‘ଯେଉଁମାନେ ଖେଳନ୍ତି, କେବଳ ସେମାନେ ପ୍ରସ୍ଫୁଟିତ ହୁଅନ୍ତି…’, ‘ମନ କି ବାତ’ରେ କାନାଡିଆନ ଦଳ ବିଷୟରେ କାହିଁକି କହିଥିଲେ ମୋଦି? ଜାଣନ୍ତୁ… ନୂଆଦିଲ୍ଲୀ,୨୨।୨: ରବିବାର (୨୨ ଫେବୃଆରୀ) ମନ କି ବାତର ୧୩୧ ତମ ଏପିସୋଡରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି କହିଛନ୍ତି ଯେ ଏହି ଶିଖର ସମ୍ମିଳନୀରେ ବିଶ୍ୱ AI କ୍ଷେତ୍ରରେ ଭାରତର ଉଲ୍ଲେଖନୀୟ କ୍ଷମତା ଦେଖିଛି। ଭାରତ ତିନୋଟି ମେଡ ଇନ ଇଣ୍ଡିଆ…