ବାଣୀବିହାର କ୍ୟାମ୍ପସରେ ଛାତ୍ର ଉତ୍ତେଜନା: ସମସ୍ତ ପ୍ରାର୍ଥୀଙ୍କ ସହଯୋଗ ଲୋଡ଼ିଲେ ସିପି-ଡିସିପି
ଭୁବନେଶ୍ୱର,୧୪ା୧୦: ଉତ୍କଳ ବିଶ୍ୱବିଦ୍ୟାଳୟ ବାଣୀବିହାର କ୍ୟାମ୍ପସରେ ଛାତ୍ର ଉତ୍ତେଜନା ଥମିବାର ନାଁ ନେଉନାହିଁ। କ୍ୟାମ୍ପସ ଭିତରକୁ ଅଣଛାତ୍ରଙ୍କ ପ୍ରବେଶକୁ ନେଇ ପରିସ୍ଥିତି ଅଶାନ୍ତ ରହିଛି, ଯାହାଫଳରେ ନିର୍ଦ୍ଧାରିତ ‘ହ୍ବାଏ ଆଇ ଷ୍ଟାଣ୍ଡ ଫର୍’ ବୈଠକ ମଧ୍ୟ ଆରମ୍ଭ ହୋଇପାରିନାହିଁ। କ୍ୟାମ୍ପସ ଅଡିଟୋରିୟମ…

