ଶେୟାର ବଜାରରେ ପୁଣି ରେକର୍ଡ, ସର୍ବୋଚ୍ଚ ଛୁଇଁଲା ନିଫ୍ଟି
ନୂଆଦିଲ୍ଲୀ, ୧୨।୬: ଶେୟାର ବଜାର ଖୋଲିବାର ଏକ ଘଣ୍ଟା ପୂର୍ବରୁ ନୂଆ ଇତିହାସ ରଚିଛି ନିଫ୍ଟି। ୨୩,୪୨୦.୩୫ ପଏଣ୍ଟରେ ପହଞ୍ଚି ରେକର୍ଡ କରିଛି । ପୂର୍ବରୁ ଏହି ରେକର୍ଡ ୨୩,୪୧୧.୯୦ ପଏଣ୍ଟ ରହିଥିଲା । ଦୁଇଦିନ ତଳେ ଅର୍ଥାତ ସପ୍ତାହର ଆରମ୍ଭ…
ନୂଆ ସରକାର, ଓଡ଼ିଶାକୁ ମିଳିଲା ୬ ହଜାର ୩୨୭ କୋଟି
ନୂଆଦିଲ୍ଲୀ, ୧୧।୦୬: କେନ୍ଦ୍ରରେ ଏନ୍ଡିଏ ସରକାର ଗଠନ ହେବା ପରେ ଲଗାତାର ତୃତୀୟଥର ପାଇଁ ପ୍ରଧାନମନ୍ତ୍ରୀ ଭାବେ ନେରନ୍ଦ୍ର ମୋଦି ଶପଥ ନେଇଛନ୍ତି । ଏଥିସହିତ କେନ୍ଦ୍ର ମନ୍ତ୍ରୀମଣ୍ଡଳ ରବିବାର ଶପଥ ନେବା ପରେ ସୋମବାର ମନ୍ତ୍ରୀମାନଙ୍କୁ ବିଭାଗ ବଣ୍ଟନ କରାଯାଇଛି।…
କାରବାର ଆରମ୍ଭରୁ ଲାଲ୍ ହୋଇଗଲା ଶେୟାର ମାର୍କେଟ୍
ମୁମ଼୍ବାଇ, ୧୧।୬: ଭାରତୀୟ ଶେୟାର ବଜାର ମଙ୍ଗଳବାର କାରବାର ଆରମ୍ଭରୁ ବୃଦ୍ଧି ସହିତ ଖୋଲିଥିବା ବେଳେ ନିଫ୍ଟି ସଙ୍ଗେସଙ୍ଗେ ଲାଲ୍ ହୋଇଯାଇଥିବା ଦେଖିବାକୁ ମିଳିଛି। ବ୍ୟାଙ୍କ ନିଫ୍ଟିରେ ହ୍ରାସ ଘଟି ଏହା ୪୯,୫୩୯ ପଏଣ୍ଟ ତଳକୁ ଖସି ଆସିଛି । ବିଏସ୍ଇର…
ଇତିହାସ ରଚିବା ପରେ ଖସିଲା ଶେୟାର ମାର୍କେଟ୍
ମୁମ଼୍ବାଇ, ୧୦।୬: ସପ୍ତାହର ପ୍ରଥମ ଦିନ ଶେୟାର ମାର୍କେଟ ଏହାର ପୁରୁଣା ରେକର୍ଡ ଭାଙ୍ଗି ନୂଆ ଇତିହାସ ରଚିଥିଲା। ହେଲେ ସୋମବାର କାରବାର ଶେଷ ବେଳକୁ ବଜାରରେ ହ୍ରାସ ହୋଇଥିଲା । ଆଇଟି ଏବଂ ବ୍ୟାଙ୍କିଙ୍ଗ୍ ସେକ୍ଟର ଆଜି ଭଲ କାରବାର…
ନୂଆ ସରକାର ପ୍ରଭାବ, ସମସ୍ତ ରେକର୍ଡ ଭାଙ୍ଗିଲା ସେୟାର ବଜାର
ମୁମ଼୍ବାଇ, ୧୦।୦୬: ଦେଶରେ ପୁଣିଥରେ ମୋଦି ସରକାର ଆସିବା ପରେ ସେୟାର ବଜାରରେ ଉତ୍ସାହ ଦେଖିବାକୁ ମିଳିଛି । ରବିବାର ନରେନ୍ଦ୍ର ମୋଦି ଏବଂ ତାଙ୍କ ସରକାର ଶପଥ ନେଇଛନ୍ତି । ଏହାର ପ୍ରଭାବ ସେୟାର ମାର୍କେଟ୍ ଉପରେ ପଡ଼ିଛି ।…
ମୋଦି ଜିତିବା ପରେ ଏମାନଙ୍କୁ ହେଲା ବଡ଼ ଫାଇଦା, ବଢ଼ିଗଲା ସେୟାର
ନୂଆଦିଲ୍ଲୀ, ୯ା୬: ୨୦୨୪ ଲୋକସଭା ନିର୍ବାଚନ ଫଳାଫଳ ପ୍ରକାଶ ପାଇବା ଦିନ ସେୟାର ବଜାରରେ ଏକ ପ୍ରକାର ଭୂକମ୍ପ ଦେଖିବାକୁ ମିଳିଥିଲା। ଜୁନ୍ ୪ରେ ସେନ୍ସେକ୍ସ ପାଖାପାଖି ୬ ପ୍ରତିଶତ ହ୍ରାସ ହୋଇଯାଇଥିଲା। ବଡ଼ ବଡ଼ କମ୍ପାନୀ ମାନଙ୍କର ସେୟାର ଅହେତୁକ…
୩ ସପ୍ତାହରେ ୩,୦୦୦ ଟଙ୍କା କମିଲା ସୁନା, ଜାଣନ୍ତୁ ଆପଣଙ୍କ ସହରରେ କେତେ?
ଭୁବନେଶ୍ୱର, ୯।୬ (ଅଭୟ ଦାଶ): ଘରୋଇ ବଜାରରେ କ୍ରମାଗତ ଭାବେ ଉଭୟ ସୁନା ଓ ରୁପା ଦର ହ୍ରାସ ପାଉଛି। ଏପରିକି ଗତ ୩ ସପ୍ତାହ ମଧ୍ୟରେ ଉଭୟ ସୁନା ଓ ରୁପା ଦର ପ୍ରାୟ ୩୦୦୦ ଟଙ୍କା କମିଥିବା ଅଳଙ୍କାର…
ନୂଆ ସରକାର ପ୍ରଭାବ, ସମସ୍ତ ରେକର୍ଡ ଭାଙ୍ଗିଲା ସେୟାର ମାର୍କେଟ୍
ମୁମ଼୍ବାଇ, ୭ା୬: ଦେଶରେ ପୁଣିଥରେ ମୋଦି ସରକାର ଏବଂ ରିଜର୍ଭ ବ୍ୟାଙ୍କ୍ର ନିଷ୍ପତ୍ତିର ପ୍ରଭାବ ସେୟାର ବଜାର ଉପରେ ପଡ଼ିଥିବା ଦେଖିବାକୁ ମିଳିଛି। ଷ୍ଟକ୍ ଏକ୍ସଚେଞ୍ଜ ସେନ୍ସେକ୍ସର ସୂଚକାଙ୍କ ୧୭୦୦ ଅଙ୍କ ବୃଦ୍ଧି ସହିତ ସମସ୍ତ ପୂର୍ବ ରେକର୍ଡ ଭାଙ୍ଗିଛି। ସେନ୍ସେକ୍ସ…
ସରକାରଙ୍କୁ ଟାର୍ଗେଟ୍ କଲେ ରାହୁଲ, କହିଲେ ୩୦ ଲକ୍ଷ କୋଟି ସ଼୍ବାହା କରିଦେଲେ
ନୂଆଦିଲ୍ଲୀ, ୭ା୬: ସେୟାର ବଜାରରେ ଲୋକସଭା ନିର୍ବାଚନ ଭୋଟ ଗଣତି ଦିନ ଅର୍ଥାତ ଜୁନ୍ ୪ରେ ହୋଇଥିବା ବଡ଼ କ୍ରାସ୍କୁ ନେଇ କଂଗ୍ରେସ ନେତା ରାହୁଲ ଗାନ୍ଧି ସରକାରଙ୍କୁ ଟାର୍ଗେଟ୍ କରିଛନ୍ତି। ସେ କହିଛନ୍ତି ଯେ, ଏହି ଦିନ ଲୋକେ ୩୦…
ନିର୍ବାଚନ ଫଳାଫଳ ପରେ ବଦଳିଲା ସେୟାର ମାର୍କେଟ୍ ସ୍ଥିତି
ମୁମ଼୍ବାଇ,୫ା୬: ଦେଶରେ ରାଜନୈତିକ ସ୍ଥିତିକୁ ନେଇ ବଦଳିଛି ସେୟାର ମାର୍କେଟ୍ ସ୍ଥିତି। ମଙ୍ଗଳବାର ନିର୍ବାଚନ ଗଣତି ସମୟରେ ଯେଉଁଭଳି ଭାବେ ସେୟାର ମାର୍କେଟ୍ କ୍ରାସ୍ କରିଥିଲା ବୁଧାବାର ଏଥିରେ ସୁଧାର ପରିଲିକ୍ଷିତ ହୋଇଛି। ସେନ୍ସେକ୍ସ ଏବଂ ନିଫ୍ଟିରେ ଲଗାତାର ବୃଦ୍ଧି-ହ୍ରାସ ଦେଖିବାକୁ…
ନିର୍ବାଚନ ଗଣତି ବେଳେ ନିବେଶକଙ୍କୁ ବଡ଼ ଝଟକା, ସେୟାର ମାର୍କେଟ୍ କ୍ରାସ୍
ମୁମ଼୍ବାଇ,୪|୬: ଦେଶରେ ଲୋକସଭା ନିର୍ବାଚନ ଭୋଟ ଗଣତି ଚାଲୁ ରହିଥିବା ବେଳେ ଏହାର ସିଧାସଳଖ ପ୍ରଭାବ ସେୟାର ମାର୍କେଟ୍ ଉପରେ ପଡ଼ିଛି| ସେୟାର ବଜାର ଡାଉନ୍ ହୋଇଯାଇଛି| ଫଳରେ ନିବେଶକଙ୍କୁ ବଡ଼ ଝଟକା ଲାଗିଛି| ବମ୍ବେ ଷ୍ଟକ୍ ଏକ୍ସେଚେଞ୍ଜର ୩୦ ସେୟାର…
New Rule From June 1: ଆଜିଠାରୁ ବଦଳିଯାଇଛି ଏସବୁ ଗୁରତ୍ୱପୂର୍ଣ୍ଣ ନିୟମ; ଜାଣି ନିଅନ୍ତୁ ନଚେତ ହଇରାଣରେ ପଡ଼ିବେ
ନୂଆଦିଲ୍ଲୀ,୧।୬: ଜୁନ ପହିଲା ଅର୍ଥାତ ଆଜିଠାରୁ ଲାଗୁ ହୋଇଛି କିଛି ନୂଆ ନିୟମ। ଘରୋଇ ଗ୍ୟାସ ସିଲିଣ୍ଡରର ଦାମ୍ କମ୍ ହୋଇଥିବା ବେଳେ ଗାଡ଼ି ଚଳାଇବା ନେଇ ଟ୍ରାଫିକ୍ ନିୟମରେ ପରିବର୍ତ୍ତନ କରାଯାଇଛି। ଏବେ ଟ୍ରାଫିକ ନିୟମ ପୂର୍ବଠାରୁ ଅଧିକ କଠିନ…
Archives


