Tag Archives: Business Eminence Awards

ପାରିବାରିକ ବ୍ୟବସାୟକୁ ଆଗକୁ ନେବା ଭାଗ୍ୟର କଥା

ଓଡ଼ିଶାର ଘରେ ଘରେ ପରିଚିତ ସାଲେପୁରସ୍ଥିତ ବିକଳାନନ୍ଦ କରଙ୍କ ରସଗୋଲା। ଦିନେ ଏକ ବରଗଛ ତଳେ ରସଗୋଲା ଓ ବରା ଡାଲମା ବିକୁଥଲେ ବିକଳାନନ୍ଦ। ମେଳା ମହୋତ୍ସବ ହେଲେ ସେ ସେଠାରେ ପହଞ୍ଚତ୍ୟାଉଥିଲେ। ଗ୍ରାହକଙ୍କୁ ଆକୃଷ୍ଟ କରିବା କଳା ତାଙ୍କୁ ବେଶ୍‌…

ବ୍ୟବସାୟରେ ରାତାରାତି ସଫଳତା ନାହିଁ

ରାଜ୍ୟର ଅଗ୍ରଣୀ ଧୂପକାଠି ଉପତ୍ାଦନକାରୀ ସଂସ୍ଥା ସୋମେନ ଅଗରବତି। ଏହାର ପ୍ରୋପାଇଟର ପ୍ରହଲ୍ଲାଦ ପଲାଇ ଦିନେ ଘରର ଆର୍ଥିକ ସ୍ଥିତି ସୁଧାରିବାକୁ ଆରମ୍ଭ କରିଥିଲେ ଧୂପକାଠି ବ୍ୟବସାୟ। ପ୍ରଥମେ ମେନେକା ଅଗରବତି ଓ ପରେ ସୋମେନ ଅଗରବତି ନାମରେ ବ୍ୟବସାୟ କରି…

ଓଡ଼ିଶା ବଜାର ସମ୍ଭାବନାରେ ପରିପୂର୍ଣ୍ଣ

ଫର୍ନିଚର ମାନୁଫାକ୍ଚରିଂ କ୍ଷେତ୍ରରେ ପ୍ରତିଷ୍ଠା ଅର୍ଜିଥିବା ବ୍ୟକ୍ତିତ୍ୱ ଜଣକ ହେଲେ ଦେବାଶିଷ ପଟ୍ଟନାୟକ। ପ୍ରଥମେ ଏୟାରକ୍ରାଫ୍ଟ ଇଞ୍ଜିନିୟର ଭାବେ ବୃତ୍ତିଗତ ଜୀବନ ଆରମ୍ଭ କରିଥିଲେ। ମାତ୍ର କାଠ ଏବଂ ମଡ୍ୟୁଲାର ଫର୍ନିଚର ପ୍ରତି ତାଙ୍କର ଖୁବ୍‌ ଆଗ୍ରହ ରହୁଥିଲା। ୟୁରୋପର ବିଭିନ୍ନ…

ନିଜ ଉପରେ ବିଶ୍ୱାସ ହିଁ ସଫଳତାର ଚାବିକାଠି

ପୁରୀ ଜିଲା ନିମାପଡ଼ା ବ୍ଲକ୍‌ ଗଡ଼ ଅମରପ୍ରସାଦ ଭଳି ଏକ ଛୋଟ ଗାଁରେ ଡିଅନ୍‌ ଗ୍ରୁପର ପ୍ରତିଷ୍ଠାତା ତଥା ନିର୍ଦ୍ଦେଶକ ଇଂ ମନୋଜ କୁମାର ସାହୁଙ୍କ ଜନ୍ମ। ଏକ ମଧ୍ୟବିତ୍ତ ପରିବାରରେ ଜନ୍ମ ହୋଇଥିବା ମନୋଜ କିନ୍ତୁ ବ୍ୟବସାୟରେ ଭବିଷ୍ୟତ ଗଢ଼ିବାର…

ବ୍ୟବସାୟକୁ ସେବା ଭାବୁଥିବାରୁ ସବୁ ସୁରୁଖୁରୁରେ ଚାଲେ

ଜଳବାୟୁ ପରିବର୍ତ୍ତନ ସହ ଅସନ୍ତୁଳିତ ଜୀବନଶୈଳୀ ସ୍ବାସ୍ଥ୍ୟ ସମସ୍ୟା ସୃଷ୍ଟି କରୁଛି। ଏହି ସମସ୍ୟା ଦିନକୁ ଦିନ ବଢ଼ିଚାଲିଥିବାବେଳେ ଲୋକଙ୍କୁ ଉନ୍ନତ ସ୍ବାସ୍ଥ୍ୟସେବା ଯୋଗାଇ ଦେବା ନିମନ୍ତେ ଅନେକ ଭିତ୍ତିଭୂମି ସୁଦୃଢ଼ ହେବା ସହ ବ୍ୟାପକ ହେବାରେ ଲାଗିଛି। ଏଭଳି ସ୍ଥଳେ…

ଗ୍ରାହକ ସନ୍ତୁଷ୍ଟିକୁ ଗୁରୁତ୍ୱ

ଉଚ୍ଚଶିକ୍ଷିତ ସାଙ୍ଗକୁ ବ୍ୟବସାୟିକ ବାତାବରଣ ମଧ୍ୟରେ ଜୀବନ ଅତିବାହିତ କରିଥିବାବେଳେ ରେଭେନ୍‌ଶା ମହାବିଦ୍ୟାଳୟ (ବର୍ତ୍ତମାନର ବିଶ୍ୱବିଦ୍ୟାଳୟ)ରୁ ବାଣିଜ୍ୟରେ ସ୍ନାତକ ଏବଂ ସିମ୍ବୋସିସ୍‌ ପୁନେରୁ ସେ ଏମ୍‌ବିଏରେ ମ୍ୟାନେଜମେଣ୍ଟ ଶିକ୍ଷା ଶେଷ କରିଛନ୍ତି। ଏପରିକି ପାରିବାରିକ ବ୍ୟବସାୟ ଓ ପରିବାରର ଆବଶ୍ୟକତାକୁ ଆଖି…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?