Call center for transporting dead bodies

ଏଣିକି ମୃତଦେହ ପରିବହନ ପାଇଁ ରହିବ କଲ୍‌ ସେଣ୍ଟର; ଘର କିମ୍ବା ଶ୍ମଶାନ ଯାଏ…

ଭୁବନେଶ୍ୱର,୧୬।୪: ରାଜ୍ୟରେ ଏଣିକି ଶବ ପରିବହନ ପାଇଁ କଲ ସେଣ୍ଟର ରହିବ। ୧୦୮ ଆମ୍ବୁଲାନ୍ସ ସେବା ଭଳି ଏଥିରେ ଟୋଲ ଫ୍ରି ନମ୍ବର ରହିବ। ବୁଧବାର ସ୍ବାସ୍ଥ୍ୟ…

8 months ago