Tag Archives: cabinet meeting

ଆଜି ରାଜ୍ୟ କ୍ୟାବିନେଟ୍‌: ୯ ପ୍ରସ୍ତାବ ଉପରେ ବାଜିପାରେ ମୋହର

ଭୁବନେଶ୍ୱର,୭ା୯(ରବିନାରାୟଣ ଜେନା): ରାଜ୍ୟ ସରକାରଙ୍କ ପକ୍ଷରୁ ସୋମବାର ଅପରାହ୍ନ ୫ଟାରେ ରାଜ୍ୟ କ୍ୟାବିନେଟ ବୈଠକ ବସିବ। ଲୋକସେବା ଭବନରେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀଙ୍କ ଅଧ୍ୟକ୍ଷତାରେ ଏହି ବୈଠକ ଅନୁଷ୍ଠିତ ହେବ। ବିଶ୍ୱସ୍ତ ସୂତ୍ରରୁ ମିଳିଥିବା ସୂଚନାନୁସାରେ, ଉକ୍ତ ବୈଠକରେ ବିଭିନ୍ନ…

‘ସ୍ବରାଷ୍ଟ୍ରମନ୍ତ୍ରୀଙ୍କ ଇସ୍ତଫା ଦାବି’: ସଂସଦରେ ହଟ୍ଟଗୋଳ ମଧ୍ୟରେ ପ୍ରଧାନମନ୍ତ୍ରୀ ମୋଦି ଡାକିଲେ କ୍ୟାବିନେଟ ବୈଠକ

ନୂଆଦିଲ୍ଲୀ,୩୧।୭: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ ଅଧ୍ୟକ୍ଷତାରେ କେନ୍ଦ୍ର କ୍ୟାବିନେଟର ଏକ ବୈଠକ ଶୁକ୍ରବାର (ଜୁଲାଇ 31, 2026) ସଂସଦ ଭବନରେ ଅନୁଷ୍ଠିତ ହୋଇଥିଲା। ଲୋକ ସଭା ଏବଂ ରାଜ୍ୟ ସଭା ଉଭୟରେ ବିରୋଧୀ ଦଳ ପକ୍ଷରୁ ଅମିତ ଶାହାଙ୍କୁ ଗୃହରେ ଉପସ୍ଥିତ…

କ୍ୟାବିନେଟ ବୈଠକ ପରେ ଅଶ୍ୱିନୀ ବୈଷ୍ଣବଙ୍କ ସାମ୍ବାଦିକ ସମ୍ମିଳନୀ: କହିଲେ ଠକ ମାଫିଆଙ୍କ ବିରୋଧରେ କଠୋର ଆଇନ ପ୍ରଣୟନ କରାଯିବ

ନୂଆଦିଲ୍ଲୀ,୨୪।୭: କ୍ୟାବିନେଟ ବୈଠକ ପରେ, କେନ୍ଦ୍ର ମନ୍ତ୍ରୀ ଅଶ୍ୱିନୀ ବୈଷ୍ଣବ ପେପର ଲିକ ପ୍ରସଙ୍ଗରେ ଏକ ସାମ୍ବାଦିକ ସମ୍ମିଳନୀରେ କହିଥିଲେ ଯେ ଏହି ବିପଦର ମୁକାବିଲା ପାଇଁ ଏକ କଠୋର ଆଇନକୁ ମଞ୍ଜୁର କରାଯାଇଛି। ‘ପେପର ଲିକ ମାଫିଆ’ଙ୍କୁ ଏବେ କଠୋର…

ଟେନ୍‌ସନ୍‌ରେ ମୋଦି: ଡାକିଲେ କ୍ୟାବିନେଟ୍‌ ବୈଠକ, ୨୪ ଘଣ୍ଟା ଭିତରେ…

ନୂଆଦିଲ୍ଲୀ,୨୪।୭: ଜନ୍ତର ମନ୍ତରରେ ପେପର ଲିକ ପ୍ରସଙ୍ଗକୁ ନେଇ ପ୍ରତିବାଦ ଜାରି ରହିଛି। ଦାୟୀଙ୍କ ବିରୋଧରେ କଠୋର କାର୍ଯ୍ୟାନୁଷ୍ଠାନର ପ୍ରତିଶ୍ରୁତି ପରେ ସାମାଜିକ କର୍ମୀ ସୋନମ ୱାଙ୍ଗଚୁକ ମଧ୍ୟ ତାଙ୍କର ଅନଶନ ସମାପ୍ତ କରିଛନ୍ତି। ସୋନମ ତାଙ୍କ ଅନଶନ ପ୍ରତ୍ୟାହାର କରିବା…

