Tag Archives: Business News

ହିରୋ ମୋଟୋକୋର୍ପ ଅଧ୍ୟକ୍ଷ ପଓ୍ବନ ମୁଞ୍ଜାଲଙ୍କ ୨୪.୯୫ କୋଟିର ସମ୍ପତ୍ତି ଆଟାଚ୍‌ କଲା ଇଡି

ନୂଆଦିଲ୍ଲୀ,୧୦।୧୧: ମନି ଲଣ୍ଡରିଂ ଘଟଣାରେ ତଦନ୍ତର ଅଂଶ ଭାବେ ଏନଫୋର୍ସମେଣ୍ଟ ନିର୍ଦ୍ଦେଶାଳୟ(ଇଡି) ହିରୋ ମୋଟୋକର୍ପ ଲିମିଟେଡ୍‌ର କାର୍ଯ୍ୟନିର୍ବାହୀ ଅଧ୍ୟକ୍ଷ ପଓ୍ବନ କାଣ୍ଟ ମୁଞ୍ଜାଲଙ୍କ ୨୪.୯୫ କୋଟି ଟଙ୍କା ମୂଲ୍ୟର ତିନୋଟି ଅସ୍ଥାବର ସମ୍ପତ୍ତିକୁ ଆଟାଚ୍‌ କରିଛି। ଏନେଇ ଶୁକ୍ରବାର ସରକାରୀ ଏଜେନ୍ସି…

ପୂର୍ବତନ ମିସ୍‌ ଇଣ୍ଡିଆଙ୍କ ହାତ ଧରିଲେ କୋଟିପତି ବ୍ୟାଙ୍କର ଉଦୟ କୋଟାକଙ୍କ ପୁଅ ଜୟ, ଭବ୍ୟ ସମାରୋହରେ…

ନୂଆଦିଲ୍ଲୀ,୧୦।୧୧: ବିବାହ ବନ୍ଧନରେ ଆବଦ୍ଧ ହୋଇଛନ୍ତି କୋଟିପତି ବ୍ୟାଙ୍କର୍‌ ଉଦୟ କୋଟାକ୍‌ଙ୍କ ପୁଅ ଜୟ କୋଟାକ। ମଙ୍ଗଳବାର ଜିଓ କନ୍‌ଭେନ୍‌ଶନ ସେଣ୍ଟରରେ ଆୟୋଜିତ ଭବ୍ୟ ସମାରୋହରେ ପୂର୍ବତନ ମିସ୍‌ ଇଣ୍ଡିଆ ଅଦିତି ଆର଼୍ୟାଙ୍କ ହାତ ଧରିଛନ୍ତି ସେ। ଏହାପରେ ଉଦୟପୁରରେ ବିବାହର…

‘ଫେଷ୍ଟିଭ୍‌ ସିଜନ୍‌ ସେଲ୍‌’ ଆରମ୍ଭ କଲା Vistara; ୧,୯୯୯ ଟଙ୍କାରେ କରନ୍ତୁ ବିମାନ ଯାତ୍ରା…

ନୂଆଦିଲ୍ଲୀ,୮।୧୧: ପ୍ରମୁଖ ବିମାନ କମ୍ପାନୀ ‘ବିସ୍ତାରା’ ପାର୍ବଣ ଋତୁକୁ ଆଖି ଆଗରେ ରଖି ଏକ ସ୍ବତନ୍ତ୍ର ‘ସେଲ୍‌’ ଆରମ୍ଭ କରିଛି। ଏହାର ଲାଭ ଉଠାଇ ଯେକେହି ନିଜର ଆଗାମୀ ବିମାନ ଯାତ୍ରା ଲାଗି ଏବେଠାରୁ ଶସ୍ତାରେ ଟିକେଟ କିଣିପାରିବେ। ବିମାନ କମ୍ପାନୀ…

ଟିସିଏସ୍‌-ଇନ୍‌ଫୋସିସ୍‌ ପରେ କର୍ମଚାରୀଙ୍କୁ ଅଫିସ ଡାକିଲା ଓ୍ବିପ୍ରୋ, ନ ଆସିଲେ କାର୍ଯ୍ୟାନୁଷ୍ଠାନ

ନୂଆଦିଲ୍ଲୀ,୭।୧୧: ଭାରତର ଶୀର୍ଷ ସଫ୍ଟଓ୍ବେର କମ୍ପାନୀ ମଧ୍ୟରେ ଗଣା ‘ଓ୍ବିପ୍ରୋ’ ଏହାର କର୍ମଚାରୀଙ୍କ ଲାଗି ହାଇବ୍ରିଡ୍‌ ଓ୍ବାର୍କ ପଲିସି ଆରମ୍ଭ କରିଛି। ଏହି ନୂଆ ନିୟମ ଅନୁଯାୟୀ କମ୍ପାନୀର କର୍ମଚାରୀଙ୍କୁ ପ୍ରତି ସପ୍ତାହରେ ଅତିକମ୍‌ରେ ୩ ଦିନ ଅଫିସରୁ କାମ କରିବାକୁ…

Advertisement
Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri