Tag Archives: Business

କର୍ମଚାରୀଙ୍କୁ ମାସକୁ ୧୦ ଦିନ ଅଫିସରୁ କାମ କରିବାକୁ କହିଲା ଇନ୍‌ଫୋସିସ୍‌

ନୂଆଦିଲ୍ଲୀ,୧।୧୧: ପ୍ରମୁଖ ଆଇଟି କମ୍ପାନୀ ଇନ୍‌ଫୋସିସ୍‌ ନିଜର କର୍ମଚାରୀମାନଙ୍କୁ ପ୍ରତିମାସରେ ଅତି କମ୍‌ରେ ୧୦ ଦିନ ଅଫିସରୁ କାମ କରିବାକୁ କହିଛି। ଏହାକୁ କମ୍ପାନୀର କାର୍ଯ୍ୟ ନୀତିରେ ବଡ଼ ପରିବର୍ତ୍ତନ ବୋଲି କୁହାଯାଉଛି। ତେବେ ଏଭଳି ପଦକ୍ଷେପ କମ୍ପାନୀର ହାଇବ୍ରିଡ୍‌ ଓ୍ବାର୍କ…

ଜେଟ୍‌ ଏୟାରଓ୍ବେଜ୍‌ ପ୍ରତିଷ୍ଠାତାଙ୍କ ବିରୋଧରେ ଚାର୍ଜଶିଟ୍‌ ଦାଖଲ କଲା ଇଡି, ୫୩୮ କୋଟି ଟଙ୍କା ଠକେଇର ମାମଲା…

ନୂଆଦିଲ୍ଲୀ,୧।୧୧: କାନାରା ବ୍ୟାଙ୍କର ୫୩୮ କୋଟି ଟଙ୍କା ଠକେଇ ମାମଲାରେ ପ୍ରବର୍ତ୍ତନ ନିର୍ଦ୍ଦେଶାଳୟ(ଇଡି) ଚାର୍ଜଶିଟ୍‌ ଦାଖଲ କରିଛି। ଏହି ଚାର୍ଜଶିଟ୍‌ରେ ଜେଟ୍‌ ଏୟାରଓ୍ବେଜର ପ୍ରତିଷ୍ଠାତା ନରେଶ ଗୋୟଲ, ତାଙ୍କ ପତ୍ନୀ ଅନୀତା ଗୋୟଲ ଏବଂ ୪ ଅନ୍ୟ କମ୍ପାନୀ ନାମ ସାମିଲ…

ନଭେମ୍ବର ପହିଲାରୁ ଲାଗୁ ହେବାକୁ ଯାଉଛି ଟଙ୍କା ସହ ଜଡ଼ିତ ୬ ବଡ଼ ପରିବର୍ତ୍ତନ, ପକେଟ ଉପରେ ପଡ଼ିବ ପ୍ରଭାବ, ଜାଣିନିଅନ୍ତୁ…

ନୂଆଦିଲ୍ଲୀ,୩୧।୧୦: ସାଧାରଣତଃ ପ୍ରତି ମାସ ପହିଲାରେ ଟଙ୍କା ସହ ଜଡ଼ିତ କିଛି ନୂଆ ପରିବର୍ତ୍ତନ ଲାଗୁ ହୋଇଥାଏ। ବୁଧବାରଠାରୁ ନଭେମ୍ବର ମାସ ଆରମ୍ଭ ହେଉଥିବାରୁ କିଛି ପ୍ରମୁଖ ପରିବର୍ତ୍ତନ ହେବାକୁ ଯାଉଛି। ଏହାର ପ୍ରଭାବ ଆପଣଙ୍କ ପର୍ସଠାରୁ ଆରମ୍ଭ କରି ବଜେଟ୍‌…

୨୦ କୋଟି ଦେଲ ନାହିଁ, ଏବେ ୨୦୦ କୋଟି ନ ଦେଲେ ଗୁଳି ମାରିଦେବୁ; ଅମ୍ବାନୀଙ୍କୁ ପୁଣି ମିଳିଲା ହତ୍ୟା ଧମକ…

ମୁମ୍ବାଇ,୨୯।୧୦: ଏସିଆର ସବୁଠାରୁ ଧନୀ ବ୍ୟକ୍ତି ଏବଂ ରିଲାଏନ୍ସ ଇଣ୍ଡଷ୍ଟ୍ରିଜ୍‌ର ଚେୟାରମ୍ୟାନ୍‌ ମୁକେଶ ଅମ୍ବାନୀଙ୍କୁ ଇମେଲ ଜରିଆରେ ଶନିବାର ପୁଣି ଥରେ ହତ୍ୟା ଧମକ ମିଳିଛି। ୨୦୦ କୋଟି ନ ଦେଲେ ତାଙ୍କୁ ଗୁଳି ମାରି ଦିଆଯିବ ବୋଲି ଧମକରେ କୁହାଯାଇଛି।…

ଲାଲ୍‌ଚାନ୍ଦର କୌନ୍‌ ବନେଗା ଲକ୍ଷପତି ଲକି ଡ୍ର

ଭୁବନେଶ୍ୱର,୨୯।୧୦(ଅନୁରାଧା ମହାରଣା): ଲାଲ୍‌ଚାନ୍ଦର ମାଷ୍ଟରକ୍ୟାଣ୍ଟିନ୍‌ ଓ ରଘୁନାଥପୁର ଷ୍ଟୋର ପାଇଁ କୌନ୍‌ ବନେଗା ଲକ୍ଷପତି ଲକି ଡ୍ର କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଯାଇଛି। ସ୍ଥାନୀୟ ଏକ ହୋଟେଲରେ ୨ଦିନ ଧରି ଏହି କାର୍ଯ୍ୟକ୍ରମ ଆୟୋଜିତ ହୋଇଥିଲା। ଏଥିରେ ଲକି ଡ୍ର ମାଧ୍ୟମରେ ୨ଜଣ…

