ଶାନ୍ତି ପ୍ରୟାସର ଆହ୍ବାନ ଚେତନତା ଅଭାବରୁ କୋର୍ଟ କଚେରି, ଥାନାର ଭୟ ଦେଖାଇ କିଛି ଖଳପ୍ରକୃତିର ବ୍ୟକ୍ତି ସାଧାରଣ ଜନତାଙ୍କୁ ଭୟଭୀତ କରନ୍ତି ଏବଂ ପରେ ଡାହାଣୀ ହୋଇ ଲାଗିବା ଓ ଗୁଣିଆ ହୋଇ ଛଡ଼ାଇବା ନୀତିରେ ମଧ୍ୟସ୍ଥି ହୋଇ ସେମାନଙ୍କର ସର୍ବସ୍ବ ଲୁଟନ୍ତି। ଫଳରେ…