Tag Archives: Business

PAN ୨.୦ ଆଣିଲେ ସରକାର; QR କୋଡ୍‌ ରହିଲେ ବନ୍ଦ ହୋଇଯିବ କି ପୁରୁଣା କାର୍ଡ, ନୂଆ ପାଇଁ ଲାଗିବ କେତେ ଟଙ୍କା; ଜାଣନ୍ତୁ…

ନୂଆଦିଲ୍ଲୀ,୨୬।୧୧: ଭାରତ ସରକାର ପାନ୍‌ କାର୍ଡ ପାଇଁ ନୂତନ PAN ୨.୦ ଯୋଜନା ଆଣିଛନ୍ତି, ଯେଉଁଥିରେ QR କୋଡ୍‌ ଥିବା ପାନ କାର୍ଡ ମାଗଣାରେ ଅପଗ୍ରେଡ୍‌ ହେବ। ଆନୁମାନିକ ୧,୪୩୫ କୋଟି ଟଙ୍କା ବ୍ୟୟରେ ଏହି ଯୋଜନା ପ୍ରସ୍ତୁତ କରାଯାଉଛି। ଏହି…

‘ହାଲୋ, ମୁଁ ଲଶ୍କରର CEO କହୁଛି’…ଆର୍‌ବିଆଇକୁ ଆସିଲା ଧମକପୂର୍ଣ୍ଣ କଲ୍‌

ନୂଆଦିଲ୍ଲୀ,୧୭।୧୧: ଭାରତୀୟ ରିଜର୍ଭ ବ୍ୟାଙ୍କ(ଆର୍‌ବିଆଇ)କୁ ଆସିଛି ଧମକପୂର୍ଣ୍ଣ କଲ୍‌। ବ୍ୟାଙ୍କର ଗ୍ରାହକ ସେବା(କଷ୍ଟମର କେୟାର) ନମ୍ବରକୁ ଜଣେ ଫୋନ୍‌ କରି ନିଜକୁ ଆତଙ୍କବାଦୀ ସଂଗଠନ ଲଶ୍କର-ଏ-ତୋଇବାର ସିଇଓ ବୋଲି ପରିଚୟ ଦେଇଥିଲେ। ଶନିବାର ସକାଳ ୧୦ଟାରେ ଏହି ଫୋନ୍‌ ଆସିଥିବା ଜଣାପଡ଼ିଛି।…

ଲକ୍ଷ ଲକ୍ଷ ଗ୍ରାହକଙ୍କୁ ବଡ଼ ଝଟ୍‌କା ଦେଲା SBI, ବଢ଼ିଲା ଏସବୁର EMI…

ନୂଆଦିଲ୍ଲୀ,୧୫।୧୧: ଦେଶର ବୃହତ୍ତମ ସରକାରୀ ବ୍ୟାଙ୍କ ଏସ୍‌ବିଆଇ ଗ୍ରାହକଙ୍କୁ ଦେଲା ବଡ଼ ଝଟ୍‌କା। ବ୍ୟାଙ୍କ ଏହାର ମାର୍ଜିନାଲ କଷ୍ଟ ବେଶ୍ଡ ଲେଣ୍ଡିଂ ରେଟ୍ସ(MCLR) ହାରରେ ବୃଦ୍ଧି ଘୋଷଣା କରିଛି। ଏଥିଯୋଗୁ ବ୍ୟାଙ୍କରୁ ଋଣ ନେବା ମହଙ୍ଗା ପଡିଛି। ତେବେ ସଂଶୋଧିତ MCLR…

Kisan Vikas Patra: ଟଙ୍କା ଦୁଇଗଣା କରେ ଏହି ସରକାରୀ ଯୋଜନା, ଜାଣନ୍ତୁ କିଏ ଏବଂ କିଭଳି କରିବେ ଆବେଦନ…

ନୂଆଦିଲ୍ଲୀ,୯।୧୧: ଡାକଘର ହେଉଛି ଭାରତର ସର୍ବ ପୁରାତନ ଅନୁଷ୍ଠାନ। ଡାକ ସମ୍ବନ୍ଧୀୟ ସୁବିଧା ଯୋଗାଇବା ସହିତ ଡାକଘରଗୁଡ଼ିକରେ ବିଭିନ୍ନ ପ୍ରକାରର ଆର୍ଥିକ ସୁବିଧା (ଡାକଘର କ୍ଷୁଦ୍ର ସଞ୍ଚୟ ଯୋଜନା) ପ୍ରଦାନ କରାଯାଇଥାଏ। ଲୋକମାନେ ପ୍ରାୟତଃ ଏଭଳି ସ୍କିମ(ଯୋଜନା) ଖୋଜନ୍ତି ଯାହା କମ୍‌…

ବଦଳିଲା ବ୍ୟାଙ୍କ ଲକର୍‌ ଫିସ୍‌, ଏବେ ଖୋଲିବାକୁ ଗଣିବେ ଏତିକି ଟଙ୍କା 

ନୂଆଦିଲ୍ଲୀ,୮।୧୧: ପରିଶ୍ରମରେ ରୋଜଗାର କରୁଥିବା ଟଙ୍କାକୁ ସୁରକ୍ଷିତ ରଖିବା ଲାଗି ବ୍ୟାଙ୍କ ପକ୍ଷରୁ ଆକାଉଣ୍ଟ ଖୋଲିବା ସୁବିଧା ପ୍ରଦାନ କରାଯାଇଥାଏ। ଟଙ୍କା ସହ ଆପଣ ବ୍ୟାଙ୍କରେ ନିଜର ଦାମୀ ସୁନା, ଜରୁରୀ କାଗଜପତ୍ର ଆଦି ମଧ୍ୟ ଜମା କରିପାରିବେ। ଏଥିଲାଗି ବ୍ୟାଙ୍କ…

ପାର୍ବଣ ପରେ କମିଲା ଦର: ୩୦୦୦ ଖସିଲା ରୁପା,ଜାଣନ୍ତୁ ସୁନା ମୂଲ୍ୟ ଏବେ କେତେ?

ନୂଆଦିଲ୍ଲୀ,୩।୧୧: ଚଳିତ ବର୍ଷର ପାର୍ବଣ (ଦଶହରା, ଗଜଲକ୍ଷ୍ମୀ,କାଳୀପୂଜା ଏବଂ ଧନ୍‌ତେରସ୍‌) ସମୟରେ ଉଭୟ ସୁନା ଓ ରୁପା ଦର ସର୍ବୋଚ୍ଚସ୍ତରରେ ପହଞ୍ଚିଥିଲା। ଏପରିକି ପାର୍ବଣ କାରବାର ପାଇଁ ସବୁ ବର୍ଗର ଅଳଙ୍କାର ପ୍ରତିଷ୍ଠାନ ଆକର୍ଷଣୀୟ ଅଫର ଓ ଉପହାରର ବ୍ୟବସ୍ଥାକରି ପାର୍ବଣ…

୬୯୯ଟଙ୍କାରେ ମିଳୁଛି ଜିଓ ଭାରତ ୪ଜି ଫୋନ୍‌

ମୁମ୍ବାଇ,୨୭।୧୦ (ଅଭୟ ଦାଶ): ରିଲାଏନ୍ସ ଜିଓର ବହୁ ପ୍ରତୀକ୍ଷିତ ଅଫର ସମ୍ପର୍କରେ ଘୋଷଣା କରାଯାଇଛି। ଏପରିକିି ଏହି ସୀମିତ ସମୟ ଅଫର ମଧ୍ୟରେ ଆଶାୟୀ ଉପଭୋକ୍ତାମାନେ ମାତ୍ର ୬୯୯ ଟଙ୍କା ମୂଲ୍ୟରେ ରିଲାଏନ୍ସର ଜିଓ ଭାରତ ୪ଜି ଫୋନ୍‌ ନିକଟସ୍ଥ ମୋବାଇଲ…

ମାସକୁ ୯୦୦୦ ଟଙ୍କା ରୋଜଗାର କରିବାକୁ ଚାହାନ୍ତି କି? ପୋଷ୍ଟ ଅଫିସର ଏହି ଯୋଜନା ଜବରଦସ୍ତ; ନିବେଶ କରି… 

ନୂଆଦିଲ୍ଲୀ,୨୬।୧୦: ଭାରତର ସର୍ବପୁରାତନ ଅନୁଷ୍ଠାନ ମଧ୍ୟରୁ ପୋଷ୍ଟ ଅଫିସ(ଡାକଘର) ଅନ୍ୟତମ। ଏହା ଡାକ ସମ୍ବନ୍ଧୀୟ ସୁବିଧା ମିଳିବା ସହିତ ବିନିଯୋଗ ଲାଗି ଆକର୍ଷଣୀୟ ବିକଳ୍ପ ପ୍ରଦାନ କରିଥାଏ। ଯଦି ଆପଣ ନିୟମିତ ଆୟ ଲାଗି ଭଲ ବିନିଯୋଗ ବିକଳ୍ପ ଖୋଜୁଛନ୍ତି, ତେବେ…

ରିଲାଏନ୍ସ ‘ସ୍ମାର୍ଟ ବଜାର ହୋଇଯିବ ‘ରାଶନ ଦୋକାନ’ ! ଏ ହେଉଛି ମୁକେଶ ଅମ୍ବାନୀଙ୍କ ବଡ଼ ପ୍ଲାନ୍‌ 

ନୂଆଦିଲ୍ଲୀ,୨୩।୧୦: ରାଶନ ଦୋକାନ/ଡିଲର୍‌ଙ୍କ ପାଖରେ ଶସ୍ତାରେ ଚିନି, ଡାଲି, ଗହମ ଏବଂ ଚାଉଳ ଭଳି ସାମଗ୍ରୀ ଉପଲବ୍ଧ ହୋଇଥାଏ। ଆଗାମୀ ଦିନରେ ଉଦ୍ୟୋଗପତି ମୁକେଶ ଅମ୍ବାନୀ ସମାନ କାମ କରୁଥିବା ନଜର ଆସିପାରନ୍ତି। କହିବାର ତାତ୍ପର୍ଯ୍ୟ ତାଙ୍କ କମ୍ପାନୀ ରିଲାଏନ୍ସ ରିଟେଲର…

‘ହ୍ବାଟ୍ସଆପ୍‌’ରେ ନିଜର ସିକ୍ରେଟ୍‌ ଚାଟ୍‌କୁ ଏଭଳି ଲୁଚାନ୍ତୁ, GF ବି ପାରିବେନି ଜାଣି…

ନୂଆଦିଲ୍ଲୀ,୧୦।୧୦: ସୋସିଆଲ ମିଡିଆ ପ୍ଲାଟଫର୍ମ ‘ହ୍ବାଟ୍ସଅପ୍‌’ର ବ୍ୟବହାର ଦିନକୁ ଦିନ ବୃଦ୍ଧି ପାଇବାରେ ଲାଗିଛି। ପିଲାଠାରୁ ଆରମ୍ଭ କରି ବୁଢ଼ାବୁଢ଼ୀ ପର୍ଯ୍ୟନ୍ତ ସମସ୍ତେ ନିଜର ଆକାଉଣ୍ଟ ଖୋଲିଛନ୍ତି। ଏମିତିରେ କିଛି ନିଜର ଚାଟ୍‌କୁ ଲୁଚାଇବାକୁ ଚାହାନ୍ତି। ଯଦି ଆପଣ ସେଥିରୁ ଜଣେ…

ଅଟଳ ପେନସନ ଯୋଜନା: ସାମିଲ ହେଲେଣି ୫୬ ଲକ୍ଷ  ଲୋକେ, ଜାଣନ୍ତୁ ଏହାର ଲାଭ, କିଭଳି କରିବେ ଆବେଦନ 

ନୂଆଦିଲ୍ଲୀ,୧୦।୧୦: ଅବସର ପରେ ସମ୍ମୁଖୀନ ହେଉଥିବା ଆର୍ଥିକ ଆହ୍ବାନର ମୁକାବିଲା ଲାଗି ପେନସନ୍‌ ଅତ୍ୟନ୍ତ ଗୁରୁତ୍ୱପୂର୍ଣ୍ଣ। ଭାରତ ସରକାର ଏହାକୁ ବୁଝନ୍ତି ଏବଂ ସେଥିଲାଗି ଅନେକ ଯୋଜନା ପରିଚାଳିତ ହେଉଛି। ଏଥିରେ ବିନିଯୋଗ କରି ଯେକେହି ନିଜର ଅବସରପରର ଜୀବନକୁ ସୁଖମୟ…

ନିଜ ନାମରେ ନୁହେଁ, ବରଂ ସ୍ତ୍ରୀଙ୍କ ନାମରେ କରନ୍ତୁ FD; ଲାଭ ଜାଣିଲେ ଚକିତ ହେବେ…

ନୂଆଦିଲ୍ଲୀ,୫।୧୦: ଫିକ୍ସ ଡିପୋଜିଟ୍‌(ଏଫ୍‌ଡି) ଯୋଜନା ଉପରେ ସାରା ଦେଶର ଜଣାଶୁଣା ବ୍ୟାଙ୍କଗୁଡ଼ିକ ପକ୍ଷରୁ ବାର୍ଷିକ ୮% ଆକର୍ଷକ ଋଣ ଦିଆଯାଉଛି। ଟଙ୍କାକୁ ସୁରକ୍ଷିତ ରଖିବା ସହ ମୋଟା ଅଙ୍କର ସୁଧ ପାଇବା ଆଶାରେ ଏଥିରେ ଅନେକ ପୁଞ୍ଜିନିବେଶ କରିଥାନ୍ତି। ହେଲେ କ’ଣ…

Advertisement
Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri