ରବିବାରଠୁ ବଢ଼ିପାରେ ବସ୍ ଭଡ଼ା! ଦାବି କଲା ଘରୋଇ ବସ୍ ମାଲିକ ସଂଘ ଭୁବନେଶ୍ବର,୨୭ା୫: ରାଜ୍ୟରେ ପୁଣି ବଢି଼ପାରେ ବସ୍ ଭଡ଼ା । ଘରୋଇ ବସ୍ ମାଲିକ ସଂଘ ଏନେଇ ଦାବି କରିଛି । ଗତ କିଛି ଭିତରେ ରାଜ୍ୟରେ ତେଲ ଦର ବୃଦ୍ଧି ପାଇଥିବା ବେଳେ ଏହାକୁ ନେଇ କଡ଼ା ଆଭିମୁଖ୍ୟ ଗ୍ରହଣ କରିଛି…