Tag Archives: Business

ଭାରତରେ ପଡ଼ିଲା ଆମେରିକା ପ୍ରଭାବ, ଖସିଲା ସେୟାର ବଜାର

ମୁମ଼୍ବାଇ, ୦୨।୦୮: ଆମେରିକାରେ ଚିନ୍ତାଜନକ ଦର ବୃଦ୍ଧି ଏବଂ ଏସୀୟ ବଜାରରେ ହ୍ରାସର ପ୍ରଭାବ ଭାରତରେ ପଡ଼ିଛି । ଫଳରେ ନିଫ୍ଟି ଏବଂ ସେନ୍‌ସେକ୍ସ ଶୁକ୍ରବାର ଅହେତୁକ ହ୍ରାସର ସହ ଖୋଲିଛି । ବ୍ୟାଙ୍କିଂ, ଅଟୋ, ଆଇଟି ଏବଂ ଶକ୍ତି କ୍ଷେତ୍ରରେ…

ବୈଲୋଚନ ଏଆଇବିଓସିର ରାଜ୍ୟ ସଭାପତି

ଭୁବନେଶ୍ୱର,୨୮।୭: ଅଲ୍‌ ଇଣ୍ଡିଆ ବ୍ୟାଙ୍କ ଅଫିସର୍ସ କନ୍‌ଫେଡେରେଶନ (ଏଆଇବିଓସି) ରାଜ୍ୟ କାର୍ଯ୍ୟକାରୀ କମିଟିର ଏକ ଗୁରୁତ୍ୱପୂର୍ଣ୍ଣ ବୈଠକ ଶନିବାର ଭୁବନେଶ୍ୱରର ଭାରତୀୟ ଷ୍ଟେଟ୍‌ ବ୍ୟାଙ୍କ(ଏସ୍‌ବିଆଇ)ର ପ୍ରଧାନ କାର୍ଯ୍ୟାଳୟ ପରିସରରେ ଅନୁଷ୍ଠିତ ହୋଇଯାଇଛି। ଏପରିକି ଆଗାମୀ ୩ବର୍ଷ ପାଇଁ ଏଆଇବିଓସିର ରାଜ୍ୟ ସଭାପତି,…

ନାଲ୍‌କୋ ପରିଦର୍ଶନରେ କେନ୍ଦ୍ର ରାଷ୍ଟ୍ରମନ୍ତ୍ରୀ ସତୀଶ

ଭୁବନେଶ୍ୱର,୨୮।୭: ପ୍ରଥମଥର ପାଇଁ କେନ୍ଦ୍ର କୋଇଲା ଏବଂ ଖଣି ରାଷ୍ଟ୍ର୍ୟମନ୍ତ୍ରୀ ସତୀଶ ଚନ୍ଦ୍ର ଦୁବେ ଶନିବାର ନ୍ୟାଶନାଲ ଆଲୁମିନିୟମ କମ୍ପାନୀ ଲିମିଟେଡ୍‌(ନାଲ୍‌କୋ)ର ଭୁବନେଶ୍ୱରସ୍ଥିତ ମୁଖ୍ୟାଳୟ ପରିଦର୍ଶନ କରିଛନ୍ତି। ସେ ଭୁବନେଶ୍ୱରରେ ପହଞ୍ଚିବା ପରେ ସମସ୍ତ ନିର୍ଦ୍ଦେଶକଙ୍କ ଉପସ୍ଥିତିରେ ନାଲ୍‌କୋ ସିଏମ୍‌ଡି ଶ୍ରୀଧର…

ବଢ଼ିପାରେ ଚିନି ଏମ୍‌ଏସ୍‌ପି

ଭୁବନେଶ୍ୱର, ୨୮।୭(ଅନୁରାଧା ମହାରଣା): ଆସନ୍ତା କିଛିଦିନ ମଧ୍ୟରେ ଚିନିର ସର୍ବନିମ୍ନ ସହାୟକ ମୂଲ୍ୟ(ଏମ୍‌ଏସ୍‌ପି) ବୃଦ୍ଧି ଉପରେ ସରକାର ନିଷ୍ପତ୍ତି ନେଇପାରନ୍ତି। କେନ୍ଦ୍ର ଖାଦ୍ୟ ସଚିବ ସଞ୍ଜୀବ ଚୋପ୍ରା ଏନେଇ ସୂଚନା ଦେଇଛନ୍ତି। ଅଲ ଇଣ୍ଡିଆ ସୁଗାର ଟ୍ରେଡ୍‌ ଆସୋସିଏଶନ (ଏଆଇଏସ୍‌ଟିଏ)ର ଏକ…

ବଜାରରେ ଏଲ୍‌ଜିର ନୂତନ ଉତ୍ପାଦ

ଭୁବନେଶ୍ୱର,୨୮।୭: ଏଲ୍‌ଜି ଇଲେକ୍ଟ୍ରୋନିକ୍ସ ଇଣ୍ଡିଆ ପ୍ରାଇଭେଟ୍‌ ଲିମିଟେଡ୍‌ର ନୂତନ ଉତ୍ପାଦ ‘ଓଏଲ୍‌ଇଡି ଟିଭି’ର ସର୍ବଭାରତୀୟ ଉନ୍ମୋଚନ (ଅନାବରଣ) ନିକଟରେ ହୋଇଯାଇଛି। ଏପରିକି ଏଲ୍‌ଜି ନୂଆ ଏନ୍‌ପିଆଇ ସିରିଜ ଅଧୀନରେ ଏହି ଟିଭି ଅତ୍ୟାଧୁନିକ ଜ୍ଞାନକୌଶଳ ସହ ଆର୍ଟିଫିସିଆଲ ଇଣ୍ଡେଲିଜେନ୍ସି (ଏଆଇ) ଟେକ୍ନୋଲୋଜି…

ସୁପର ବିଳାସପୂର୍ଣ୍ଣ ଘରର ଚାହିଦା ବଢ଼ୁଛି

ନୂଆଦିଲ୍ଲୀ,୨୮।୭: କ୍ରମାଗତ ଭାବେ ଭାରତରେ ବିଳାସପୂର୍ଣ୍ଣ ରିଅଲ ଇଷ୍ଟେଟର ସଂଖ୍ୟା ବଢୁଥିବାବେଳେ ସୁପର ବିଳାସପୂର୍ଣ୍ଣ ଘରଗୁଡ଼ିକର ଚାହିଦା ମଧ୍ୟ ଅସାଧାରଣ ବୃଦ୍ଧି ଘଟିଛି। ଏପରିକି ଧନିକ ଶ୍ରେଣୀର କ୍ରେତାମାନେ ସଫଳତା ଓ ଆକାଂକ୍ଷାକୁ ପ୍ରତିଫଳିତ କରୁଥିବା ସମ୍ପତ୍ତି ପ୍ରତି ଆକର୍ଷିତ ହେଉଛନ୍ତି।…

ବଜେଟ୍‌ରେ ମହିଳାଙ୍କୁ ଗୁରୁତ଼୍ବ ଦେଲେ ମୋଦି ସରକାର, ଘୋଷଣା କଲେ ୩ ଲକ୍ଷ କୋଟି…

ନୂଆଦିଲ୍ଲୀ, ୨୩।୭: ମୋଦି ସରକାରଙ୍କ ତୃତୀୟ ପାଳିର ସାଧାରଣ ବଜେଟ ଉପସ୍ଥାପନ ସଂସଦରେ ଆରମ୍ଭ ହୋଇଛି । ଅର୍ଥମନ୍ତ୍ରୀ ନିର୍ମଳା ସୀତାରମଣ ଗୋଟିଏ ପରେ ଗୋଟିଏ ବିଭାଗ ପାଇଁ ଘୋଷଣା ଜାରି ରଖିଛନ୍ତି । ଏହି କ୍ରମରେ ଦେଶରେ ବିକାଶରେ ମହିଳାଙ୍କ…

ବଜେଟ୍‌ ପୂର୍ବରୁ ଅଖିଳେଶ୍‌ଙ୍କ ବିସ୍ଫୋରକ ବୟାନ, ୧୦ ବର୍ଷରେ…

ନୂଆଦିଲ୍ଲୀ, ୨୩।୭: ଦେଶରେ ସାଧାରଣ ନିର୍ବାଚନ ପରେ ତୃତୀୟ ଥର ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ ନେତୃତ଼୍ବରେ ଏନ୍‌ଡିଏ ସରକାର ଗଠନ ହୋଇଛି । ଗତକାଲି ଅର୍ଥାତ ସୋମବାର ଠାରୁ ସଂସଦର ମୌସୁମୀ ଅଧିବେଶନ ଆରମ୍ଭ ହୋଇଛି । ଆଜି ଲୋକସଭାରେ ଅର୍ଥମନ୍ତ୍ରୀ…

