Tag Archives: Campaign

୧ ନଂ ଜୋନ୍‌ରେ ଜମୁଛି ପ୍ରାର୍ଥୀଙ୍କ ନିର୍ବାଚନୀ ପ୍ରଚାର

ହାଟଡିହୀ,୧୬ା୫(ଶୁଭକାନ୍ତ ନାୟକ): କେନ୍ଦୁଝର ଜିଲା ଆନନ୍ଦପୁର ବିଧାନସଭା କ୍ଷେତ୍ରରେ ବିଜେଡି ଗୁରୁବାର ୧ ନଂ ଜୋନ୍‌ରେ ନିର୍ବାଚନୀ ପ୍ରଚାରକୁ ଜୋର୍‌ଦାର କରିଛି। ପ୍ରଥମେ କର୍ମୀମାନେ ଗହଲମୁଣ୍ଡା ଠାରେ ଏକଜୁଟ୍‌ ହୋଇଥିଲେ। ପରେ ବିଜେଡି ବିଧାୟକ ପ୍ରାର୍ଥୀ ଅଭିମନ୍ୟୁ ସେ ସମର୍ଥକଙ୍କ ସହ…

ଭୁବନେଶ୍ୱରରେ ଜେପି ନଡ୍ଡା

ଭୁବନେଶ୍ୱର,୧୫ା୫: ଭାଜପା ରାଷ୍ଟ୍ରୀୟ ଅଧ୍ୟକ୍ଷ ଜେ.ପି. ନଡ୍ଡା ବୁଧବାର ସନ୍ଧ୍ୟାରେ ଭୁବନେଶ୍ୱର ବିମାନ ବନ୍ଦରରେ ପହଞ୍ଚି ସାରିଛନ୍ତି। ପରେ ଏକ ହୋଟେଲରେ ଭାଜପା ମହିଳା କାର୍ଯ୍ୟକର୍ତ୍ତାଙ୍କ ସହ ଏକ ବୈଠକ କରିଛନ୍ତି। ଆସନ୍ତାକାଲି ନଡ୍ଡା ରାଜଧାନୀରେ ରୋଡ୍‌ ଶୋ’ କରିବେ। ମାଉସୀ…

ନିଜ ସପକ୍ଷରେ ଭୋଟ୍‌ ଦେବାକୁ ଭୋଟରଙ୍କୁ ନିବେଦନ କଲେ ଅଭିମନ୍ୟୁ

ହାଟଡିହୀ,୧୫ା୫(ଶୁଭକାନ୍ତ ନାୟକ): କେନ୍ଦୁଝର ଜିଲା ସମଣା ପଞ୍ଚାୟତ ବରାଙ୍ଗଠାରେ ମହିଳା ବିଜେଡି କାର୍ଯ୍ୟାଳୟ ଉଦ୍‌ଘାଟିତ ହୋଇଛି। ପ୍ରଥମେ ମହିଳାମାନେ ଆନନ୍ଦପୁର ବିଧାନସଭା କ୍ଷେତ୍ରର ବିଜେଡି ବିଧାୟକ ପ୍ରାର୍ଥୀ ଅଭିମନ୍ୟୁ ସେଠୀଙ୍କୁ ବନ୍ଦାପନା କରିଥିଲେ। ପରେ ଅଭିମନ୍ୟୁ ଫିତା କାଟି କାର୍ଯ୍ୟାଳୟକୁ ଉଦ୍‌ଘାଟନ…

ଭୋଟରଙ୍କୁ ମନାଇବା ପାଇଁ ଚାଲିଛି ଜୋର୍‌ଦାର ପ୍ରୟାସ

ଦାରିଙ୍ଗବାଡ଼ି,୧୫ା୫(ଅରୁଣ ସାହୁ): କନ୍ଧମାଳ ଜିଲା ଜି. ଉଦୟଗିରି ନିର୍ବାଚନ ମଣ୍ଡଳୀରେ ବିଭିନ୍ନ ଦଳ ପକ୍ଷରୁ ଜୋରଦାର ନିର୍ବାଚନ ପ୍ରଚାର ଚାଲିଛି। ଆସନ୍ତା ୨୦ରେ ସାଧାରଣ ନିର୍ବାଚନ ପାଇଁ ଭୋଟ ସଂଗ୍ରହ ହେବାକୁ ରହିଥିବା ବେଳେ ଉକ୍ତ ନିର୍ବାଚନ ମଣ୍ଡଳୀରେ ତ୍ରିମୁଖୀ ଲଢ଼େଇ…

ଗରିବ ମହିଳା, ବେକାରୀଙ୍କ ପାଇଁ ମାସକୁ ୮୫୦୦ ଟଙ୍କା ଘୋଷଣା କଲେ ରାହୁଲ

ବଲାଙ୍ଗୀର,୧୫ା୫(ସୁନୀଲ ମହାନ୍ତି): ଯେଉଁ ସମ୍ବିଧାନ ଦେଶର ଅଗଣିତ ଚାଷୀ, ଗରିବ, ଖଟିଖିଆ, ମଜଦୂର, ମହିଳା, ଯୁବକ, ଯୁବତୀଙ୍କୁ ବଞ୍ଚିବାର ଅଧିକାର ଦେଇଛି, ସେଇ ସମ୍ବିଧାନକୁ ଭାଜପା ଫାଡ଼ି ଦେବ ବୋଲି ଘୋଷଣା କରିଛି। ଭାରତର ଜନସାଧାରଣ ଓ କଂଗ୍ରେସ ଥିବା ଯାଏ…

ଭାଜପା ସରକାର ଜନବିରୋଧୀ ସରକାର: ପାଣ୍ଡିଆନ

ଦେବଗଡ଼,୧୫ା୫: ଦେବଗଡ଼ରେ ଦଳୀୟ କର୍ମୀଙ୍କ ପାଇଁ ବୁଧବାର ପ୍ରଚାର କରିଛନ୍ତି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ। ଏହି ସମୟରେ ୫-ଟି ଅଧ୍ୟକ୍ଷ ତଥା ବିଜେଡିର ବରିଷ୍ଠ ନେତା କାର୍ତ୍ତିକ ପାଣ୍ଡିଆନ ବିରୋଧୀଙ୍କୁ କଡ଼ା ସମାଲୋଚନା କରିଛନ୍ତି। ସେ କହିଛନ୍ତି, ଭାଜପା ସରକାର ଜନବିରୋଧୀ…

ଆଜି ଅନୁଗୋଳରେ ପାଣ୍ଡିଆନଙ୍କ ରୋଡ୍‌ ଶୋ

ଅନୁଗୋଳ,୧୩ା୫(ଅମିତ କୁମାର ସାମଲ): ୫-ଟି ଅଧ୍ୟକ୍ଷ ତଥା ବିଜେଡି ନେତା କାର୍ତ୍ତିକ ପାଣ୍ଡିଆନ ସୋମବାର ଅନୁଗୋଳ ଜିଲାରେ ଦଳୀୟ ନିର୍ବାଚନ ପ୍ରଚାରର ମଙ୍ଗ ଧରିବେ। ଅପରାହ୍ନ ସାଢ଼େ ୩ଟାରେ ସେ ପାଲଲହଡ଼ା ନିର୍ବାଚନମଣ୍ଡଳୀରେ ପହଞ୍ଚି ସାଧାରଣ ସଭାରେ ଯୋଗଦେବେ। ପରେ ତାଳଚେରରେ…

ପଶ୍ଚିମବଙ୍ଗରେ ମୋଦି ଦେଲେ ଏହି ୫ ଗ୍ୟାରେଣ୍ଟି…

କୋଲକାତା,୧୨ା୫: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ରବିବାର ପଶ୍ଚିମବଙ୍ଗର ବାରାକପୁରରେ ଏକ ସାଧାରଣ ସଭାରେ ସମ୍ବୋଧିତ କରିଛନ୍ତି। ଏହି ସମୟରେ ପ୍ରଧାନମନ୍ତ୍ରୀ ୫ଟି ଗ୍ୟାରେଣ୍ଟି ଦେଇଛନ୍ତି। ସେ କହିଛନ୍ତି, ସେମାନେ ସିଏଏ ଆଇନକୁ ରଦ୍ଦ କରିବା କଥା କହୁଛନ୍ତି, କିନ୍ତୁ ଆଜି ମୁଁ…

