ଭୁବନେଶ୍ୱର,୧୭।୯: ସ୍କୂଲ ଛାତ୍ରୀଛାତ୍ରଙ୍କ ପାଇଁ ନିରବଚ୍ଛିନ୍ନ ଯାତାୟାତ ସୁନିଶ୍ଚିତ କରିବା ପାଇଁ ଓଡ଼ିଶା ସରକାର ମୁଖ୍ୟମନ୍ତ୍ରୀ ବସ୍ ସେବା (ଏମବିଏସ) ଯୋଜନା ଅଧୀନରେ ‘ଛାତ୍ରୀଛାତ୍ରଙ୍କ ପାଇଁ ମାଗଣା…