ଦ୍ରୁତ ଗତିରେ ଆସୁଥିଲା ବସ୍, ଚକାତଳେ ପଶିଗଲେ ବାଇକ୍ଚାଳକ, ଆଉ ତା’ ପରେ… ଗଜପତି,୪ା୧୨(ଗିରିଧାରୀ ପରିଚ୍ଛା): ଗଜପତି ଜିଲା ସଦର ମହକୁମା ପାରଳାଖେମୁଣ୍ଡି ଉପକଣ୍ଠ ଦେବିତି ଗ୍ରାମ ନିକଟରେ ଗୋଟିଏ ଘରୋଇ ବସ୍ ସହ ବାଇକ୍ର ମୁହାଁମୁହିଁ ଧକ୍କା ହେବାରୁ ଘଟଣାସ୍ଥଳରେ ଜଣଙ୍କର ମୃତ୍ୟୁ ଘଟିଛି। ଆଉ ଜଣେ ଗୁରୁତର ହୋଇଛନ୍ତି। ମୃତକ ଜଣକ...