Bypoll Election result

ଆଜି ଆସିବ ଚାରି ରାଜ୍ୟର ୫ ବିଧାନସଭା ଉପନିର୍ବାଚନର ଫଳାଫଳ

ନୂଆଦିଲ୍ଲୀ,୨୩।୬: ଗୁରୁବାର (ଜୁନ ୧୯) ଚାରିଟି ରାଜ୍ୟର ପାଞ୍ଚଟି ବିଧାନସଭା ଆସନରେ ହୋଇଥିବା ବିଧାନସଭା ଉପନିର୍ବାଚନର ଫଳାଫଳ ସୋମବାର ଆସୁଛି। ଭୋଟ ଗଣତି ସକାଳ ୮ଟାରୁ ଆରମ୍ଭ…

8 months ago