ବଜେଟ୍‌ ପୂର୍ବରୁ ଉଛୁଳିଲା ସେୟାର ମାର୍କେଟ୍‌, ବଢ଼ିଗଲା ସେନ୍‌ସେକ୍ସ-ନିଫ୍ଟି

ମୁମ଼୍ବାଇ, ୨୩।୦୭: ନୂଆ ସରକାର ଗଠନ ପରେ ପ୍ରଥମ ଥର ପାଇଁ ଆଜି ପୂର୍ଣ୍ଣାଙ୍ଗ ବଜେଟ୍‌ ଉପସ୍ଥାପନ ହେବାକୁ ଯାଉଛି । ସାଧାରଣ ଲୋକଙ୍କ ସମେତ ସେୟାର ମାର୍କେଟ୍‌ ନିବେଶକଙ୍କ ମଧ୍ୟ ଅର୍ଥମନ୍ତ୍ରୀ ନିର୍ମଳା ସୀତାରମଣଙ୍କ ଉପରେ ବଡ଼ ଆଶା ରହିଛି…

୧.୫ ଲକ୍ଷ କୋଟି ଟପିଲା କେଭିଆଇସି କାରବାର

ଭୁବନେଶ୍ୱର,୧୧।୭ (ଅଭୟ ଦାଶ): ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ ନେତୃତ୍ୱରେ ଅଣୁ, କ୍ଷୁଦ୍ର ଏବଂ ମଧ୍ୟମ ଉଦ୍ୟୋଗ ମନ୍ତ୍ରଣାଳୟ ଅଧୀନ ଖଦି ଏବଂ ଗ୍ରାମୋଦ୍ୟୋଗ ଆୟୋଗ (ଖଦି ଆଣ୍ଡ ଭିଲେଜ ଇଣ୍ଡଷ୍ଟ୍ରିଜ କମିଶନ ବା କେଭିଆଇସି) ଉଲ୍ଲେଖନୀୟ ସଫଳତା ସହ ନୂତନ ମାଇଲଖୁଣ୍ଟ…

ଆଜିଠାରୁ ମହଙ୍ଗା ହେଲା ମୋବାଇଲ ରିଚାର୍ଜ

ଭୁବନେଶ୍ୱର,୩।୭(ଅଭୟ ଦାଶ): ଦେଶର ପ୍ରମୁଖ ଟେଲିକମ୍‌ କମ୍ପାନୀଗୁଡ଼ିକ ବିଭିନ୍ନ କାରଣ ଦର୍ଶାଇ ୨୦୨୪ ଜୁଲାଇ ୩ରୁ ନୂଆ ତାରିଫ୍‌ ପ୍ଲାନ୍‌ ଲାଗୁ କରିବାକୁ ଘୋଷଣା କରିଛନ୍ତି। ଏପରିକି ଆଜିଠାରୁ କମ୍ପାନୀଗୁଡ଼ିକ ନୂଆ ଦର ଲାଗୁ କରିବା ସହ ମୋବାଇଲ୍‌ ରିଚାର୍ଜ ପ୍ଲାନ୍‌ଗୁଡ଼ିକ…

ବଜେଟ୍‌ ପୂର୍ବରୁ ଶେୟାର ମାର୍କେଟ୍‌ରେ ରେକର୍ଡ, ୮୦ ହଜାର ଟପିଲା ସେନ୍‌ସେକ୍ସ

ମୁମ଼୍ବାଇ, ୨ା୭: ମଙ୍ଗଳବାର ଭାରତର ଶେୟାର ମାର୍କେଟ୍‌ ନୂଆ ସ୍ତରରେ ପହଞ୍ଚି ରେକର୍ଡ କରିଛି । ପ୍ରଥମଥର ପାଇଁ ବମ଼୍େବ ଷ୍ଟକ୍‌ ଏକ୍ସଚେଞ୍ଜର ୩୦ ଶେୟାର ବିଶିଷ୍ଟ ସେନ୍‌ସେକ୍ସ ୮୦ ହଜାର ପଏଣ୍ଟ ପାର କରି ଇତିହାସ ରଚିଛି । କାରବାର…

Advertisement
Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri