ଗର୍ଭବତୀଙ୍କୁ ହତ୍ୟାକଲେ ସିଏ ସ୍ବାମୀ, ପୋଲିସରୁ କହିଲେ ମିଛ କାହାଣୀ ଚଣ୍ଡିଗଡ଼,୧୯।୨: ସ୍ବାମୀ ଜଣେ ଚାର୍ଟାର୍ଡ ଆକାଉଣ୍ଟାଣ୍ଟ (ସିଏ) ଏବଂ ସ୍ତ୍ରୀ ହେଉଛନ୍ତି ଜଣେ ବ୍ୟାଙ୍କ ଅଧିକାରୀ। ସେମାନଙ୍କ ବିବାହକୁ ମାତ୍ର ୪ ମାସ ପୂରିଛି । ହେଲେ ଭାଲେଣ୍ଟାଇନ୍ସ ଡେ’ ପାଳନ କରିବା ପରେ ଏହି ଚାର୍ଟାର୍ଡ ଆକାଉଣ୍ଟାଣ୍ଟ ସ୍ବାମୀ ତାଙ୍କ…