ସ୍କୂଲ ଛାତ୍ରୀଛାତ୍ରଙ୍କ ପାଇଁ ମାଗଣା ବସ୍ ଯାତ୍ରାକୁ ଓଡ଼ିଶା ସରକାରଙ୍କ ମଞ୍ଜୁରୀ ଭୁବନେଶ୍ୱର,୧୭।୯: ସ୍କୂଲ ଛାତ୍ରୀଛାତ୍ରଙ୍କ ପାଇଁ ନିରବଚ୍ଛିନ୍ନ ଯାତାୟାତ ସୁନିଶ୍ଚିତ କରିବା ପାଇଁ ଓଡ଼ିଶା ସରକାର ମୁଖ୍ୟମନ୍ତ୍ରୀ ବସ୍ ସେବା (ଏମବିଏସ) ଯୋଜନା ଅଧୀନରେ ‘ଛାତ୍ରୀଛାତ୍ରଙ୍କ ପାଇଁ ମାଗଣା ବସ୍ ଯାତ୍ରା’କୁ ମଞ୍ଜୁରୀ ଦେଇଛନ୍ତି। ମୁଖ୍ୟମନ୍ତ୍ରୀଙ୍କ ଅଧ୍ୟକ୍ଷତାରେ ଅଗଷ୍ଟ ୨୧, ୨୦୨୫ରେ...