ଆତ୍ମସମର୍ପଣ କଲେ କ୍ୟାଡର ମାଓବାଦୀ ମମିତା: ମିଳିବ ଏତିକି ଟଙ୍କା କୋରାପୁଟ,୫।୨(ଅମିତାଭ ବେହେରା): ମାଓବାଦୀ ଏସିଏମ କ୍ୟାଡର ମମତା ପଡିଆମି ଓରଫ ମମିତା (୨୬)ଏସଏଲଆର ସହିତ ଗୁରୁବାର କୋରାପୁଟ ଦକ୍ଷିଣାପଶ୍ଚିମାଞ୍ଚଳ ଡିଆଇଜି କନୱାର ବିଶାଳ ସିଂ ନିକଟରେ ଆତ୍ମ ସମର୍ପଣ କରିଛି। ଆତ୍ମସମର୍ପଣ କରିଥିବା ମାଓବାଦୀଙ୍କ ଘର ଛତିଶଗଡ଼ ରାଜ୍ୟର ଲିଙ୍ଗପୁରମ ଗ୍ରାମର…