ଆଉ ଏକ ଆମେରିକୀୟ ବିମାନକୁ ଖସାଇଲା ଇରାନ, ଦାବି କରି କହିଲା…. ତେହେରାନ,୫।୪: ଇରାନ ସହିତ ଚାଲିଥିବା ସଂଘର୍ଷରେ ଆମେରିକୀୟ ସେନା ପ୍ରବଳ କ୍ଷତି ସହୁଛି । ରବିବାର ଦିନ, ଇରାନର ଇସଲାମିକ୍ ରିଭୋଲ୍ୟୁସନାରୀ ଗାର୍ଡ କର୍ପସ (IRGC) ଇସଫାହାନ ପରମାଣୁ କେନ୍ଦ୍ର ନିକଟରେ ଆଉ ଏକ ଆମେରିକୀୟ ବିମାନକୁ ଟାର୍ଗେଟ କରି ଖସାଇ…