ପତ୍ନୀ-ସନ୍ତାନଙ୍କଠାରୁ ଆରମ୍ଭ କରି ମା’ବାପାଙ୍କ ଯାଏ…୭ ପ୍ରକାର ପେନସନ ଦେଇଥାଏ EPFO, ଜାଣନ୍ତୁ କିଭଳି ମିଳିବ ଲାଭ
ନୂଆଦିଲ୍ଲୀ,୨୩।୫: କର୍ମଚାରୀ ଭବିଷ୍ୟ ନିଧି ସଂଗଠନ(ଇପିଏଫ୍ଓ) ନିଜର ସଦସ୍ୟଙ୍କ ପାଇଁ ପେନସନ ସୁବିଧା ଦେଇଥାଏ, ଏହା ଅବସର ନେବା ପରେ ଆପଣଙ୍କ ନିୟମିତ ଦରମା ପାଲଟିଥାଏ। ତେବେ ଇପିଏଫ୍ଓ ଇପିଏସ୍-୧୯୯୫ ନାମରେ ଏକ ପେନସନ ଯୋଜନା ଚଳାଇଥାଏ, ଯାହାକି ଅନେକ ପ୍ରକାର…
ଭାରତ ନିଜର ସୁନା ଇଂଲଣ୍ଡରେ କାହିଁକି ରଖିଥାଏ? ଦେଶର ରାଜକୋଷରେ ଅଛି ଏତିକି ଟନ୍ ସୁନା…
ନୂଆଦିଲ୍ଲୀ,୨୩।୫: ଦେଶକୁ ସଙ୍କଟରୁ ମୁକ୍ତ କରିବାର ସବୁଠାରୁ ବଡ ମାଧ୍ୟମ ହେଉଛି ସୁନା। ଏଥିପାଇଁ ଗୋଲ୍ଡ ରିଜର୍ଭ(ସୁନା ସଂରକ୍ଷଣ) ପ୍ରସ୍ତୁତ କରାଯାଇଥାଏ। ଭାରତରେ ମଧ୍ୟ ସୁନା ସଂରକ୍ଷିତ ହୋଇ ରହିଛି, ଯାହା ରିଜର୍ଭ ବ୍ୟାଙ୍କ ଅଫ ଇଣ୍ଡିଆ (ଆରବିଆଇ) ଦ୍ୱାରା ନିୟନ୍ତ୍ରିତ।…
ଡ୍ରାଇଭିଂ ଲାଇସେନ୍ସ ନିୟମରେ ବଡ଼ ପରିବର୍ତ୍ତନ କଲେ ସରକାର, ଜୁନ୍ ପହିଲାରୁ ହେବ ଲାଗୁ; ଜାଣି ନିଅନ୍ତୁ…
ନୂଆଦିଲ୍ଲୀ,୧୯।୫: ସରକାରଙ୍କ ପକ୍ଷରୁ ଡ୍ରାଇଭିଂ ଲାଇସେନ୍ସ ପାଇବା ନିୟମରେ ବଡ଼ ପରିବର୍ତ୍ତନ କରାଯାଇଛି। ଏବେ ଆବେଦନକାରୀଙ୍କୁ ଆର୍ଟିଓ ଯାଇ ଡ୍ରାଇଭିଂ ଟେଷ୍ଟ ଦେବାର ଆବଶ୍ୟକତା ପଡ଼ିବ ନାହିଁ। ଏଣିକି ବେସରକାରୀ ସଂସ୍ଥା ଡ୍ରାଇଭିଂ ଟେଷ୍ଟ କରୀବା ଏବଂ ସାର୍ଟିଫିକେଟ୍ ଜାରି କରିବା…
UPI ନେଣଦେଣରେ PPI ଚାର୍ଜ କ’ଣ? କାହାର ଲାଭ-କାହାର କ୍ଷତି ଜାଣନ୍ତୁ…
ନୂଆଦିଲ୍ଲୀ,୨୬।୪: ଆଜିକାଲି ସମୟରେ ୟୁପିଆଇ ନେଣଦେଣ ସାମାନ୍ୟ କଥାରେ ପରିଣତ ହୋଇଗଲାଣି। ରାସ୍ତାକଡ଼ ବୁଲା ବେପାରୀଙ୍କଠାରୁ ଆରମ୍ଭ କରି ବଡ଼ ବଡ଼ ମଲ୍ରେ ମଧ୍ୟ ଏହାର ବ୍ୟବହାର କରାଯାଉଛି। ହେଲେ ଗତ କିଛିଦିନ ଧରି ଏକ ଚାର୍ଜକୁ ନେଇ ୟୁପିଆଇ ଚର୍ଚ୍ଚାରେ…