ବିରୋଧୀମାନେ ମିଛ କଥା କହୁଛନ୍ତି, ଭାଜପା ନେତା କୁମ୍ଭୀର କାନ୍ଦଣା କାନ୍ଦୁଛନ୍ତି: ନବୀନ

ଭୁବନେଶ୍ୱର/ବଲାଙ୍ଗୀର,୧୨ା୫: ବଲାଙ୍ଗୀର ଜିଲା ବଙ୍ଗୋମୁଣ୍ଡାଠାରେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଏକ ବିରାଟ ସଭାରେ ରବିବାର ଯୋଗ ଦେଇଛନ୍ତି। ମୁଖ୍ୟମନ୍ତ୍ରୀ ଉକ୍ତ ସଭାରେ ସମ୍ବୋଧିତ କରିବା ସହ ସିଧା ବିରୋଧୀଙ୍କୁ ଟାର୍ଗେଟ୍‌ କରିଛନ୍ତି। ମୁଖ୍ୟମନ୍ତ୍ରୀ କହିଛନ୍ତି, ବିରୋଧୀମାନେ ମିଛ କଥା କହୁଛନ୍ତି। ଭାଜପା…

ନିଜ ନିର୍ବାଚନ ମଣ୍ଡଳୀରୁ ପ୍ରଚାର ଆରମ୍ଭ କଲେ ମୁଖ୍ୟମନ୍ତ୍ରୀ

ହିଞ୍ଜିଳିକାଟୁ,୨୪ା୪(ଦ୍ୱିତୀକୃଷ୍ଣ ପଣ୍ଡା): ମୁଖ୍ୟମନ୍ତ୍ରୀ ତଥା ବିଜେଡି ସୁପ୍ରିମୋ ନବୀନ ପଟ୍ଟନାୟକ ବୁଧବାରଠାରୁ ନିଜ ନିଜାଚନ ମଣ୍ଡଳୀ ହିଞ୍ଜିଳିରୁ ୨୦୨୪ ନିର୍ବାଚନ ପ୍ରଚାରର ଶୁଭାରମ୍ଭ କରିଛନ୍ତି। ହିଞ୍ଜିଳିକାଟୁ ବ୍ଲକ ସମରଝୋଳ ଛକ ଚକ୍ଷୁ ଚିକିତ୍ସାଳୟ ନିକଟସ୍ଥ ମେଘମାଳା ମୋଠାରେ ଆୟୋଜିତ କାର୍ଯ୍ୟକ୍ରମରେ ୨୦୨୪…

ଭୋଟରଙ୍କୁ ସଚେତନ କରୁଛନ୍ତି ପଦ୍ମଶ୍ରୀ ହଳଧର ନାଗ, କଂସ ମହାରାଜ ହୃଷୀକେଶ ଭୋଇ

ବରଗଡ଼,୨୪ା୪(ପ୍ରେମାନନ୍ଦ ଖମାରୀ): ସାଧାରଣ ନିର୍ବାଚନରେ ସମସ୍ତ ଭୋଟରଙ୍କ ଭାଗିଦାରୀ ସୁନିଶ୍ଚିତ କରିବା ତଥା ଭୋଟରଙ୍କୁ ସଚେତନ କରିବା ପାଇଁ ବରଗଡ଼ ଜିଲା ପ୍ରଶାସନ ଅଭିନୟ ପ୍ରୟାସ ଜାରି ରଖିଛି । ସମଗ୍ର ଜିଲାର କୋଣ ଅନୁକୋଣରେ ସ୍କୁଲ,କଲେଜ ଛାତ୍ରୀଛାତ୍ର ସଚେତନତା ବାର୍ତ୍ତା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?