Tag Archives: canal

ଶ୍ମଶାନକୁ ରାସ୍ତା ନାହିଁ, କେନାଲ ପାର୍‌ ହୋଇ ଶବଦାହ କଲେ ଗ୍ରାମବାସୀ

ଗଞ୍ଜାମ,୧୬ା୮(ବିଦ୍ୟାଧର ସାହୁ): ଗଞ୍ଜାମ ବ୍ଲକ ଅନ୍ତର୍ଗତ ହୁମ୍ମା ପଞ୍ଚାୟତର ଗଡ଼ହୁମ୍ମା ଗ୍ରାମ ନିକଟରେ ରହିଛି ବାଉଁସିଆ ପଡ଼ା ଗ୍ରାମ। ଶବଦାହ ପାଇଁ ଗ୍ରାମବାସୀ ନାହିଁ ନ ଥିବା ଅସୁବିଧାର ସମ୍ମୁଖୀନ ହୋଇଥାନ୍ତି। ଶବଦାହ କରିବା ପାଇଁ ଶ୍ମଶାନ ନାହିଁ। ଶବଦାହ କରିବାକୁ…

ଧୂଷୁରୀ ଅଞ୍ଚଳରେ ରହସ୍ୟମୟ ମୃତ୍ୟୁ: ନାଳରେ ଭାସୁଛି ଅଜଣା ମୃତଦେହ

ଧାମନଗର,୨୦ା୭(କାଳନ୍ଦୀ ବେହେରା): ଭଦ୍ରକ ଜିଲା ଧାମନଗର ବ୍ଲକ ଅନ୍ତର୍ଗତ ଧୁଷୁରୀ ଥାନା ଅଧୀନ ବୟାଙ୍ଗଡିହି ପଞ୍ଚାୟତର ନୂଆଗାଁ ବଜାର ନିକଟସ୍ଥ ଏକ ନାଳରୁ ସୋମବାର ସକାଳେ ଜଣେ ଅଜଣା ବ୍ୟକ୍ତିଙ୍କ ମୃତଦେହ ଭାସୁଥିବା ଦେଖିବାକୁ ମିଳିଛି। ଏହି ଘଟଣା ଜଣାପଡ଼ିବା ପରେ…

କେନାଲରୁ ମିଳିଲା ଯୁବକଙ୍କ ମୃତଦେହ, ଭଉଣୀ-ଭିଣୋଇଙ୍କୁ ଅଟକ ରଖି…

ନୟାଗଡ଼,୧୨ା୬(ଲୋକନାଥ ମିଶ୍ର): ନୟାଗଡ଼ ସଦର ଥାନା ରାଇପୁର ଗାଁର କାହ୍ନୁ ସେଠୀ ନାମକ ଜଣେ ଯୁବକଙ୍କ ମୃତଦେହ ତୋଟା ସାହି ପାଳୁଅ ବାରି କେନାଲରୁ ଶୁକ୍ରବାର ଉଦ୍ଧାର ହୋଇଛି। ଘଟଣାସ୍ଥଳରୁ ବିଦେଶୀ ମଦ ବୋତଲ, ବିଷ ମିଶା ସ୍ପ୍ରାଇଟ ବୋତଲ, ଚପଲ,…

କେନାଲ ଭିତରକୁ ପଶିଗଲା କାର୍‌

ପରଜଙ୍ଗ,୮ା୧୨(ନିଗମାନନ୍ଦ ଦଳବେହେରା): ଢେଙ୍କାନାଳ ଜିଲା ପରଜଙ୍ଗ ଥାନାଠାରୁ ଅଳ୍ପ ଦୂର ପରଜଙ୍ଗ ବଜାର ଦେଇ ଯାଇଥିବା ପୂର୍ତ୍ତ ବିଭାଗ ରାସ୍ତାର ପରଜଙ୍ଗ ଶାଖା କେନାଲ ଭିତରକୁ ଏକ କାର୍‌ ପଶିଯାଇଥିବା ଦେଖିବାକୁ ମିଳିଛି। ସୂଚନା ମୁତାବକ ସୋମବାର ଭୋର୍‌ ଏକ କାର୍‌…

କେନାଲରୁ ମିଳିଲା ପୁଅର ଗଳାକଟା ମୃତଦେହ, ଦାଦାଙ୍କ ନାଁରେ ହତ୍ୟା ଅଭିଯୋଗ ଆଣି ବାପା କହିଲେ …

କଟକ ସଦର,୨ା୧୧(ସୁଶାନ୍ତ କୁମାର ଜେନା): କିଶନନଗର ଥାନା ଅନ୍ତର୍ଗତ ଥୋରିଆପଡ଼ା ଗ୍ରାମର ନିଖୋଜ ଯୁବକ ଦିଲ୍ଲୀପ ଭୋଇ (୨୪)ର ଗଳାକଟା ମୃତଦେହ ରବିବାର ସକାଳୁ ତାଳଦଣ୍ଡା କେନାଲର ଅଇନିପୁର ସ୍ବାଇଁ ସାହି ନିକଟରୁ ଉଦ୍ଧାର କରାଯାଇଛି। କେନାଲରେ ମୃତଦେହ ଭାସୁଥିବା ଖବର…

କେନାଲରେ ଗାଧୋଇବାବେଳେ ବୁଡ଼ିଗଲେ ଛାତ୍ରୀ

ସାଲେପୁର/ନିଶ୍ଚିନ୍ତକୋଇଲି,୧୩ା୮(ଅରବିନ୍ଦ ଭୂୟାଁ/ଅଶୋକ ମହାପାତ୍ର): କେନାଲରେ ଗାଧୋଉ ଥିବାବେଳେ ଜଣେ ନବମ ଶ୍ରେଣୀ ଛାତ୍ରୀ ପାଣିରେ ବୁଡ଼ି ନିଖୋଜ ହୋଇଯାଇଛନ୍ତି। ଏଭଳି ଅଭାବନୀୟ ଘଟଣା ଦେଖିବାକୁ ମିଳିଛି କଟକ ଜିଲା ସାଲେପୁର ବ୍ଲକ ପଟ୍ଟାମୁଣ୍ଡାଇ କେନାଲ ନରଦା ଗ୍ରାମ ନିକଟରେ। କେନାଲ ପାଣିରେ…

ନଦୀ-ନାଳର ଠିକଣା ଖୋଜୁଛନ୍ତି ଭଞ୍ଜନଗର ଚାଷୀ: ମୌସୁମୀ ଆସିଲାଣି ହେଲେ ମରାମତି ହୋଇନି ଆଡ଼ିବନ୍ଧ

ଭଞ୍ଜନଗର,୧୫ା୬(ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗର ଜଳସେଚନ ବିଭାଗ ଅଧିକ୍ଷଣଯନ୍ତ୍ରୀ କାର୍ଯ୍ୟାଳୟ ଅଧୀନରେ ଥିବା ଅନେକ ନଦୀ, କେନାଲ ଲଟା ବୁଦାରେ ଭରି ରହିଛି। ଆଉ କେତକ ସ୍ଥାନରେ ମାଟିରେ ମଧ୍ୟ ନଦୀ, ନାଳ ପୋତି ହୋଇଗଲାଣି। ଚଳିତ ବର୍ଷ ମୌସୁମୀ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?