ବାତ୍ୟା ‘ଅକ୍ୱାନ’ ପାଇଁ ବଡ଼ ନିଷ୍ପତ୍ତି: ଗଞ୍ଜାମରେ ଆସନ୍ତାକାଲି ଗଡ଼ିବନି ବସ୍ କି ଟ୍ରକ୍
ଛତ୍ରପୁର, ୧୯।୧୧ (ଦିଲ୍ଲୀପ ସାମଲ): ସମ୍ଭାବ୍ୟ ବାତ୍ୟା ‘ଅକ୍ୱାନ’ର ମୁକାବିଲା ଏବଂ ଜନସାଧାରଣଙ୍କ ଧନଜୀବନ ସୁରକ୍ଷାକୁ ଦୃଷ୍ଟିରେ ରଖି ଗଞ୍ଜାମ ଜିଲା ପ୍ରଶାସନ ପକ୍ଷରୁ ବଡ଼ ପଦକ୍ଷେପ ଗ୍ରହଣ କରାଯାଇଛି। ଜିଲ୍ଲାପାଳଙ୍କ ନିର୍ଦ୍ଦେଶକ୍ରମେ ଆସନ୍ତାକାଲି ଅର୍ଥାତ୍ ନଭେମ୍ବର ୨୦ ତାରିଖ (ଶୁକ୍ରବାର)…

