Tag Archives: bus overturned

ଓଲଟିଲା ଯାତ୍ରୀବାହୀ ବସ୍‌

ଚୌଦ୍ୱାର,୨୭ା୧୧(ଆଶୁତୋଷ ଦାସ): ଅନୁଗୋଳରୁ ଭୁବନେଶ୍ୱର ଅଭିମୁଖେ ଆସୁଥିବା ପୂଜାରିଣୀ ନାମକ ଯାତ୍ରୀବାହୀ ବସ୍‌ ଚୌଦ୍ୱାର ଓଟିଏମ ଛକ ଲିବ୍ରା ଗେଟ୍‌ ସମ୍ମୁଖ ଓଭରବ୍ରିଜ୍‌ ନିକଟରେ ଭାରସାମ୍ୟ ହରାଇ ଓଲଟି ପଡ଼ିଛି। ଫଳରେ ଏଥିରେ ଥିବା ଯାତ୍ରୀମାନେ ଆହତ ହୋଇଛନ୍ତି। ବସ୍‌...

ରାଜପଥରେ ଓଲଟିଲା ଯାତ୍ରୀବାହୀ ବସ୍‌

ଖୋର୍ଦ୍ଧା,୧୫ା୬(ପ୍ରଭାତ ପାଣିଗ୍ରାହୀ): ୧୬ନଂ ଜାତୀୟ ରାଜପଥରେ ଏକ ଯାତ୍ରୀବାହୀ ବସ୍‌ ଓଲଟି ପଡ଼ିଛି। ଡ୍ରାଇଭର ଭାରସାମ୍ୟ ହରାଇ ବସ୍‌ଟିକୁ ଡିଭାଇଡରରେ ପିଟି ଦେବାରୁ ଏହା ଓଲଟି ପଡ଼ିଥିଲା। ଫଳରେ ୭ ଜଣ ଗୁରୁତର ହୋଇଛନ୍ତି। ୧୫ରୁ ଊଦ୍ଧର୍‌ବ ଆହତ ହୋଇଛନ୍ତି।...

ବିଜାଘାଟିରେ ଓଲଟିଲା ବସ୍‌, ଜୀବନ ବିକଳରେ କିଏ ଝରକା ପଟେ ତ କିଏ ଉପର ପଟେ…

ମାଲକାନଗିରି,୨ା୬(ଦୁର୍ଯ୍ୟୋଧନ ପାତ୍ର): ଜୟପୁର ମାଲକାନଗିରି ୩୨୬ ନଂ ଜାତୀୟ ରାଜପଥ ବିଜାଘାଟିରେ ଭାରସାମ୍ୟ ହରାଇ ରାସ୍ତାପାର୍ଶ୍ୱକୁ ଓଲଟି ପଡ଼ଛି ଯାତ୍ରୀବାହୀ ବସ୍‌। ବସ୍‌ଟି ହାଇଦ୍ରାବାଦରୁ ଭବାନୀପାଟଣା ଅଭିମୁଖେ ଯାଉଥିବା ସମୟରେ ଏହି ଦୁର୍ଘଟଣା ଘଟିଥିବା ଜଣାପଡ଼ିଛି। ଏହି ଦୁର୍ଘଟଣାରେ ୧୬...

ଓଲଟିଲା ଯାତ୍ରୀବାହୀ ବସ୍‌: ୧୫ ଆହତ, ୭ ଗୁରୁତର

ରାଇରଙ୍ଗପୁର,୧୦ା୫: ମୟୂରଭଞ୍ଜ ଜିଲା ରାଇରଙ୍ଗପୁର ଅଁଳାଯୋଡ଼ି ଜିଆଲଦା ଗାଁରେ ଭାରସାମ୍ୟ ହରାଇ ଶନିବାର ଏକ ଯାତ୍ରୀବାହୀ ବସ୍‌ ଓଲଟି ପଡ଼ିଛି। ଫଳେରେ ୧୫ ଜଣ ଯାତ୍ରୀ ଆହତ ହୋଇଥିବାବେଳେ ୭ ଜଣ ଗୁରୁତର ଥିବା ଜଣାପଡ଼ିଛି। ସମସ୍ତ ଆହତଙ୍କୁ ରାଇରଙ୍ଗପୁର...

କମ୍ପାନୀରୁ ଶ୍ରମିକଙ୍କୁ ଆଣି ଆସୁଥିବାବେଳେ ଓଲଟିଲା ବସ୍‌: ଜଣେ ମୃତ

ସୁନ୍ଦରଗଡ଼,୨୮ା୪(ଜୟନାରାୟଣ ମେଣ୍ଡୁଳି): ସୁନ୍ଦରଗଡ଼ ଜିଲା ହେମଗିରି ଥାନା ଅନ୍ତର୍ଗତ ଏନ୍‌ଟିପିସି ଡୁଲଙ୍ଗା କୋଇଲା ଖଣି ଭିତରେ ବସ୍‌ ଦୁର୍ଘଟଣା ହୋଇ ଜଣଙ୍କର ମୃତ୍ୟୁ ହୋଇଥିବା ବେଳେ ୨ ଜଣ ଗୁରୁତର ହୋଇଛନ୍ତି। ରବିବାର ରାତିରେ ଏହି ଦୁର୍ଘଟଣା ଘଟିଛି। ଆହତମାନଙ୍କୁ...

ଓଲଟିଲା ବସ୍‌: ଚାପି ହୋଇଗଲେ ଜଣେ, ୩୦ ଆହତ

ସୁନ୍ଦରଗଡ଼,୧୩ା୩(ଜୟ ନାରାୟଣ ମେଣ୍ଡୁଳି): ସୁନ୍ଦରଗଡ଼ ଜିଲା କିଞ୍ଜିରିକେଲାରୁ ମା’ ସମଲେଶ୍ବରୀ ଘରୋଇ ବସ୍‌ ସୁନ୍ଦରଗଡ଼କୁ ଆସୁଥିବା ବେଳେ ଗୁରୁବାର ପୂର୍ବାହ୍ନ ପ୍ରାୟ ସାଢ଼େ ୧୧ଟାରେ ତେଲେନଡ଼ିହିରେ ସାମ୍ନା ପଟୁଆସୁଥିବା ବାଇକ୍‌ ଭାରସାମ୍ୟ ହରାଇ ବସ୍‌ରେ ପିଟି ହେବା ପରେ ବସ୍‌ଟି...

Advertisement
Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri