Tag Archives: bus truck accident

ଟ୍ରକ୍‌ ପଛରେ ପିଟିହେଲା ବସ୍‌, ୩୦ରୁ ଊର୍ଦ୍ଧ୍ୱ ଯାତ୍ରୀ ଆହତ

ବାଲେଶ୍ୱର,୧୯ା୭(ବାଞ୍ଛାନିଧି ଦେ): ବାଲେଶ୍ୱର ଜିଲା ୬୦ ନମ୍ବର ଜାତୀୟ ରାଜପଥର ବସ୍ତା ଥାନା ଅନ୍ତର୍ଗତ ଜୁଣବଳଦା ଛକ ନିକଟରେ ଏକ ଟ୍ରକ୍‌ ପଛପଟରେ ଯାତ୍ରୀବାହୀ ବସ୍‌ ଧକ୍କା ଦେବାରୁ ୩୦ରୁ ଊର୍ଦ୍ଧ୍ୱ ଯାତ୍ରୀ ଆହତ ହୋଇଥିବା ଜଣାପଡ଼ିଛି। ସେମାନଙ୍କୁ ଜିଲା ମୁଖ୍ୟ…

ବସ୍‌କୁ ଧକ୍କା ଦେଲା ଟ୍ରକ୍‌,୨୦ରୁ ଊର୍ଦ୍ଧ୍ୱ ଆହତ

ଦେବଗଡ଼,୫ା୫(ଶଶାଙ୍କ ଶେଖର ଝାଙ୍କର): ଏନ୍‌ଏଚ୍‌ ୪୯ ନୂଆଭୂଇଁ ନିକଟରେ ସୋମବାର ଏକ ଯାତ୍ରୀବାହୀ ବସ୍‌ ଦୁର୍ଘଟଣାଗ୍ରସ୍ତ ହୋଇଛି। ଦେବଗଡ଼ରୁ କୁଚିଣ୍ଡା ଯାଉଥିବା ‘ହୋତା’ ନାମକ ଏକ ଯାତ୍ରୀବାହୀ ବସ୍‌କୁ ପଛରୁ ଏକ ଟ୍ରକ୍‌ ଧକ୍କା ଦେଇଥିଲା, ଯେଉଁଥିରେ ୨୩ ଜଣ ଯାତ୍ରୀ…

ଟ୍ରକ୍‌କୁ ପିଟି ଜଳିଗଲା ବସ୍‌: ୩୮ ଜଣଙ୍କ ଜୀବନ ଗଲା, ୯ ଗୁରୁତର

ବ୍ରାସିଲିଆ,୨୨ା୧୨: ଏକ ଯାତ୍ରୀବାହୀ ବସ୍‌ ଟ୍ରକ୍‌କୁ ଧକ୍କା ଦେବା ପରେ ହୁତୁହୁତ ହୋଇ ରାସ୍ତାରେ ଜଳିଯାଇଛି। ଫଳରେ ୩୮ ଜଣଙ୍କ ମୃତ୍ୟୁ ଘଟିଥିବାବେଳେ ୯ ଜଣ ଗୁରୁତର ହୋଇଛନ୍ତି। ବ୍ରାଜିଲର ମିନାସ ଜେରାଇସ ରାଜ୍ୟରେ ଏହି ଭୟଙ୍କର ଦୁର୍ଘଟଣା ଘଟିଛି। ଅଧିକାରୀଙ୍କ…

ବସ୍‌ ସହ କାଠ ବୋଝେଇ ଟ୍ରକ୍‌ର ମୁହାଁମୁହିଁ ଧକ୍କା: ୨୭ ଯାତ୍ରୀ ଆହତ, ଡ୍ରାଇଭର ସଙ୍କଟାପନ୍ନ

ଲକ୍ଷ୍ମୀପୁର,୨ା୧୦: କୋରାପୁଟ ଜିଲା ଲକ୍ଷ୍ମୀପୁର ବ୍ଲକ ଡୁମୁରିପଦର ଛକ ରେଲଓ୍ବେ ଓଭରବ୍ରିଜ୍‌ ନିକଟ ୩୨୬ ନଂ ଜାତୀୟ ରାଜପଥରେ ଘଟିଛି ମର୍ମନ୍ତୁଦ ସଡ଼କ ଦୁର୍ଘଟଣା। ବୁଧବାର ଏମ୍‌ଏସ୍‌ବି ବସ୍‌ ସହ ଏକ କାଠ ବୋଝେଇ ଟ୍ରକ୍‌ର ମୁହାଁମୁହିଁ ଧକ୍କା ହୋଇଥିଲା। ଫଳରେ…

ବସ୍‌କୁ ପିଟିଲା ଟ୍ରକ୍‌, ୫ ଆହତ

ରାଉରକେଲା,୨୧ା୪: ସୁନ୍ଦରଗଡ଼ ଜିଲା ବଣାଇ ଲହୁଣିପଡ଼ା ରଜାମୁଣ୍ଡା ବାଇପାସ୍‌ ନିକଟରେ ରବିବାର ବସ୍‌କୁ ଏକ ଟ୍ରକ୍‌ ପିଟିବାରୁ ୫ ଜଣ ଆହତ ହୋଇଛନ୍ତି। ବସ୍‌ଟି ରାଉରକକେଲାରୁ ବଡ଼ବିଲ ଯାଉଥିଲା। ଏହି ଦୁର୍ଘଟଣାରେ ୨ ଜଣ ଗୁରୁତର ହୋଇଛନ୍ତି। ଉଭୟଙ୍କୁ ରାଉରକେଲା ସ୍ଥାନାନ୍ତର…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?