Tag Archives: canal

କେନାଲ ଭିତରକୁ ପଶିଗଲା କାର୍‌

ପରଜଙ୍ଗ,୮ା୧୨(ନିଗମାନନ୍ଦ ଦଳବେହେରା): ଢେଙ୍କାନାଳ ଜିଲା ପରଜଙ୍ଗ ଥାନାଠାରୁ ଅଳ୍ପ ଦୂର ପରଜଙ୍ଗ ବଜାର ଦେଇ ଯାଇଥିବା ପୂର୍ତ୍ତ ବିଭାଗ ରାସ୍ତାର ପରଜଙ୍ଗ ଶାଖା କେନାଲ ଭିତରକୁ ଏକ କାର୍‌ ପଶିଯାଇଥିବା ଦେଖିବାକୁ ମିଳିଛି। ସୂଚନା ମୁତାବକ ସୋମବାର ଭୋର୍‌ ଏକ କାର୍‌…

କେନାଲରୁ ମିଳିଲା ପୁଅର ଗଳାକଟା ମୃତଦେହ, ଦାଦାଙ୍କ ନାଁରେ ହତ୍ୟା ଅଭିଯୋଗ ଆଣି ବାପା କହିଲେ …

କଟକ ସଦର,୨ା୧୧(ସୁଶାନ୍ତ କୁମାର ଜେନା): କିଶନନଗର ଥାନା ଅନ୍ତର୍ଗତ ଥୋରିଆପଡ଼ା ଗ୍ରାମର ନିଖୋଜ ଯୁବକ ଦିଲ୍ଲୀପ ଭୋଇ (୨୪)ର ଗଳାକଟା ମୃତଦେହ ରବିବାର ସକାଳୁ ତାଳଦଣ୍ଡା କେନାଲର ଅଇନିପୁର ସ୍ବାଇଁ ସାହି ନିକଟରୁ ଉଦ୍ଧାର କରାଯାଇଛି। କେନାଲରେ ମୃତଦେହ ଭାସୁଥିବା ଖବର…

କେନାଲରେ ଗାଧୋଇବାବେଳେ ବୁଡ଼ିଗଲେ ଛାତ୍ରୀ

ସାଲେପୁର/ନିଶ୍ଚିନ୍ତକୋଇଲି,୧୩ା୮(ଅରବିନ୍ଦ ଭୂୟାଁ/ଅଶୋକ ମହାପାତ୍ର): କେନାଲରେ ଗାଧୋଉ ଥିବାବେଳେ ଜଣେ ନବମ ଶ୍ରେଣୀ ଛାତ୍ରୀ ପାଣିରେ ବୁଡ଼ି ନିଖୋଜ ହୋଇଯାଇଛନ୍ତି। ଏଭଳି ଅଭାବନୀୟ ଘଟଣା ଦେଖିବାକୁ ମିଳିଛି କଟକ ଜିଲା ସାଲେପୁର ବ୍ଲକ ପଟ୍ଟାମୁଣ୍ଡାଇ କେନାଲ ନରଦା ଗ୍ରାମ ନିକଟରେ। କେନାଲ ପାଣିରେ…

ନଦୀ-ନାଳର ଠିକଣା ଖୋଜୁଛନ୍ତି ଭଞ୍ଜନଗର ଚାଷୀ: ମୌସୁମୀ ଆସିଲାଣି ହେଲେ ମରାମତି ହୋଇନି ଆଡ଼ିବନ୍ଧ

ଭଞ୍ଜନଗର,୧୫ା୬(ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗର ଜଳସେଚନ ବିଭାଗ ଅଧିକ୍ଷଣଯନ୍ତ୍ରୀ କାର୍ଯ୍ୟାଳୟ ଅଧୀନରେ ଥିବା ଅନେକ ନଦୀ, କେନାଲ ଲଟା ବୁଦାରେ ଭରି ରହିଛି। ଆଉ କେତକ ସ୍ଥାନରେ ମାଟିରେ ମଧ୍ୟ ନଦୀ, ନାଳ ପୋତି ହୋଇଗଲାଣି। ଚଳିତ ବର୍ଷ ମୌସୁମୀ…

Advertisement
Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri