କୋଲକାତାରୁ ଭୁବନେଶ୍ୱର ଯାଉଥିଲା ବସ୍, ରାସ୍ତାରେ ଫାଟିଲା ଚକା, ଆଉ ତା’ ପରେ… ବାଲେଶ୍ୱର,୨ା୪(ବାଞ୍ଛାନିଧି ଦେ): ବାଲେଶ୍ୱର ୧୬ ନଂ ଜାତୀୟ ରାଜପଥରେ ହଳଦିପଦା ବାଇପାସ୍ ନିକଟରେ ଏକ ବସ୍ ଦୁର୍ଘଟଣାଗ୍ରସ୍ତ ହୋଇଛି। କୋଲକାତାରୁ ସାରା ନାମକ ଏକ ଯାତ୍ରୀବାହୀ ବସ୍ ଭୁବନେଶ୍ୱର ଯାଉଥିଲା। ବୁଧବାର ବିଳମ୍ବିତ ରାତିରେ ଏହି ଦୁର୍ଘଟଣା ଘଟିଥିବାବେଳେ ଜଣେ ଯାତ୍ରୀ…