୧୭ ହଜାର କ୍ରେଡିଟ୍ କାର୍ଡକୁ ବ୍ଲକ କଲା ICICI, ପ୍ରଭାବିତ ହୋଇଥିଲେ ଜାଣନ୍ତୁ କାରଣ…
ନୂଆଦିଲ୍ଲୀ,୨୬।୪: ବେସରକାରୀ ବ୍ୟାଙ୍କ ଆଇସିଆଇସିଆଇ ୧୭ ହଜାର କ୍ରେଡିଟ୍ କାର୍ଡକୁ ବ୍ଲକ୍ କରିଦେଇଛି। ନିକଟରେ କାର୍ଡଗୁଡ଼ିକ ଜାରି କରାଯାଇଥିବା ବେଳେ ଭୁଲ ୟୁଜର୍ସ ଥିବା ମାମଲା ସାମ୍ନାକୁ ଆସିବା ପରେ କାର୍ଡଗୁଡ଼ିକୁ ବ୍ଲକ କରାଯାଇଛି। ତେବେ ଏଯାବତ କାର୍ଡଗୁଡ଼ିକର ଦୂରୁପଯୋଗ ହୋଇ…
ଅମ୍ବାନୀ ଆଣିଲେ ୧ ଟଙ୍କାରେ ଓଟିଟିର ଜବରଦସ୍ତ ପ୍ଲାନ୍: ଆମାଜନ, ନେଟଫ୍ଲିକ୍ସକୁ ମିଳିବ ଟକ୍କର
ନୂଆଦିଲ୍ଲୀ,୨୫।୪: ମୁକେଶ ଅମ୍ବାନୀଙ୍କ ଜିଓସିନେମା ପ୍ଲାଟଫର୍ମରେ ଏବେ ଦୈନିକ ୧ ଟଙ୍କାରୁ କମ୍ ଖର୍ଚ୍ଚ କରି ହଲିଉଡ୍ ଫିଲ୍ମ ଏବଂ ଟିଭି ଶୋ’ର ମଜା ନେଇପାରିବେ। ଜିଓ ଏହାର ପ୍ରିମିୟମ୍ ୟୁଜର୍ସଙ୍କ ପାଇଁ ନୂଆ ୨୯ ଟଙ୍କିଆ ପ୍ଲାନ୍ ଲଞ୍ଚ କରିଛି।…
ରେକର୍ଡସ୍ତରରେ ସୁନା ଦର: ଏବେ ୧୦ ଗ୍ରାମକୁ ଗଣିବେ…
ଭୁବନେଶ୍ୱର,୧୬।୪: ପୁଣି ବଢ଼ିଲା ସୁନା ଦର। ପ୍ରଥମ ଥର ପାଇଁ ସୁନା ସର୍ବକାଳୀନ ନୂଆ ରେକର୍ଡ ସହ ୭୪ ହଜାର ଟଙ୍କା ପାର କରିଛି। ୨୪ କ୍ୟାରେଟ୍ ସୁନା ୭୪ ହଜାରରୁ ଅଧିକ ଟଙ୍କାରେ ବିକ୍ରି ହେଉଛି। ସେହିପରି ୨୨ କ୍ୟାରେଟ…
ମସ୍କଙ୍କ ସୋସିଆଲ ମିଡିଆ ପ୍ଲାଟଫର୍ମ ‘ଏକ୍ସ’ ଡାଉନ୍, ଖୋଲୁନାହିଁ ଆକାଉଣ୍ଟ
ନୂଆଦିଲ୍ଲୀ,୧୧।୪: ଏଲନ ମସ୍କଙ୍କ ସୋସିଆଲ ମିଡିଆ ପ୍ଲାଟଫର୍ମ ଏକ୍ସ(ପୂର୍ବରୁ ଟୁଇଟର) ଡାଉନ୍ ହୋଇଛି। ଗୁରୁବାର ସକାଳ ୧୦.୪୧ରେ ପ୍ଲାଟଫର୍ମ ସମ୍ପୂର୍ଣ୍ଣ ଭାବେ ଠପ୍ ହୋଇଯାଇଥିଲା। ଫଳରେ ବ୍ୟବହାରକାରୀ ଟୁଇଟ୍ ପୋଷ୍ଟ କରିବା ଏବଂ ପେଜ୍ ଖୋଲିବାରେ ଅସମର୍ଥ ହୋଇଥିଲେ। ଏବେ ଡାଉନ୍…
