ଡିଜିଟାଲ ସାକ୍ଷରତା ପ୍ରୋତ୍ସାହିତ କରିବାକୁ ଆହ୍ବାନ ଭୁବନେଶ୍ୱର,୮ା୯(ସୁଚିସ୍ମିତା ସାହୁ): ଦେଶ ତଥା ରାଜ୍ୟର ଆର୍ଥିକ ପ୍ରଗତି ସହିତ ସାମାଜିକ ବିକାଶ ଏବଂ ବ୍ୟକ୍ତିଗତ ଉନ୍ନତି ପାଇଁ ଶିକ୍ଷା ଅତ୍ୟନ୍ତ ଜରୁରୀ। ଶିକ୍ଷା କେବଳ ଜଣେ ବ୍ୟକ୍ତିର ମୌଳିକ ଅଧିକାର ନୁହେଁ, ସମାଜରୁ ଦାରିଦ୍ର୍ୟ ଓ ଅସମାନତା ଦୂର କରିବାରେ…