କର୍ମଚାରୀଙ୍କ ଦରମା ଦେବା ପାଇଁ ଘର ବନ୍ଧା ପକାଇଲେ ବାଇଜୁ ରାଭେନ୍ଦ୍ରନ୍ ମୁମ୍ବାଇ,୪ା୧୨: ଆର୍ଥିକ ସଙ୍କଟ ମଧ୍ୟରେ ଥିବା ଭାରତୀୟ ଏଡୁଟେକ୍ ବାଇଜୁ ପ୍ରତିଷ୍ଠାତା ବାଇଜୁ ରାଭେନ୍ଦ୍ରନ୍ ବଡ଼ ନିଷ୍ପତ୍ତି ନେଇଛନ୍ତି। କର୍ମଚାରୀଙ୍କ ଦରମା ଦେବା ପାଇଁ ବାଇଜୁ ନିଜର ଘର ତଥା ପରିବାର ସଦସ୍ୟଙ୍କ ମାଲିକାନାରେ ଥିବା ଘରକୁ ବନ୍ଧା ଦେଇ...