟାଗଡ଼,୨୭।୧: ନୟାଗଡ଼ର ଦଶପଲ୍ଲା ଅଞ୍ଚଳରେ ପିକନିକ୍ ବସ୍ ଏବଂ ଏକ ଟ୍ରକ୍ ଦୁର୍ଘଟଣା ମାମଲାରେ ସାଂଘାତିକ ତ୍ରୁଟି ସାମ୍ନାକୁ ଆସିଛି। ଦୁର୍ଘଟଣା ସମୟରେ ଡ୍ରାଇଭର ଟ୍ରକ୍ ଚଲାଉ ନ ଥିବା କହିଛନ୍ତି ରାଜ୍ୟ ପରିବହନ ବିଭାଗର ଯୁଗ୍ମ କମିଶନର ପ୍ରଦୀପ...

Advertisement
Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri