Tag Archives: Business

ଏବେ ଗୋଟିଏ ବ୍ୟାଙ୍କ ଆକାଉଣ୍ଟରେ ଯୋଡ଼ି ପାରିବେ ୪ ନୋମିନି, ଲୋକ ସଭାରେ ପାରିତ ହେଲା ବିଲ୍‌

ନୂଆଦିଲ୍ଲୀ, ୩।୧୨: ଲୋକ ସଭାରେ ମଙ୍ଗଳବାର ବ୍ୟାଙ୍କିଂ ଆଇନ୍‌ ସଂଶୋଧନ ବିଲ୍‌ ପାରିତ ହୋଇଛି। ଏହି ବିଲ୍‌ରେ ଗୋଟିଏ ବ୍ୟାଙ୍କ ଆକାଉଣ୍ଟରେ ୪ ନୋମିନି ଯୋଡ଼ିବାର ବ୍ୟବସ୍ଥା କରାଯାଇଛି। ଏଥିସହ ଜମାକାରୀଙ୍କୁ ଉତ୍ତମ ସୁରକ୍ଷା ଏବଂ ଘରୋଇ ବ୍ୟାଙ୍କଗୁଡ଼ିକରେ ଉତ୍ତମ...

ଏଣିକି ବିଳମ୍ବରେ ଫୋନ୍‌କୁ ଆସିବ OTP, ଡିସେମ୍ବର ପହିଲାରୁ ‘ଅପେକ୍ଷାର ଫଳ ମିଠା’ ଭଳି ହେବ ସ୍ଥିତି…

ନୂଆଦିଲ୍ଲୀ,୩୦।୧୧: ଟେଲିକମ୍‌ ରେଗୁଲେଟୋରୀ ଅଥରିଟି ଅଫ୍‌ ଇଣ୍ଡିଆ(TRAI) ଟ୍ରେସେବିଲିଟି ଗାଇଡ୍‌ଲାଇନ୍‌ ଆଣିଛି। ଏହା ଡିସେମ୍ବର ପହିଲାରୁ ଲାଗୁ ହେବ। ଏହାର ପ୍ରଭାବ ଦେଶର ଟେଲିକମ୍‌ ବ୍ୟବହାରକାରୀଙ୍କ ଉପରେ ପଡ଼ିବ। ଅର୍ଥାତ ଆପଣଙ୍କୁ ନିଜ ଫୋନ୍‌ରେ ମେସେଜ୍‌ ଏବଂ ଓ୍ବାନ୍‌ ଟାଇମ୍‌...

ଡିସେମ୍ବର ପହିଲାରୁ ଲାଗୁ ହେବ ଏସବୁ ନୂଆ ନିୟମ, ମଧ୍ୟବିତ୍ତଙ୍କ ପକେଟ ଉପରେ ପଡ଼ିବ ବୋଝ, ଜାଣି ରଖନ୍ତୁ…

ନୂଆଦିଲ୍ଲୀ,୩୦।୧୧: ରାତି ପାହିଲେ ନୂଆ ମାସ। ସାରା ଦେଶରେ ଡିସେମ୍ବର ପହିଲାରୁ ଅନେକ ନିୟମ ପରିବର୍ତ୍ତନ ହେବାକୁ ଯାଉଛି। ଗ୍ୟାସ ଦରଠାରୁ ଆରମ୍ଭ କରି ଓଟିଟିକୁ ନେଇ ଲାଗୁ ହେବ ନୂଆ ନିୟମ, ଯାହାକି ମଧ୍ୟବିତ୍ତ ପରିବାରର ଆର୍ଥିକ ସ୍ଥିତିକୁ...

କ’ଣ ଆଧାର ସହ ଲିଙ୍କ୍‌ କରିବାକୁ ହେବ QR କୋଡ୍‌ ଥିବା ପାନ୍‌ କାର୍ଡ? ଜାଣନ୍ତୁ ସବୁଠାରୁ ଗୁରୁତ୍ୱପୂର୍ଣ୍ଣ…

ନୂଆଦିଲ୍ଲୀ,୨୭।୧୧: ନୂତନ ପାନ୍‌ 2.0 ଯୋଜନାକୁ କେନ୍ଦ୍ର କ୍ୟାବିନେଟ ଅନୁମୋଦନ କରିଛି। ଏହି ଯୋଜନା ଅନୁଯାୟୀ, ପାନ କାର୍ଡକୁ ନବୀକରଣ କରାଯିବ। ଏଥିରେ QR କୋଡ୍‌ ମଧ୍ୟ ଅନ୍ତର୍ଭୂକ୍ତ କରାଯିବ। ଏଭଳି ସ୍ଥିତିରେ ଲୋକଙ୍କ ମନରେ ଏକ ପ୍ରଶ୍ନ ରହିଛି...

PAN ୨.୦ ଆଣିଲେ ସରକାର; QR କୋଡ୍‌ ରହିଲେ ବନ୍ଦ ହୋଇଯିବ କି ପୁରୁଣା କାର୍ଡ, ନୂଆ ପାଇଁ ଲାଗିବ କେତେ ଟଙ୍କା; ଜାଣନ୍ତୁ…

ନୂଆଦିଲ୍ଲୀ,୨୬।୧୧: ଭାରତ ସରକାର ପାନ୍‌ କାର୍ଡ ପାଇଁ ନୂତନ PAN ୨.୦ ଯୋଜନା ଆଣିଛନ୍ତି, ଯେଉଁଥିରେ QR କୋଡ୍‌ ଥିବା ପାନ କାର୍ଡ ମାଗଣାରେ ଅପଗ୍ରେଡ୍‌ ହେବ। ଆନୁମାନିକ ୧,୪୩୫ କୋଟି ଟଙ୍କା ବ୍ୟୟରେ ଏହି ଯୋଜନା ପ୍ରସ୍ତୁତ କରାଯାଉଛି।...

‘ହାଲୋ, ମୁଁ ଲଶ୍କରର CEO କହୁଛି’…ଆର୍‌ବିଆଇକୁ ଆସିଲା ଧମକପୂର୍ଣ୍ଣ କଲ୍‌

ନୂଆଦିଲ୍ଲୀ,୧୭।୧୧: ଭାରତୀୟ ରିଜର୍ଭ ବ୍ୟାଙ୍କ(ଆର୍‌ବିଆଇ)କୁ ଆସିଛି ଧମକପୂର୍ଣ୍ଣ କଲ୍‌। ବ୍ୟାଙ୍କର ଗ୍ରାହକ ସେବା(କଷ୍ଟମର କେୟାର) ନମ୍ବରକୁ ଜଣେ ଫୋନ୍‌ କରି ନିଜକୁ ଆତଙ୍କବାଦୀ ସଂଗଠନ ଲଶ୍କର-ଏ-ତୋଇବାର ସିଇଓ ବୋଲି ପରିଚୟ ଦେଇଥିଲେ। ଶନିବାର ସକାଳ ୧୦ଟାରେ ଏହି ଫୋନ୍‌ ଆସିଥିବା...

ଲକ୍ଷ ଲକ୍ଷ ଗ୍ରାହକଙ୍କୁ ବଡ଼ ଝଟ୍‌କା ଦେଲା SBI, ବଢ଼ିଲା ଏସବୁର EMI…

ନୂଆଦିଲ୍ଲୀ,୧୫।୧୧: ଦେଶର ବୃହତ୍ତମ ସରକାରୀ ବ୍ୟାଙ୍କ ଏସ୍‌ବିଆଇ ଗ୍ରାହକଙ୍କୁ ଦେଲା ବଡ଼ ଝଟ୍‌କା। ବ୍ୟାଙ୍କ ଏହାର ମାର୍ଜିନାଲ କଷ୍ଟ ବେଶ୍ଡ ଲେଣ୍ଡିଂ ରେଟ୍ସ(MCLR) ହାରରେ ବୃଦ୍ଧି ଘୋଷଣା କରିଛି। ଏଥିଯୋଗୁ ବ୍ୟାଙ୍କରୁ ଋଣ ନେବା ମହଙ୍ଗା ପଡିଛି। ତେବେ ସଂଶୋଧିତ...

Kisan Vikas Patra: ଟଙ୍କା ଦୁଇଗଣା କରେ ଏହି ସରକାରୀ ଯୋଜନା, ଜାଣନ୍ତୁ କିଏ ଏବଂ କିଭଳି କରିବେ ଆବେଦନ…

ନୂଆଦିଲ୍ଲୀ,୯।୧୧: ଡାକଘର ହେଉଛି ଭାରତର ସର୍ବ ପୁରାତନ ଅନୁଷ୍ଠାନ। ଡାକ ସମ୍ବନ୍ଧୀୟ ସୁବିଧା ଯୋଗାଇବା ସହିତ ଡାକଘରଗୁଡ଼ିକରେ ବିଭିନ୍ନ ପ୍ରକାରର ଆର୍ଥିକ ସୁବିଧା (ଡାକଘର କ୍ଷୁଦ୍ର ସଞ୍ଚୟ ଯୋଜନା) ପ୍ରଦାନ କରାଯାଇଥାଏ। ଲୋକମାନେ ପ୍ରାୟତଃ ଏଭଳି ସ୍କିମ(ଯୋଜନା) ଖୋଜନ୍ତି ଯାହା...

ବଦଳିଲା ବ୍ୟାଙ୍କ ଲକର୍‌ ଫିସ୍‌, ଏବେ ଖୋଲିବାକୁ ଗଣିବେ ଏତିକି ଟଙ୍କା 

ନୂଆଦିଲ୍ଲୀ,୮।୧୧: ପରିଶ୍ରମରେ ରୋଜଗାର କରୁଥିବା ଟଙ୍କାକୁ ସୁରକ୍ଷିତ ରଖିବା ଲାଗି ବ୍ୟାଙ୍କ ପକ୍ଷରୁ ଆକାଉଣ୍ଟ ଖୋଲିବା ସୁବିଧା ପ୍ରଦାନ କରାଯାଇଥାଏ। ଟଙ୍କା ସହ ଆପଣ ବ୍ୟାଙ୍କରେ ନିଜର ଦାମୀ ସୁନା, ଜରୁରୀ କାଗଜପତ୍ର ଆଦି ମଧ୍ୟ ଜମା କରିପାରିବେ। ଏଥିଲାଗି...

ପାର୍ବଣ ପରେ କମିଲା ଦର: ୩୦୦୦ ଖସିଲା ରୁପା,ଜାଣନ୍ତୁ ସୁନା ମୂଲ୍ୟ ଏବେ କେତେ?

ନୂଆଦିଲ୍ଲୀ,୩।୧୧: ଚଳିତ ବର୍ଷର ପାର୍ବଣ (ଦଶହରା, ଗଜଲକ୍ଷ୍ମୀ,କାଳୀପୂଜା ଏବଂ ଧନ୍‌ତେରସ୍‌) ସମୟରେ ଉଭୟ ସୁନା ଓ ରୁପା ଦର ସର୍ବୋଚ୍ଚସ୍ତରରେ ପହଞ୍ଚିଥିଲା। ଏପରିକି ପାର୍ବଣ କାରବାର ପାଇଁ ସବୁ ବର୍ଗର ଅଳଙ୍କାର ପ୍ରତିଷ୍ଠାନ ଆକର୍ଷଣୀୟ ଅଫର ଓ ଉପହାରର ବ୍ୟବସ୍ଥାକରି...

୬୯୯ଟଙ୍କାରେ ମିଳୁଛି ଜିଓ ଭାରତ ୪ଜି ଫୋନ୍‌

ମୁମ୍ବାଇ,୨୭।୧୦ (ଅଭୟ ଦାଶ): ରିଲାଏନ୍ସ ଜିଓର ବହୁ ପ୍ରତୀକ୍ଷିତ ଅଫର ସମ୍ପର୍କରେ ଘୋଷଣା କରାଯାଇଛି। ଏପରିକିି ଏହି ସୀମିତ ସମୟ ଅଫର ମଧ୍ୟରେ ଆଶାୟୀ ଉପଭୋକ୍ତାମାନେ ମାତ୍ର ୬୯୯ ଟଙ୍କା ମୂଲ୍ୟରେ ରିଲାଏନ୍ସର ଜିଓ ଭାରତ ୪ଜି ଫୋନ୍‌ ନିକଟସ୍ଥ...

ମାସକୁ ୯୦୦୦ ଟଙ୍କା ରୋଜଗାର କରିବାକୁ ଚାହାନ୍ତି କି? ପୋଷ୍ଟ ଅଫିସର ଏହି ଯୋଜନା ଜବରଦସ୍ତ; ନିବେଶ କରି… 

ନୂଆଦିଲ୍ଲୀ,୨୬।୧୦: ଭାରତର ସର୍ବପୁରାତନ ଅନୁଷ୍ଠାନ ମଧ୍ୟରୁ ପୋଷ୍ଟ ଅଫିସ(ଡାକଘର) ଅନ୍ୟତମ। ଏହା ଡାକ ସମ୍ବନ୍ଧୀୟ ସୁବିଧା ମିଳିବା ସହିତ ବିନିଯୋଗ ଲାଗି ଆକର୍ଷଣୀୟ ବିକଳ୍ପ ପ୍ରଦାନ କରିଥାଏ। ଯଦି ଆପଣ ନିୟମିତ ଆୟ ଲାଗି ଭଲ ବିନିଯୋଗ ବିକଳ୍ପ ଖୋଜୁଛନ୍ତି,...

Advertisement
Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri