ଉପନିର୍ବାଚନ ଘୋଷଣା: ଏହି ସିଟ୍ରୁ ନିର୍ବାଚନ ଲଢିବେ ମମତା ବାନାର୍ଜୀ! ରାଜନୀତିରେ ଚହଳ କୋଲକାତା,୭।୯: ୪ଟି ରାଜ୍ୟର ୬ଟି ଆସନରେ ଉପନିର୍ବାଚନନ ପାଇଁ ନିର୍ବାଚନ କମିଶନ ଘୋଷଣା କରିଛନ୍ତି। ଏହି ଆସନଗୁଡ଼ିକରେ ଅକ୍ଟୋବର ୬ ତାରିଖରେ ଭୋଟଗ୍ରହଣ ହେବ ଏବଂ ଅକ୍ଟୋବର ୯ ତାରିଖରେ ଭୋଟ ଗଣତି କରାଯିବ। ଏଥିରେ ଶୁଭେନ୍ଦୁ ଅଧିକାରୀ ଛାଡ଼ିଥିବା ନନ୍ଦୀଗ୍ରାମ…