ନୂଆପଡ଼ା,୩୧ା୧୦(ପୀତାମ୍ବର ସାହୁ): ନୂଆପଡ଼ା ନିର୍ବାଚନମଣ୍ଡଳୀରେ ଉପନିର୍ବାଚନ ଘୋଷଣା ପରଠାରୁ ଯଦିଓ ବିଭିନ୍ନ ଦଳର ନେତାମାନେ ବଡ଼ ଗାଡ଼ି ଧରି ଏଠାକାର ମୁଖ୍ୟ ରାସ୍ତାରେ ବାରମ୍ବାର ଏପାଖସେପାଖ ହୋଇ…