Tag Archives: bus

ଗଛରେ ପିଟିହେଲା ବସ୍‌, ୭ ଗୁରୁତର

ଜଳେଶ୍ୱର,୨୯ା୭: ବାଲେଶ୍ୱର ଜିଲା ବାଲିଆପାଳ-ବସ୍ତା ରାସ୍ତାର କୁଟୁରା ଛକ ନିକଟରେ ସୋମବାର ସକାଳେ ଏକ ଦୁର୍ଘଟଣା ଘଟିଛି। ଏକ ଯାତ୍ରୀବାହୀ ଭାରସାମ୍ୟ ହରାଇ ଗଛରେ ପିଟି ହୋଇଯିବାରୁ ବସ୍‌ ଡ୍ରାଇଭରଙ୍କ ସମେତ ୭ ଜଣ ଗୁରୁତର ହୋଇଛନ୍ତି। ସମସ୍ତଙ୍କୁ ବସ୍ତା ମେଡିକାଲରେ…

‘ମୁଖ୍ୟମନ୍ତ୍ରୀ ବସ୍‌’ ଯୋଜନାରୁ ବଞ୍ଚିତ ଦୁଇ ପଞ୍ଚାୟତବାସୀ

ତୁମୁଡ଼ିବନ୍ଧ,୨୭ା୭(ଦୀପକ କୁମାର ପରସେଠ): ସରକାର ଗ୍ରାମାଞ୍ଚଳରେ ରହୁଥିବା ଲୋକଙ୍କ ଗମନାଗମନ ସୁବିଧା ପାଇଁ ମୁଖ୍ୟମନ୍ତ୍ରୀ ବସ୍‌(ପୂର୍ବରୁ ଲକ୍ଷ୍ମୀ ବସ୍‌) ଯୋଜନା ଆରମ୍ଭ କରିଛନ୍ତି। ଯାହାଫଳରେ ଗ୍ରାମାଞ୍ଚଳର ସବୁକିଛି ବିକାଶ ହୋଇପାରିବ। ହେଲେ ଏହି ମୁଖ୍ୟମନ୍ତ୍ରୀ ବସ୍‌ ସେବା ଯୋଜନାରୁ ଦୁଇ ପଞ୍ଚାୟତବାସୀ…

ଭାସିଗଲା ୨ ବସ୍‌, ୬୩ ନିଖୋଜ

କାଠମାଣ୍ଡୁ,୧୨ା୭: ଶୁକ୍ରବାର ସକାଳେ ନେପାଳର ମଦନ-ଆଶ୍ରିତ ରାଜପଥରେ ଭୂସ୍ଖଳନ ହେବାରୁ ୨ଟି ବସ୍‌ ଭାସି ଯାଇଥିବା ବେଳେ ୬୩ଜଣ ନିଖୋଜ ଅଛନ୍ତି। ବସ୍‌ ଦୁଇଟି ଲୋକଙ୍କୁ ନେଇ ଯାଉଥିବା ବେଳେ ତ୍ରିଶୂଳୀ ନଦୀରେ ଭାସି ଯାଇଛି। ଏହି ଅଞ୍ଚଳରେ ପ୍ରବଳ ବର୍ଷା…

ମଝି ରାସ୍ତାରେ ଜଳିଗଲା ସରକାରୀ ବସ୍‌, ଭିତରେ ଥିଲେ ଯାତ୍ରୀ

ବେଙ୍ଗାଲୁରୁ,୦୯।୭: ବେଙ୍ଗାଲୁରୁ ସହରର ଏକ ଜନ ଗହଳି ପୂର୍ଣ୍ଣ ରାସ୍ତାରେ ଯାତ୍ରୀଙ୍କୁ ନେଇ ଯାଉଥିବା ଗୋଟିଏ ସରକାରୀ ବସ୍‌ ଜଳି ଯାଇଥିବା ଖବର ମିଳିଛି । ଆଜି ସକାଳ ସମୟରେ ଚାଳକ ଗାଡ଼ି ଷ୍ଟାର୍ଟ କରୁଥିବା ସମୟରେ ବସ୍‌ର ଇଞ୍ଜିନ୍‌ରେ ନିଆଁ…

ଭୁବନେଶ଼୍ବରରୁ ଜବତ ହେଲା ୪ କେଜି ସୁନା, ବସ୍‌ରେ ଯାଉଥିଲା…

ଭୁବନେଶ଼୍ବର ୭।୭: ରାଜଧାନୀ ଭୁବନେଶ଼୍ବରରୁ ଜବତ ହେଲା ୩ କୋଟି ଟଙ୍କାର ସୁନା । ଚୋରା ଚାଲାଣ ହେଉଥିବା ବେଳେ ଏହି ସୁନାକୁ ଜବତ କରିଛି ରାଜସ଼୍ବ ଗୋଇନ୍ଦା ନିର୍ଦ୍ଦେଶାଳୟ । ବିଶେଷ ସୂତ୍ରରୁ ଖବର ପାଇ ରାଜସ଼୍ବ ବିଭାଗ ଏହି…

ତୀର୍ଥ ଯାତ୍ରା ସାରି ବସ୍‌ରେ ଫେରୁଥିଲେ, ହଠାତ୍‌ ହୋଇଗଲା ବ୍ରେକ୍‌ ଫେଲ୍‌, ତାପରେ…

ନୂଆଦିଲ୍ଲୀ, ୦୩।୦୭: ଅମରନାଥ ଯାତ୍ରାରୁ ଫେରୁଥିବା ଏକ ବସ୍‌ର ବ୍ରେକ୍‌ ଫେଲ୍‌ ହୋଇଯିବାରୁ ସେଥିରେ ଯାତ୍ରା କରୁଥିବା ୪୪ ଯାତ୍ରୀଙ୍କ ଜୀବନ ବିପଦରେ ପଡ଼ିଥିଲା । ଏହି ସମୟରେ ଦେବଦୂତ ସାଜିଥିଲେ ସେନା ଯବାନ । ଭାରତୀୟ ସେନା ଏବଂ ଜମ୍ମୁ-କଶ୍ମୀର…

ସମସ୍ୟାର ହେଲା ସମାଧାନ: ଯାତ୍ରୀଙ୍କ ସ୍ବାର୍ଥ ରକ୍ଷା ପାଇଁ ମୁଖ୍ୟମନ୍ତ୍ରୀଙ୍କ ପରାମର୍ଶ

ଭୁବନେଶ୍ୱର,୧୫ା୬(ଅସମାପିକା ସାହୁ): ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝିଙ୍କ ନିର୍ଦ୍ଦେଶ କ୍ରମେ କୋରାପୁଟ ଜିଲା ପ୍ରଶାସନ, ଜିଲାର ବସ୍‌ ମାଲିକ ସଂଘ ଓ କର୍ମଚାରୀ ସଂଘ ସହ ଆଲୋଚନା କରିଛନ୍ତି। ଉଭୟ ସଂଘ ମଧ୍ୟରେ ଉପୁଜିଥିବା ବିବାଦ ଯୋଗୁ ଜିଲାରେ ବସ୍‌ ଚଳାଚଳରେ…

ବସ୍‌ଷ୍ଟାଣ୍ଡରେ ଜଳିଗଲା ୪ ବସ୍‌

ବିଷମକଟକ,୧ା୬(ବିଭୂତି ଭୂଷଣ ନାୟକ): ରାୟଗଡ଼ା ଜିଲା ବିଷମକଟକ ବ୍ଲକର ବିଜୁ ପଟ୍ଟନାୟକ ବସ୍‌ଷ୍ଟାଣ୍ଡରେ ଜଣେ ମାଲିକଙ୍କର ୬ଟି ବସ୍‌ ରହିଥିଲା। ସେଥିରୁ ୪ଟି ବସ୍‌ ଜଳି ପାଉଁଶ ହୋଇଯାଇଛି। ଅଗ୍ନିକାଣ୍ଡର କାରଣ ଅସ୍ପଷ୍ଟ ଥିବା ବେଳେ ଘଟଣାସ୍ଥଳରେ ଦମକଳ ବାହିନୀ ପହଞ୍ଚିଥିଲେ…

ଓଲଟିଲା ପୋଲିଂ ପାର୍ଟି ବସ୍‌

ଚିକିଟି,୧୧ା୫: ନିର୍ବାଚନ ଡ୍ୟୁଟିକୁ ଶନିବାର ଯାଉଥିବା ବେଳେ ଗଞ୍ଜାମ ଜିଲା ଚିକିଟି ବ୍ଲକ ପିତାତଳି ନିକଟରେ ଏକ ପୋଲିଂ ପାର୍ଟି ବସ୍‌ ଭାରସାମ୍ୟ ହରାଇ ଓଲଟି ପଡ଼ିଛି। ଫଳରେ ଦୁଇଜଣ ଆହତ ହୋଇଛନ୍ତି। ସୂଚନାଯୋଗ୍ୟ, ଓଡ଼ିଶାର ପ୍ରଥମ ପର୍ଯ୍ୟାୟ ମତଦାନ ମେ’…

ଯାତ୍ରୀବାହୀ ବସ୍‌ରେ ଲାଗିଲା ନିଆଁ

ନୂଆଦିଲ୍ଲୀ,୧୫ା୧୧: ଦିଲ୍ଲୀ ନିକଟ ଯମୁନା ଏକ୍ସପ୍ରେସ୍‌ଓ୍ବେରେ ବୁଧବାର ସନ୍ଧ୍ୟାରେ ଏକ ଯାତ୍ରୀବାହୀ ବସ୍‌ରେ ନିଆଁ ଲାଗିଯାଇଛି। ନୋଏଡାର ସେକ୍ଟର ୯୬ରେ ବସ୍‌ରେ ନିଆଁ ଲାଗିଯାଇଥିଲା। ଲୋକମାନେ ନିଜକୁ ବଞ୍ଚାଇବା ପାଇଁ ବସ୍‌ରୁ ଡେଇଁବାକୁ ବାଧ୍ୟ ହୋଇଥିଲେ। ଅଗ୍ନିଶମ କର୍ମଚାରୀମାନେ ତୁରନ୍ତ ଘଟଣାସ୍ଥଳରେ ପହଞ୍ଚି…

ଗୋଟିଏ ପରେ ଗୋଟିଏ ଗାଡ଼ି ଉପରେ ମାଡ଼ିଗଲା ବସ୍‌, ଭିଡିଓ ଦେଖିଲେ ଲୋମ ଟାଙ୍କୁରି ଉଠିବ

ନୂଆଦିଲ୍ଲୀ,୪ା୧୧: ଦ୍ରୁତଗତିରେ ଆସୁଥିବା ଦିଲ୍ଲୀ ପରିବହନ ନିଗମ (ଡିଟିସି) ବସ୍‌ ନିୟନ୍ତ୍ରଣ ହରାଇ ଶନିବାର ରୋହିନୀ ଅଞ୍ଚଳରେ ରାସ୍ତାରେ ଯାଉଥିବା ଅନ୍ୟ ଗାଡ଼ିଗୁଡ଼ିକ ଉପରେ ମାଡ଼ି ଯାଇଥିଲା। ଫଳରେ ଜଣଙ୍କର ମୃତ୍ୟୁ ଘଟିଛି। ଅନେକ ଆହତ ଲୋକ ହୋଇଛନ୍ତି। ସିସିଟିଭି ଫୁଟେଜ୍‌ରେ…

ବିଲ ଭିତରକୁ ପଶିଗଲା ବସ୍‌, ୧୪ ଆହତ

ଡୁଙ୍ଗୁରିପାଲି,୩୦ା୧୦: ସୋମବାର ସକାଳେ ଏକ ବସ୍‌ର ଚକା ଫାଟି ଯିବାରୁ ଏହା ବିଲ ଭିତରକୁ ପଶିଯାଇଛି। ଫଳରେ ଏହି ଦୁର୍ଘଟଣାରେ ୧୪ ଜଣ ଯାତ୍ରୀ ଆହତ ହୋଇଛନ୍ତି। ସୁବର୍ଣ୍ଣପୁର ଜିଲା ଡୁଙ୍ଗୁରିପାଲି ଥାନା ଅନ୍ତର୍ଗତ କୁଶାମାଲ ନିକଟରେ ଏହି ଦୁର୍ଘଟଣା ଘଟିଛି।…

Advertisement
Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri