ଖୋର୍ଦ୍ଧା-ବଲାଙ୍ଗିର NH-୫୭ର ସରିଗଣ୍ଡା ଛକରେ ଓଲଟିଲା ବସ୍: ୧୨ ଯାତ୍ରୀ ଆହତ, ୪ ଗୁରୁତର
ନୂଆଦିଲ୍ଲୀ,୨୫ା୭: ଖୋର୍ଦ୍ଧା-ବଲାଙ୍ଗିର ଜାତୀୟ ରାଜପଥ (NH-୫୭)ର ସରିଗଣ୍ଡା ଛକ ନିକଟରେ ଏକ ଯାତ୍ରୀବାହୀ ବସ୍ ଦୁର୍ଘଟଣାଗ୍ରସ୍ତ ହୋଇଛି। ବସ୍ଟି ଏକ ଟ୍ରକକୁ ଓଭରଟେକ୍ କରିବାକୁ ଚେଷ୍ଟା କରୁଥିବା ବେଳେ ନିୟନ୍ତ୍ରଣ ହରାଇ ରାସ୍ତା ପାର୍ଶ୍ୱରେ ଥିବା ବିଲ ଭିତରକୁ ଯାଇ ଓଲଟି…
ଯାଜପୁର: NH -୧୬ରେ ଓଲଟିଲା ବସ୍; ୨୦ରୁ ଊର୍ଦ୍ଧ୍ବ ଯାତ୍ରୀ ଆହତ
ଧର୍ମଶାଳା,୬ା୭(ଶିବ ପ୍ରସାଦ ମହାନ୍ତି): ଯାଜପୁର ଜିଲାର ୧୬ ନମ୍ବର ଜାତୀୟ ରାଜପଥରେ କୁଆଖିଆ ଥାନା ଅଧୀନ ମୂଳାପାଳ ଛକ ନିକଟରେ ଏକ ଯାତ୍ରୀବାହୀ ବସ୍ ଦୁର୍ଘଟଣାଗ୍ରସ୍ତ ହୋଇଛି। ‘ସ୍ୱସ୍ତି ରଥ’ ନାମକ ଏହି ବସ୍ଟି କଟକରୁ ବରୀ ଅଭିମୁଖେ ଯାଉଥିବା ବେଳେ…
କଳିଙ୍ଗା ଘାଟିରେ ଓଲୋଟିଲା ଖମ୍ବେଶ୍ୱରୀ ବସ୍, ୧୦ ଆହତ
ଭଞ୍ଜନଗର,୧୪ା୩(ବାବୁଲା ପ୍ରଧାନ/ଚିନ୍ମୟ କୁମାର ସେଠୀ): ଗଞ୍ଜାମ କନ୍ଧମାଳ ଜିଲା ସୀମାରେ ଥିବା କଳିଙ୍ଗା ଘାଟିରେ ଶୁକ୍ରବାର ପ୍ରତ୍ୟୁଷରେ ଖମ୍ବେଶ୍ୱରୀ ବସ୍ ଓଲୋଟି ପଡିଛି। ଏଥିରେ ୧୦ ରୁ ଉର୍ଦ୍ଧ୍ବ ଯାତ୍ରୀ ଆହତ ହୋଇଛନ୍ତି। ୩ ଜଣଙ୍କ ଅବସ୍ଥା ଭଲ ନଥିବା ଯୋଗୁଁ…

