ବସ୍ର କାଚରେ ଭବିଷ୍ୟବାଣୀ ଲେଖିଥିଲେ ବୈଭବ ସୂର୍ଯ୍ୟବଂଶୀ, ଏବେ ଯିଏ ଦେଖୁଛି ସିଏ କରୁଛି ପ୍ରଶଂସା ନୂଆଦିଲ୍ଲୀ,୨୬।୪: ପ୍ରତିବର୍ଷ, IPL ଆକାଶରେ ନୂତନ ତାରାମାନେ ଉଜ୍ଜ୍ୱଳ ଭାବରେ ଝଲସୁଛନ୍ତି। ତଥାପି, 2026 ସିଜିନ ଜଣେ ଯୁବ ଧୁରନ୍ଧରଙ୍କ ନାମ ଆସିଛି ଯିଏ ପ୍ରତିଷ୍ଠିତ କ୍ରିକେଟ ମାନଦଣ୍ଡକୁ ଭାଙ୍ଗି ଦେଇଛନ୍ତି। ସେହି ନାମ ହେଉଛି ବୈଭବ ସୂର୍ଯ୍ୟବଂଶୀ। ବିହାର ମାଟିରୁ…