ସରକାରଙ୍କ ବଡ଼ ଉପହାର, ୨୦ ପ୍ରତିଶତ ବଢିଲା DA, ଆଶା କର୍ମୀଙ୍କୁ ମିଳିବ ୨ହଜାର, ମହିଳାଙ୍କ ପାଇଁ ମାଗଣା ବସ ସେବା

କୋଲକାତା,୨୨।୬: ସୋମବାର, ପଶ୍ଚିମବଙ୍ଗ ସରକାର ଅନେକ ସୁବିଧା ଘୋଷଣା କରିଛନ୍ତି। ରାଜ୍ୟ କ୍ୟାବିନେଟ ରାଜ୍ୟ କର୍ମଚାରୀଙ୍କ ପାଇଁ ମହଙ୍ଗା ଭତ୍ତା (DA) 20 ପ୍ରତିଶତ ବୃଦ୍ଧି କରିବାକୁ ନିଷ୍ପତ୍ତି ନେଇଛି। ଏହା ସହିତ, ଆଶା କର୍ମୀଙ୍କ ପାଇଁ ମାନଦେୟ ବୃଦ୍ଧି କରାଯାଇଛି;…

ମୋଦି ସରକାରଙ୍କ ୧୨ ବର୍ଷ ପୂର୍ତ୍ତି ଅବସରରେ କ୍ୟାବିନେଟରେ ବଡ଼ ନିଷ୍ପତ୍ତି, ମେଟ୍ରୋ….

ନୂଆଦିଲ୍ଲୀ,୧୦।୬: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ ନେତୃତ୍ୱରେ ଏନଡିଏ ସରକାରଙ୍କ ୧୨ ବର୍ଷ ପୂରଣ ଉପଲକ୍ଷେ ବୁଧବାର କେନ୍ଦ୍ର କ୍ୟାବିନେଟର ଏକ ବୈଠକ ଅନୁଷ୍ଠିତ ହୋଇଥିଲା। ଏହି ବୈଠକରେ ଅହମ୍ମଦାବାଦ ମେଟ୍ରୋ ରେଳ ପ୍ରକଳ୍ପର ସମ୍ପ୍ରସାରଣ ସମେତ ଅନେକ ପ୍ରମୁଖ ନିଷ୍ପତ୍ତି ନିଆଯାଇଛି।…

କ୍ୟାବିନେଟ୍‌ ବୈଠକ, ୭ ବିଭାଗର ୧୦ଟି ପ୍ରସ୍ତାବକୁ ମଞ୍ଜୁରୀ

ଭୁବନେଶ୍ବର,୨୦।୫: ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀଙ୍କ ଅଧ୍ୟକ୍ଷତାରେ କ୍ୟାବିନେଟ୍ ବୈଠକ ବସିଥିଲା । ଏଥିରେ ୧୦ଟି ପ୍ରସ୍ତାବକୁ ମଞ୍ଜୁରୀ ମିଳିଛି । ୭ଟି ବିଭାଗର ୧୦ଟି ପ୍ରସ୍ତାବକୁ ମଞ୍ଜୁରୀ ମିଳିଥିବା ନେଇ ମୁଖ୍ୟ ଶାସନ ସଚିବ ଅନୁ ଗର୍ଗ ସୂଚନା ଦେଇଛନ୍ତି…

ସୁନା ସମ୍ପର୍କରେ କ୍ୟାବିନେଟ ବୈଠକରେ ମନ୍ତ୍ରୀମାନଙ୍କୁ ମୋଦିଙ୍କ କଡ଼ା ବାର୍ତ୍ତା

ନୂଆଦିଲ୍ଲୀ,୧୪।୫: କ୍ୟାବିନେଟ ବୈଠକରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ମନ୍ତ୍ରୀ ଏବଂ ନିର୍ବାଚିତ ଜନପ୍ରତିନିଧିମାନଙ୍କୁ ସରଳତାକୁ ଗ୍ରହଣ କରିବା ଏବଂ ସମ୍ବଳର ବିଚାରବନ୍ତ ବ୍ୟବହାର କରିବାକୁ ପରାମର୍ଶ ଦେଇଥିଲେ। ସୂତ୍ର ଅନୁଯାୟୀ, ପ୍ରଧାନମନ୍ତ୍ରୀ ମୋଦି କହିଛନ୍ତି ଯେ ନିର୍ବାଚିତ ପ୍ରତିନିଧିମାନେ ସେମାନଙ୍କର ଆଚରଣ…

୧୨ ପ୍ରସ୍ତାବକୁ ମିଳିଲା କ୍ୟାବିନେଟ୍‌ ମଞ୍ଜୁରୀ, ମୁଖ୍ୟ ଶାସନ ସଚିବ ସୂଚନା ଦେଇ କହିଲେ ଏହି ବିଭାଗର…

ଭୁବନେଶ୍ୱର,୩୧ା୧: ସରିଲା କ୍ୟାବିନେଟ୍‌ ବୈଠକ। ଏହା ପରେ ମୁଖ୍ୟ ଶାସନ ସଚିବ ଅନୁ ଗର୍ଗ ସୂଚନା ଦେଇ କହିଛନ୍ତି, ୧୦ଟି ବିଭାଗର ୧୨ ପ୍ରସ୍ତାବକୁ କ୍ୟାବିନେଟ ମଞ୍ଜୁରୀ ମିଳିଛି। ରାଜ୍ୟ ସମବାୟ ନୀତିକୁ କ୍ୟାବିନେଟ୍‌ରେ ମଞ୍ଜୁରୀ ମିଳିଛି। ଜଳସମ୍ପଦ ବିଭାଗର ଡାଇଭର୍ସନ…

Ajit Pawar Last Photo: ଅଜିତ ପାଓ୍ବାରଙ୍କ ସେହି ଶେଷ ଫଟୋ, ଫଡନବିସ୍‌ଙ୍କ ସହ କ୍ୟାବିନେଟ୍‌ ବୈଠକରେ ହୋଇଥିଲା ଏହି…

ମୁମ୍ବାଇ,୨୮ା୧: ମହାରାଷ୍ଟ୍ରର ଉପମୁଖ୍ୟମନ୍ତ୍ରୀ ଅଜିତ ପାଓ୍ବାରଙ୍କର ବୁଧବାର ସକାଳେ ବାରାମତିରେ ଏକ ବିମାନ ଦୁର୍ଘଟଣାରେ ଦେହାନ୍ତ ହୋଇଛି। ଅଜିତ ନିର୍ବାଚନ ପ୍ରଚାର ପାଇଁ ବାରାମତି ଯାଉଥିଲେ। ତାଙ୍କର ପରଲୋକ କେବଳ ଏନ୍‌ସିପି ପାଇଁ ନୁହେଁ ବରଂ ମହାରାଷ୍ଟ୍ର ପାଇଁ ମଧ୍ୟ ଏକ…

‘କିମ ଜୋଙ୍ଗ କାହିଁକି ପୁଟିନ ବି ଲାଜେଇ ଯିବେ’, ଟ୍ରମ୍ପଙ୍କ କ୍ୟାବିନେଟ ବୈଠକରେ ଏମିତି କ’ଣ ହେଲା ଯେ…

ଓ୍ବାଶିଂଟନ,୩୧।୮: ନିକଟରେ ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପଙ୍କ କ୍ୟାବିନେଟ ବୈଠକ ଅନୁଷ୍ଠିତ ହୋଇଥିଲା, ଯାହା ଖୁବ ଚର୍ଚ୍ଚାରେ ରହିଛି। ଏହି ବୈଠକ ତିନି ଘଣ୍ଟାରୁ ଅଧିକ ସମୟ ଧରି ଚାଲିଥିଲା, କିନ୍ତୁ ସରକାରୀ କାମ ଅପେକ୍ଷା ଏଥିରେ ଟ୍ରମ୍ପଙ୍କ ପ୍ରଶଂସା ଅଧିକ…

ରାଜ୍ୟ କ୍ୟାବିନେଟ୍‌ରେ ୭ ପ୍ରସ୍ତାବକୁ ଅନୁମୋଦନ

ଭୁବନେଶ୍ୱର,୧୪ା୮(ରବିନାରାୟଣ ଜେନା): ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀଙ୍କ ଅଧ୍ୟକ୍ଷତାରେ ବୁଧବାର ରାଜ୍ୟ କ୍ୟାବିନେଟ ୬ଟି ବିଭାଗର ୭ଟି ଗୁରୁତ୍ୱପୂର୍ଣ୍ଣ ପ୍ରସ୍ତାବକୁ ଅନୁମୋଦନ ଦେଇଛି। ତଦନୁଯାୟୀ ଓଡ଼ିଶାରେ ନର୍ସିଂ ଶିକ୍ଷାକୁ ସୁଦୃଢ଼ କରିବା ଉଦ୍ଦେଶ୍ୟରେ ଓଡ଼ିଶା ନର୍ସିଂ ଏଜୁକେଶନ, ସର୍ଭିସ୍‌ ରୁଲ୍ସ-୨୦୨୫ ଗଠନ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?