Tag Archives: Business News

Instagram Scam: ପୋଷ୍ଟ ଲାଇକ୍‌ କରିବା ମାତ୍ରେ ଖାଲି ହୋଇଯିବ ଆକାଉଣ୍ଟ, ଠକେଇରୁ ରକ୍ଷା ପାଇବାର ଉପାୟ ଜାଣନ୍ତୁ…

ନୂଆଦିଲ୍ଲୀ,୧୦।୧: ବର୍ଷ ୨୦୨୪ ଆରମ୍ଭ ହେବା ସହ ଅନ୍‌ଲାଇନ୍‌ ଠକେଇର ନୂଆ ନୂଆ ମାମଲା ସାମ୍ନାକୁ ଆସୁଛି। ସାଇବର ଠକମାନେ ଇମେଲ ଲିଙ୍କ ନଚେତ ଅସୁବିଧାରେ ପଡ଼ିଥିବା ବନ୍ଧୁଙ୍କୁ ଅସମୟରେ ସହାୟତା ନାମରେ ଟଙ୍କା ମାଗୁଛନ୍ତି। ଠକେଇର ଏସବୁ ନୂଆ...

ଏବେ ପୋଷ୍ଟ ଅଫିସ ଜରିଆରେ ବି ବଦଳାଇପାରିବେ ୨୦୦୦ ଟଙ୍କିଆ ନୋଟ୍‌, ଆର୍‌ବିଆଇ କଲା ଘୋଷଣା…

ନୂଆଦିଲ୍ଲୀ,୬।୧: ୨୦୦୦ ଟଙ୍କିଆ ନୋଟ୍‌ ବଦଳାଇବା ନେଇ ନୂଆ ଘୋଷଣା କରିଛି ଆର୍‌ବିଆଇ। ଏବେ ବ୍ୟାଙ୍କ ବ୍ୟତିତ ଗ୍ରାହକମାନେ ପୋଷ୍ଟଅଫିସ ଜରିଆରେ ଏହି ନୋଟ ବଦଳାଇପାରିବେ। ଏହାକୁ ନେଇ କିଛି ନିର୍ଦ୍ଦେଶନାମା ମାନିବାକୁ ପଡ଼ିବ। ପ୍ରଥମେ ଅନଲାଇନ୍‌ରେ ଉପଲବ୍ଧ ହେଉଥିବା...

UPI ID: ନୂଆ ବର୍ଷରେ ବନ୍ଦ ହୋଇଯାଇପାରେ ଆପଣଙ୍କ ୟୁପିଆଇ ଆଇଡି, ଡିସେମ୍ବର ୩୧ ସୁଦ୍ଧା କରିନିଅନ୍ତୁ ଏହି କାମ

ନୂଆଦିଲ୍ଲୀ,୨୦।୧୨: ନୂଆବର୍ଷ ଅର୍ଥାତ ୧ ଜାନୁୟାରୀ ୨୦୨୪ରୁ ବ୍ୟବହାର ହୋଇ ନ ଥିବା ୟୁପିଆଇ ଆଇଡି ବନ୍ଦ ହୋଇଯିବ। ଯଦି ଗୁଗୁଲ ପେ’, ପେ’ଟିଏମ୍‌ ଏବଂ ଫୋନ୍‌ ପେ’ ଭଳି ପେମେଣ୍ଟ ଆପ୍‌ରେ ୟୁପିଆଇ ଆଇଡି ବ୍ୟବହାର କରୁଛନ୍ତି, ହେଲେ...

ଏବେ ବିକ୍ରି ହେବାକୁ ଯାଉଛି ସାହାରା ହସ୍ପିଟାଲ, ଜାଣନ୍ତୁ କିଏ ହେବ…

ନୂଆଦିଲ୍ଲୀ,୮।୧୨: ସାହାରା ଗ୍ରୁପ୍‌ ମାଲିକଙ୍କର ନଭେମ୍ବରରେ ମୃତ୍ୟୁ ଘଟିଛି। ‘ସାହାରା ଶ୍ରୀ’ ନିଜର ଜୀବନକାଳ ମଧ୍ୟରେ ଜିରୋରୁ ହିରୋ ହେବାର ଯାତ୍ରା ନିରୂପଣ କରିଥିଲେ। ହେଲେ ଯେଉଁ ଗ୍ରୁପ୍‌କୁ ସେ ନିଜ ଆଖି ସମ୍ମୁଖରେ ଶୀଖରରେ ପହଞ୍ଚାଇଥିଲେ ସେ ଧରାଶାୟୀ...

ସାହାରା ରିଫଣ୍ଡ ଲାଗି ଆସିଛି କି ଏଭଳି ମେସେଜ? ନୂଆ ପୋର୍ଟାଲରେ ଏଭଳି କରନ୍ତୁ ପୁନଃ ଆବେଦନ…

ନୂଆଦିଲ୍ଲୀ,୭।୧୨:ସାହାରା ଇଣ୍ଡିଆରେ ରଖିଥିବା ଟଙ୍କା ଫେରିପାଇବାକୁ କେନ୍ଦ୍ର ସରକାରଙ୍କ ପକ୍ଷରୁ ଅଗଷ୍ଟ ୪ରେ ‘ସାହାରା ଇଣ୍ଡିଆ ରିଫଣ୍ଡ ପୋର୍ଟାଲ’ ଲଞ୍ଚ କରାଯାଇଥିଲା। ଯଦି କାହା ଟଙ୍କା ଫସି ରହିଛି ସେ ଏହି ପୋର୍ଟାଲ ଜରିଆରେ ଆବେଦନ କରିପାରିବେ। ହେଲେ ନିକଟରେ...

ଏଲ୍‌ଆଇସିର ନୂତନ ଉତ୍ପାଦ ‘ଜୀବନ ଉତ୍ସବ’: ଆଜୀବନ ଗ୍ୟାରେଣ୍ଟିଯୁକ୍ତ ଆୟ ସହ ମିଳିବ…

ନୂଆଦିଲ୍ଲୀ,୧।୧୨: ଭାରତୀୟ ଜୀବନ ବୀମା ନିଗମ(ଏଲ୍‌ଆଇସି)ର ନୂତନ ଉତ୍ପାଦ ‘ଜୀବନ ଉତ୍ସବ’ ନିକଟରେ ସର୍ବଭାରତୀୟ ଉନ୍ମୋଚନ ସହ ବଜାର ପ୍ରବେଶ ହୋଇଯାଇଛି। ଏହି ପରିପ୍ରେକ୍ଷୀରେ ନିଗମର ପାଟନା ଡିଭିଜନ ପକ୍ଷରୁ ଏକ ସ୍ବତନ୍ତ୍ର ଲୋର୍କାପଣ ଉତ୍ସବ ସହ ଏକ ଖବରଦାତା...

ଆସନ୍ତା ବିବାହ ଋତୁରେ ୪.୭୪ ଲକ୍ଷ କୋଟିର କାରବାର ଆକଳନ

ଭୁବନେଶ୍ୱର, ୨୩।୧୧ (ଅଭୟ ଦାଶ): ଚଳିତ ବର୍ଷର ବିବାହ ଋତୁ ବେଶ୍‌ ଜାକଜମକରେ ହେବ ବୋଲି ଚର୍ଚ୍ଚା ହେଉଛି। କାରଣ ଆସନ୍ତା (ବିବାହ ଋତୁ) ୧୧ଦିନରେ ମୋଟ ୩୮ ଲକ୍ଷ ବାହାଘର ହେବ ବୋଲି କନ୍‌ଫେଡେରେଶନ ଅଫ୍‌ ଅଲ ଇଣ୍ଡିଆ...

ଗୌତମ ସିଙ୍ଘାନିଆଙ୍କୁ ଛାଡ଼ପତ୍ର ନେଇ ଘୋଷଣା କରିବା ପଡ଼ିଲା ମହଙ୍ଗା, ୧୫୦୦ କୋଟି କ୍ଷତି ସହିଲା ରେମଣ୍ଡ କମ୍ପାନୀ

ନୂଆଦିଲ୍ଲୀ,୨୨।୧୧: ରେମଣ୍ଡ କମ୍ପାନୀ ଚେୟାରମ୍ୟାନ ଗୌତମ ସିଙ୍ଘାନିଆ ଏବଂ ତାଙ୍କ ପତ୍ନୀ ନଓ୍ବାଜ ମୋଦି ସିଙ୍ଘାନିଆଙ୍କ ଛାଡ଼ପତ୍ର ଖବର ଏବେ କମ୍ପାନୀ ପାଇଁ ମହଙ୍ଗା ସାବ୍ୟସ୍ତ ହୋଇଛି। କାରଣ ଏନେଇ ଗୌତମ ଘୋଷଣା କରିବା ଦିନଠାରୁ ଏଯାବତ ତାଙ୍କର ୧୫୦୦...

ଦୀର୍ଘ ୩୨ ବର୍ଷର ବୈବାହିକ ଜୀବନ ପରେ ସ୍ତ୍ରୀଙ୍କଠାରୁ ଅଲଗା ହେଲେ ରେମଣ୍ଡ ଗ୍ରୁପ୍‌ ଚେୟାରମ୍ୟାନ୍‌; ଚମକାଇଲା ନିଷ୍ପତ୍ତି

ନୂଆଦିଲ୍ଲୀ,୧୪।୧୧: ଦୀର୍ଘ ୩୨ ବର୍ଷର ବୈବାହିକ ଜୀବନ ପରେ ପ୍ରତିଷ୍ଠିତ ରେମଣ୍ଡ ଗ୍ରୁପ୍‌ର ଚେୟାରମ୍ୟାନ୍‌ ଗୌତମ ସିଙ୍ଘାନିଆ ପତ୍ନୀ ନଓ୍ବାଜ ମୋଦି ସିଙ୍ଘାନିଆଙ୍କ ଠାରୁ ଅଲଗା ହୋଇଛନ୍ତି। ଏନେଇ ସେ ଘୋଷଣା କରିବା ପରେ ଦୁହେଁ ଚର୍ଚ୍ଚାର ପରିସରକୁ ଆସିଛନ୍ତି।...

ଚାକିରି ଛାଡ଼ି ଘର ବିକିଥିଲେ, ଏବେ ଲୋକେ କହୁଛନ୍ତି ‘ସମୋସା କିଙ୍ଗ’; ବର୍ଷକୁ କରୁଛନ୍ତି ୪୫ କୋଟି ରୋଜଗାର…

ଚାକିରି ଛାଡ଼ି ବ୍ୟବସାୟ କରିବା ସହଜ ନୁହେଁ। ପ୍ରାୟତଃ ଲୋକଙ୍କୁ ଏଥିରେ ସଫଳ ହେବା ଲାଗି ଅନେକ କଷ୍ଟକର ସ୍ଥିତି ଦେଇ ଗତି କରିବାକୁ ପଡେ। ଠିକ୍‌ ସେମିତି କିଛି ବେଙ୍ଗାଲୁରୁର ଦମ୍ପତି ନିଧି ଏବଂ ଶିଖର ବୀର ସିଂହଙ୍କ...

Ultraviolette F୯୯: ଭାରତର ପ୍ରଥମ ଇଲେକ୍ଟ୍ରିକ୍‌ ରେସିଂ ବାଇକ୍‌; ୨୬୫ କିମି ପ୍ରତିଘଣ୍ଟା ବେଗରେ…

ନୂଆଦିଲ୍ଲୀ,୧୨।୧୧: ଭାରତରେ ଇଲେକ୍ଟ୍ରିକ ଦୁଇ ଚକିଆ ଯାନ ବିଷୟରେ କଥା ହେଲେ ପ୍ରାୟତଃ ଇଲେକ୍ଟ୍ରିକ ସ୍କୁଟର ଦେଖିବାକୁ ମିଳେ। ଇଭି କମ୍ପାନୀଗୁଡିକ ମଧ୍ୟ ଏହାର ବାଇକ୍‌ ଉପରେ ଦ୍ରୁତ ଗତିରେ କାର୍ଯ୍ୟ କରୁଛନ୍ତି, କିନ୍ତୁ ଇ-ସ୍କୁଟର ତୁଳନାରେ ତାହା କମ।...

ଜିଓ ଆଣିଲା ଜବରଦସ୍ତ ଚଷମା, ମୋବାଇଲ ସ୍କ୍ରିନ୍‌କୁ କରିଦେବ ହାଇଟେକ୍‌ ଥିଏଟର

ନୂଆଦିଲ୍ଲୀ,୧୧।୧୧: ଭାରତର ଶ୍ରେଷ୍ଠ ଟେଲିକମ୍‌ କମ୍ପାନୀ ଜିଓ ଏଆର୍‌-ଭିଆର୍‌ ସପୋର୍ଟ ଥିବା ମିକ୍ସଡ୍‌ ରିଆଲିଟି ହେଡସେଟ୍‌ ଜିଓ ଚଷମା ବଜାରକୁ ଆଣିଛି। ଏହାକୁ ଇଣ୍ଡିଆ ମୋବାଇଲ କଂଗ୍ରେସ ୨୦୨୩ରେ ପ୍ରଦର୍ଶନ କରାଯାଇଥିଲା। ଏହି ହାଇଟେକ୍‌ ଚଷମାର ଏକାଧିକ ସ୍ବତନ୍ତ୍ରତା ରହିଛି।...

Advertisement
Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri