ମୁମ଼୍ବାଇ, ୦୨।୦୮: ଆମେରିକାରେ ଚିନ୍ତାଜନକ ଦର ବୃଦ୍ଧି ଏବଂ ଏସୀୟ ବଜାରରେ ହ୍ରାସର ପ୍ରଭାବ ଭାରତରେ ପଡ଼ିଛି । ଫଳରେ ନିଫ୍ଟି ଏବଂ ସେନ୍ସେକ୍ସ ଶୁକ୍ରବାର ଅହେତୁକ…
ଭୁବନେଶ୍ୱର,୨୮।୭: ଅଲ୍ ଇଣ୍ଡିଆ ବ୍ୟାଙ୍କ ଅଫିସର୍ସ କନ୍ଫେଡେରେଶନ (ଏଆଇବିଓସି) ରାଜ୍ୟ କାର୍ଯ୍ୟକାରୀ କମିଟିର ଏକ ଗୁରୁତ୍ୱପୂର୍ଣ୍ଣ ବୈଠକ ଶନିବାର ଭୁବନେଶ୍ୱରର ଭାରତୀୟ ଷ୍ଟେଟ୍ ବ୍ୟାଙ୍କ(ଏସ୍ବିଆଇ)ର ପ୍ରଧାନ କାର୍ଯ୍ୟାଳୟ…
ଭୁବନେଶ୍ୱର,୨୮।୭: ପ୍ରଥମଥର ପାଇଁ କେନ୍ଦ୍ର କୋଇଲା ଏବଂ ଖଣି ରାଷ୍ଟ୍ର୍ୟମନ୍ତ୍ରୀ ସତୀଶ ଚନ୍ଦ୍ର ଦୁବେ ଶନିବାର ନ୍ୟାଶନାଲ ଆଲୁମିନିୟମ କମ୍ପାନୀ ଲିମିଟେଡ୍(ନାଲ୍କୋ)ର ଭୁବନେଶ୍ୱରସ୍ଥିତ ମୁଖ୍ୟାଳୟ ପରିଦର୍ଶନ କରିଛନ୍ତି।…
ଭୁବନେଶ୍ୱର, ୨୮।୭(ଅନୁରାଧା ମହାରଣା): ଆସନ୍ତା କିଛିଦିନ ମଧ୍ୟରେ ଚିନିର ସର୍ବନିମ୍ନ ସହାୟକ ମୂଲ୍ୟ(ଏମ୍ଏସ୍ପି) ବୃଦ୍ଧି ଉପରେ ସରକାର ନିଷ୍ପତ୍ତି ନେଇପାରନ୍ତି। କେନ୍ଦ୍ର ଖାଦ୍ୟ ସଚିବ ସଞ୍ଜୀବ ଚୋପ୍ରା…
ଭୁବନେଶ୍ୱର,୨୮।୭: ଏଲ୍ଜି ଇଲେକ୍ଟ୍ରୋନିକ୍ସ ଇଣ୍ଡିଆ ପ୍ରାଇଭେଟ୍ ଲିମିଟେଡ୍ର ନୂତନ ଉତ୍ପାଦ ‘ଓଏଲ୍ଇଡି ଟିଭି’ର ସର୍ବଭାରତୀୟ ଉନ୍ମୋଚନ (ଅନାବରଣ) ନିକଟରେ ହୋଇଯାଇଛି। ଏପରିକି ଏଲ୍ଜି ନୂଆ ଏନ୍ପିଆଇ ସିରିଜ…
ନୂଆଦିଲ୍ଲୀ,୨୮।୭: କ୍ରମାଗତ ଭାବେ ଭାରତରେ ବିଳାସପୂର୍ଣ୍ଣ ରିଅଲ ଇଷ୍ଟେଟର ସଂଖ୍ୟା ବଢୁଥିବାବେଳେ ସୁପର ବିଳାସପୂର୍ଣ୍ଣ ଘରଗୁଡ଼ିକର ଚାହିଦା ମଧ୍ୟ ଅସାଧାରଣ ବୃଦ୍ଧି ଘଟିଛି। ଏପରିକି ଧନିକ ଶ୍ରେଣୀର…
ନୂଆଦିଲ୍ଲୀ, ୨୩।୭: ମୋଦି ସରକାରଙ୍କ ତୃତୀୟ ପାଳିର ସାଧାରଣ ବଜେଟ ଉପସ୍ଥାପନ ସଂସଦରେ ଆରମ୍ଭ ହୋଇଛି । ଅର୍ଥମନ୍ତ୍ରୀ ନିର୍ମଳା ସୀତାରମଣ ଗୋଟିଏ ପରେ ଗୋଟିଏ ବିଭାଗ…
ନୂଆଦିଲ୍ଲୀ, ୨୩।୭: ଦେଶରେ ସାଧାରଣ ନିର୍ବାଚନ ପରେ ତୃତୀୟ ଥର ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ ନେତୃତ଼୍ବରେ ଏନ୍ଡିଏ ସରକାର ଗଠନ ହୋଇଛି । ଗତକାଲି ଅର୍ଥାତ ସୋମବାର…
ମୁମ଼୍ବାଇ, ୨୩।୦୭: ନୂଆ ସରକାର ଗଠନ ପରେ ପ୍ରଥମ ଥର ପାଇଁ ଆଜି ପୂର୍ଣ୍ଣାଙ୍ଗ ବଜେଟ୍ ଉପସ୍ଥାପନ ହେବାକୁ ଯାଉଛି । ସାଧାରଣ ଲୋକଙ୍କ ସମେତ ସେୟାର…
ଭୁବନେଶ୍ୱର,୧୧।୭ (ଅଭୟ ଦାଶ): ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ ନେତୃତ୍ୱରେ ଅଣୁ, କ୍ଷୁଦ୍ର ଏବଂ ମଧ୍ୟମ ଉଦ୍ୟୋଗ ମନ୍ତ୍ରଣାଳୟ ଅଧୀନ ଖଦି ଏବଂ ଗ୍ରାମୋଦ୍ୟୋଗ ଆୟୋଗ (ଖଦି ଆଣ୍ଡ…
ଭୁବନେଶ୍ୱର,୩।୭(ଅଭୟ ଦାଶ): ଦେଶର ପ୍ରମୁଖ ଟେଲିକମ୍ କମ୍ପାନୀଗୁଡ଼ିକ ବିଭିନ୍ନ କାରଣ ଦର୍ଶାଇ ୨୦୨୪ ଜୁଲାଇ ୩ରୁ ନୂଆ ତାରିଫ୍ ପ୍ଲାନ୍ ଲାଗୁ କରିବାକୁ ଘୋଷଣା କରିଛନ୍ତି। ଏପରିକି…
ମୁମ଼୍ବାଇ, ୨ା୭: ମଙ୍ଗଳବାର ଭାରତର ଶେୟାର ମାର୍କେଟ୍ ନୂଆ ସ୍ତରରେ ପହଞ୍ଚି ରେକର୍ଡ କରିଛି । ପ୍ରଥମଥର ପାଇଁ ବମ଼୍େବ ଷ୍ଟକ୍ ଏକ୍ସଚେଞ୍ଜର ୩୦ ଶେୟାର ବିଶିଷ୍ଟ…