ଗଞ୍ଜାମ,୨୩ା୧୦(ବିଦ୍ୟାଧର ସାହୁ): ଗଞ୍ଜାମ ଏନ୍ଏସି ଅନ୍ତର୍ଗତ ତ୍ରିବେଣୀ ମଠ ଛକଠାରୁ ପୁଇଁତୋଳା ଗ୍ରାମକୁ ସଂଯୋଗ ରାସ୍ତା ବିପର୍ଯ୍ୟସ୍ତ ହୋଇପଡ଼ିଥିବା ଦେଖିବାକୁ ମିଳିଛି। ରାସ୍ତାର ଉଭୟ ରାସ୍ତା ପାର୍ଶ୍ୱ…