ଦୁବାଇର ଅମ୍ବାନୀ ହେଉଛନ୍ତି ଏହି ବ୍ୟକ୍ତି; ସମ୍ପତ୍ତି ବିଷୟରେ ଜାଣିଲେ…
ୟୁନାଇଟେଡ୍ ଆରବ ଏମିରେଟ୍ସ(ୟୁଏଇ)ର ମୋଟ ୭ ଏମିରେଟ୍ସ ଅର୍ଥାତ ରାଜ୍ୟ ରହିଛି। ଏଥିରୁ ଗୋଟିଏ ହେଉଛି ଦୁବାଇ। ଏହାର ଶାସକ ହେଉଛନ୍ତି ଶେଖ ମହମ୍ମଦ ବିନ ରଶିଦ ଅଲ ମକତୁମ୍। ତାଙ୍କର ମୋଟ ସମ୍ପତ୍ତି ହେଉଛି ପ୍ରାୟ ୧.୫ ଲକ୍ଷ କୋଟି…
୭୧ ହଜାର ଡେଇଁଲା ସୁନା ଦର
ଭୁବନେଶ୍ୱର,୬।୪: ବଢ଼ିବାରେ ଲାଗିଛି ସୁନା ଦର। ଶନିବାର ରାଜଧାନୀ ଭୁବନେଶ୍ୱରରେ ୨୪ କ୍ୟାରେଟ୍ ସୁନାର ମୂଲ୍ୟ ୧୦ ଗ୍ରାମ ପିଛା ୭୧ ହଜାର ୨୯୦ ଟଙ୍କାରେ ପହଞ୍ଚିଛି। ସେହିଭଳି ୨୨ କ୍ୟାରେଟ୍ ସୁନା ଦର ୧୦ ଗ୍ରାମ ପିଛା ୬୫ ହଜାର…
ଏଲନ ମସ୍କଙ୍କୁ ପଛରେ ପକାଇ ବିଶ୍ୱର ତୃତୀୟ ଧନୀ ବ୍ୟକ୍ତି ହେଲେ ଜୁକରବର୍ଗ
ନୂଆଦିଲ୍ଲୀ,୬।୪: ଦୁନିଆର ସବୁଠାରୁ ବଡ଼ ସୋସିଆଲ ମିଡିଆ ପ୍ଲାଟଫର୍ମର ମାଲିକ ମାର୍କ ଜୁକରବର୍ଗଙ୍କ ସମ୍ପତ୍ତିରେ ରେକର୍ଡ ବୃଦ୍ଧି ଘଟିଛି। ସେ ଏଲନ ମସ୍କଙ୍କୁ ପଛରେ ପକାଇ ଦୁନିଆର ତୃତୀୟ ଧନୀ ବ୍ୟକ୍ତି ପାଲଟିଛନ୍ତି। ନଭେମ୍ବର ୨୦୨୦ ପରେ ପ୍ରଥମ ଥର ମାର୍କ…
୪ର୍ଥ ତ୍ରୈମାସରେ ୮% ବଢ଼ିବ ଜିଡିପି
ଭୁବନେଶ୍ୱର,୩୧।୩(ଅନୁରାଧା ମହାରଣା): କ୍ରମାଗତ ଭାବେ ଦେଶର ମୋଟ ଘରୋଇ ଉତ୍ପାଦ (ଜିଡିପି)ରେ ଅଭିବୃଦ୍ଧି ଘଟୁଥିବା ବେଳେ ଚଳିତ ଆର୍ଥିକ ବର୍ଷର ଶେଷ ତ୍ରୈମାସିକ ଶେଷ ସୁଦ୍ଧା ଭାରତର ଜିଡିପି ୮%ରୁ ଅଧିକ ହେବ ବୋଲି ଶନିବାର ଅର୍ଥମନ୍ତ୍ରୀ ନିର୍ମଳା ସୀତାରାମନ ଏକ…
Archives