ବ୍ୟକ୍ତିଗତ ଜୀବନୀକୁ ନେଇ ବଡ଼ ଖୁଲାସା ଏସିଆର ସବୁଠାରୁ ଧନୀ ବ୍ୟକ୍ତିଙ୍କ ସ୍ତ୍ରୀ ନୀତା ଅମ୍ବାନୀ

ମୁମ୍ବାଇ,୨୭।୧୦: ଆଜିକାଲି ଝିଅମାନେ ସବୁ କ୍ଷେତ୍ରରେ ପୁଅମାନଙ୍କ ସହିତ ସମାନ। ମୋ ଘରେ ତିନି ପିଲା ଆକାଶ, ଅନନ୍ତ ଏବଂ ଇଶାଙ୍କ ମଧ୍ୟରେ ଭେଦଭାବ ମୁଁ କରି ନ ଥିଲି। ରିଲାଏନ୍ସରେ ତିନିଜଣଙ୍କୁ ସମାନ ଭାଗୀଦାରୀ ଦେଇଛନ୍ତି। ଏସିଆର ସବୁଠାରୁ ଧନୀ…

ଅଲ୍‌ ନ୍ୟୁ ଟିଭିଏସ୍‌ ଜୁପିଟର ୧୨୫ ଉନ୍ମୋଚିତ: ରହିଛି ଭଏସ୍‌ ଆସିଷ୍ଟ୍‌, କଲ୍‌ ଓ ମେସେଜ୍‌ ଆଲର୍ଟ ଭଳି ସୁବିଧା…

ଭୁବନେଶ୍ୱର,୨୬।୧୦ (ଅଭୟ ଦାଶ): ଦେଶର ପ୍ରମୁଖ ଦୁଇ ଓ ତିନିଚକିଆ ଯାନ ନିର୍ମାତା ଟିଭିଏସ୍‌ ମୋଟର କମ୍ପାନି ପକ୍ଷରୁ ଅଲ ନ୍ୟୁ ଟିଭିଏସ୍‌ ଜୁପିଟର ୧୨୫କୁ ନିକଟରେ ସର୍ବଭାରତୀୟ ଉନ୍ମୋଚନ କରାଯାଇଛି। ଏ ସମ୍ପର୍କରେ ଟିଭିଏସ୍‌ ମୋଟର କମ୍ପାନିର ବରିଷ୍ଠ ଉପସଭାପତି…

ଜିଓ ଦେଶରେ ୧ ନମ୍ବର ନେଟ୍‌ୱର୍କ

ଭୁବନେଶ୍ୱର,୨୬।୧୦: ଦେଶର ପ୍ରମୁଖ ଘରୋଇ ଟେଲିକମ୍‌ କମ୍ପାନୀ ରିଲାଏନ୍ସ ଜିଓ ଭାରତର ୧ ନମ୍ବରର ନେଟ୍‌ଓ୍ବର୍କ ମାନ୍ୟତା ହାସଲ କରିଛି। ଏପରିକି ଓକ୍‌ଲା ପକ୍ଷରୁ ନିକଟରେ କରାଯାଇଥିବା ସ୍ପିଡ୍‌ ପରୀକ୍ଷା ଆୱାର୍ଡରେ ଜିଓ ସମସ୍ତ ପୁରସ୍କାର ଯଥା ଦ୍ରୁତ ମୋବାଇଲ୍‌ ନେଟ୍‌ୱର୍କ,…

ସୁପ୍ରିମକୋର୍ଟଙ୍କ ଏହି ନିର୍ଦ୍ଦେଶ ପରେ ଜିଓ-ଏୟାରଟେଲ୍‌କୁ ଲାଗିପାରେ ଝଟ୍‌କା; ଦେବାକୁ ହେବ ୧୪୪୦୦ କୋଟି ଟଙ୍କାର ଟିକସ୍‌!

ନୂଆଦିଲ୍ଲୀ,୧୭।୧୦: ନିକଟରେ ସୁପ୍ରିମକୋର୍ଟ ଟେଲିକମ୍‌ ସେକ୍ଟର ସହ ଜଡ଼ିତ ଏକ ନିଷ୍ପତ୍ତି ନେଇଛନ୍ତି। ତଦନୁଯାୟୀ ଟେଲିକମ୍‌ ଅପରେଟରମାନଙ୍କ ଦ୍ୱାରା ଦିଆଯାଉଥିବା ଲାଇସେନ୍ସ ଫିସ୍‌କୁ କ୍ୟାପିଟାଲ ଏକ୍ସପେଣ୍ଡିଚର ବୋଲି ଧରାଯିବ ବୋଲି କୋର୍ଟ କହିଛନ୍ତି। ଏଭଳି ନିଷ୍ପତ୍ତି ପରେ କୋଟାକ ଇନ୍‌ଷ୍ଟିଚ୍ୟୁସନାଲ ଆକ୍ଟିଭିଷ୍ଟ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?