Tag Archives: cabinet meeting

‘କିମ ଜୋଙ୍ଗ କାହିଁକି ପୁଟିନ ବି ଲାଜେଇ ଯିବେ’, ଟ୍ରମ୍ପଙ୍କ କ୍ୟାବିନେଟ ବୈଠକରେ ଏମିତି କ’ଣ ହେଲା ଯେ…

ଓ୍ବାଶିଂଟନ,୩୧।୮: ନିକଟରେ ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପଙ୍କ କ୍ୟାବିନେଟ ବୈଠକ ଅନୁଷ୍ଠିତ ହୋଇଥିଲା, ଯାହା ଖୁବ ଚର୍ଚ୍ଚାରେ ରହିଛି। ଏହି ବୈଠକ ତିନି ଘଣ୍ଟାରୁ ଅଧିକ ସମୟ ଧରି ଚାଲିଥିଲା, କିନ୍ତୁ ସରକାରୀ କାମ ଅପେକ୍ଷା ଏଥିରେ ଟ୍ରମ୍ପଙ୍କ ପ୍ରଶଂସା...

ରାଜ୍ୟ କ୍ୟାବିନେଟ୍‌ରେ ୭ ପ୍ରସ୍ତାବକୁ ଅନୁମୋଦନ

ଭୁବନେଶ୍ୱର,୧୪ା୮(ରବିନାରାୟଣ ଜେନା): ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀଙ୍କ ଅଧ୍ୟକ୍ଷତାରେ ବୁଧବାର ରାଜ୍ୟ କ୍ୟାବିନେଟ ୬ଟି ବିଭାଗର ୭ଟି ଗୁରୁତ୍ୱପୂର୍ଣ୍ଣ ପ୍ରସ୍ତାବକୁ ଅନୁମୋଦନ ଦେଇଛି। ତଦନୁଯାୟୀ ଓଡ଼ିଶାରେ ନର୍ସିଂ ଶିକ୍ଷାକୁ ସୁଦୃଢ଼ କରିବା ଉଦ୍ଦେଶ୍ୟରେ ଓଡ଼ିଶା ନର୍ସିଂ ଏଜୁକେଶନ, ସର୍ଭିସ୍‌ ରୁଲ୍ସ-୨୦୨୫...

ବୈଠକ ପରେ ମୋଦିଙ୍କ ବଡ଼ ନିଷ୍ପତ୍ତି: ଇଣ୍ଡିଆନ ଆର୍ମିରେ ବଡ଼ ହଲଚଲ

ଶ୍ରୀନଗର/ନୂଆଦିଲ୍ଲୀ,୨୯।୪: ଜମ୍ମୁ ଓ କଶ୍ମୀରର ପାହାଲଗାମରେ ଏପ୍ରିଲ ୨୨ରେ ଘଟିଥିବା ଭୟଙ୍କର ଆତଙ୍କବାଦୀ ଆକ୍ରମଣ ପରେ ଭାରତୀୟ ସେନାରେ ଏକ ଗୁରୁତ୍ୱପୂର୍ଣ୍ଣ ପରିବର୍ତ୍ତନ ହୋଇଛି। ଲେଫ୍ଟନାଣ୍ଟ ଜେନେରାଲ ପ୍ରତୀକ ଶର୍ମାଙ୍କୁ ଉଧମପୁରସ୍ଥିତ ଉତ୍ତର କମାଣ୍ଡର ଭାବେ ନିଯୁକ୍ତ କରାଯାଇଛି। ଏହି...

ଆଉ ମାଟ୍ରିକ ନୁହେଁ, ଏଣିକି ଅଙ୍ଗନଓ୍ବାଡ଼ି ସୁପରଭାଇଜରଙ୍କ ଯୋଗ୍ୟତା ସ୍ନାତକ

ଭୁବନେଶ୍ୱର,୨୩ା୪: ଏଣିକି ଅଙ୍ଗନଓ୍ବାଡ଼ି ସୁପରଭାଇଜର ପାଇଁ ସର୍ବନିମ୍ନ ଯୋଗ୍ୟତା ସ୍ନାତକ ରଖାଯାଇଛି। ପୂର୍ବରୁ ଅଙ୍ଗନଓ୍ବାଡ଼ି ସୁପରଭାଇଜରଙ୍କ ପାଇଁ ଯୋଗ୍ୟତା ମାଟ୍ରିକ ଥିଲା। ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀଙ୍କ ଅଧ୍ୟକ୍ଷତାରେ ବୁଧବାର ଅନୁଷ୍ଠିତ ମନ୍ତ୍ରୀ ପରିଷଦ ଏବଂ ରାଜ୍ୟ କ୍ୟାବିନେଟ ବୈଠକ...

Advertisement
Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri